ଟୁଇନ୍ ସିଟି ପରେ ପୁରୀରେ ଯୁବକଙ୍କ ଧମକପୂର୍ଣ୍ଣ ଭିଡିଓ ଭାଇରାଲ୍
ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ କେବିଏନ୍ । କଟକରେ ପବ୍ଲିକ ଷଣ୍ଢ ଓ ଅମାନିଆ ବାଘ । ଏବେ ପୁରୀରେ ବି ସମାନ ସ୍ଥିତି । ଶ୍ରୀକ୍ଷେତ୍ରରେ ଖଣ୍ଡା ଧରି ମାତିଛନ୍ତି ଅମାନିଆ ଯୁବକ । ଅସ୍ରାବ୍ୟ ଭାଷାରେ ଭିଡିଓ ସୁଟ୍ କରି ସୋସିଆଲ ମିଡିଆରେ ପୋଷ୍ଟ କରୁଛନ୍ତି । ଏ ନେଇ ପୁରୀ ବାସିନ୍ଦା ମଧ୍ୟ…