Latest Odisha News
Browsing Tag

puri

ବାଙ୍କଚୂଡ଼ା ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଲେ ମହାପ୍ରଭୁ  

ପୁରୀ : ଆଜି ହେଉଛି ପଞ୍ଚୁକର ଦ୍ବିତୀୟ ଦିନ । ଏହି ଅବସରରେ କାର୍ତ୍ତିକ ମାସ ଶୁକ୍ଳ ପକ୍ଷ ଦ୍ଵାଦଶୀ ତିଥିରେ ଶ୍ରଦ୍ଧାଳୁଙ୍କୁ ବାଙ୍କଚୂଡ଼ା ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ  । ଯେତେବେଳେ ଅକ୍ରୁର ଯାଇଥିଲେ ଗୋପପୁରକୁ ଶ୍ରୀକୃଷ୍ଣ ଓ ବଳରାମଙ୍କୁ ମଥୁରାକୁ ଆଣିବାକୁ  ସେ ସମୟରେ ବ୍ରଜ ଦାଣ୍ଡ…

ଶ୍ରୀମନ୍ଦିରରେ ପଞ୍ଚୁକ ବ୍ରତ, ଲକ୍ଷ୍ମୀନାରାୟଣ ବେଶରେ ଦର୍ଶନ ଦେଲେ ଶ୍ରୀଜୀଉ

ପୁରୀ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ମାସର ପଞ୍ଚୁକ ବ୍ରତ । ପଞ୍ଚୁକର ପ୍ରଥମ ଦିନରେ ମହାପ୍ରଭୁ ଲକ୍ଷ୍ମୀନାରାୟଣ ବେଶରେ ଦର୍ଶନ ଦେଇଥିବା ବେଳେ ଦୀର୍ଘ ଦୁଇ ବର୍ଷର ପ୍ରତୀକ୍ଷା ପରେ ଏହି ଦୁର୍ଲଭ ବେଶ ଦର୍ଶନ କରିଛନ୍ତି ଲକ୍ଷାଧିକ ଶ୍ରଦ୍ଧାଳୁ । ସକାଳୁ ସକାଳୁ ଦ୍ୱାରଫିଟା ପରେ ମଙ୍ଗଳ…

ଅଁଳା ନବମୀରେ ରାଧାପାଦ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ

ପୁରୀ : ଆଜି ହେଉଛି ପବିତ୍ର ଅଁଳା ନବମୀ। ଏହି ନବମୀରେ ରାଧାପାଦ ଦର୍ଶନ ପାଇଁ ପୁରୀ ସାକ୍ଷୀଗୋପାଳରେ ଜମୁଛି ଶ୍ରଦ୍ଧାଳୁଙ୍କ ଭିଡ଼। ସକାଳୁ ସକାଳୁ ରାଧାପାଦ ଦର୍ଶନ ନିମନ୍ତେ ଧାଡ଼ିରେ ଛୁଟିଛନ୍ତି ଶ୍ରଦ୍ଧାଳୁ । କରୋନା ପାଇଁ ଦୁଇ ବର୍ଷ ପରେ ଦର୍ଶନର ସୁଯୋଗ ମିଳିଥିବାରୁ ଶ୍ରଦ୍ଧାଳୁ ମାନେ…

ASI କରୁଛି କଣ ? ପୁଣି ଶ୍ରୀମନ୍ଦିରରୁ ଖସିଲା ପଥର…

ପୁରୀ: ଏଏସ୍ଆଇ ହାତରେ ସୁରକ୍ଷିତ ତ ଶ୍ରୀମନ୍ଦିର ? ଶ୍ରୀମନ୍ଦିର ରତ୍ନ ସିଂହାସନ ପଛ ଭାଗରୁ ଚୂନ ପଥର ଖସିବାର କିଛି ଦିନ ଭିତରେ ପୁଣି ଥରେ ପଥର ଖସିଛି । ଯାହାକୁ ନେଇ ସେବାୟତଙ୍କ ସହ ଭକ୍ତମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖା ଦେଇଛି । ପୂର୍ବରୁ ଶ୍ରୀମନ୍ଦିର ରତ୍ନ ସିଂହାସନ ପଛ ଭାଗରୁ ଚୂନ…

ସ୍ୱାମୀ, ସ୍ତ୍ରୀ ପରିଚୟ ଦେଇ ଭଡ଼ାଘରେ ଚଳାଇଥିଲେ ଦେହ ବ୍ୟବସାୟ

ପୁରୀ: ଭଡ଼ା ଘରେ ଚାଲିଥିଲା ଦେହ ବ୍ୟବସାୟ । ମାଡ଼ି ବସିଲା ପୋଲିସ । ପୁରୀ ସହରର ପାଇକସାହି ସ୍ଥିତ ଏକ ଭଡ଼ା ଘରୁ ପୋଲିସ ସେକ୍ସ ରାକେଟ ଠାବ କରିଛି । ଅସଞ୍ଜତ ଅବସ୍ଥାରେ ପୋଲିସ ୬ ଜଣଙ୍କୁ ଗିରଫ କରିଛି । ଗିରଫଙ୍କ ମଧ୍ୟରେ ୫ ଜଣ ପୁରୁଷଙ୍କ ସହ ଜଣେ ମହିଳା ଅଛନ୍ତି । ଅଭିଯୁକ୍ତଙ୍କ ଠାରୁ…

ଶ୍ରୀମନ୍ଦିରରେ କେବେ ଲାଗୁ ହେବ ଡ୍ରେସକୋଡ୍ ବ୍ୟବସ୍ଥା ?

ପୁରୀ: ପୁରୀ ଶ୍ରୀମନ୍ଦିରରେ ଅଣସେବାୟତଙ୍କ ଦୌରାତ୍ମ୍ୟ ବଢ଼ୁଥିବା ବେଳେ ଯାତନା ସହୁଛନ୍ତି ଶ୍ରଦ୍ଧାଳୁ । ୨୦୨୧ ମସିହା ଅକ୍ଟୋବରରେ ବସିଥିବା ପରିଚାଳନା କମିଟି ବୈଠକରେ ଶ୍ରୀମନ୍ଦିର ସେବାୟତ, ଜେଟିପି ଓ ଶ୍ରୀମନ୍ଦିର କର୍ମଚାରୀ ମାନଙ୍କ ପାଇଁ ଡ୍ରେସକୋଡ୍ ବ୍ୟବସ୍ଥା ଲାଗୁ କରିବାକୁ ଘୋଷଣା…

ଝୁଲନ୍ତା ଅବସ୍ଥାରେ ମିଳିଲା ଯୁକ୍ତ ଦୁଇ ଛାତ୍ରୀଙ୍କ ମୃତଦେହ

ପୁରୀ : ଯୁକ୍ତ ଦୁଇ ଦ୍ବିତୀୟ ବର୍ଷର ଛାତ୍ରୀ ସୁମିତ୍ରା ପଣ୍ଡାଙ୍କ ମୃତ ଦେହ ଉଦ୍ଧାର  । ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟର ଜଣେ ଯୁକ୍ତ ଦୁଇ ଛାତ୍ରୀଙ୍କ ଝୁଲନ୍ତା  ଅବସ୍ଥାରେ ଉଦ୍ଧାର ହୋଇଛି। କଲେଜ ପରିସରରେ ଥିବା ସୁକନ୍ୟା ଛାତ୍ରୀନିବାସ ୧୨ ନମ୍ବର ରୁମ୍ ରେ ଛାତ୍ରୀଙ୍କ ମୃତ ଦେହ ମିଳିଛି…

ଶ୍ରୀକ୍ଷେତ୍ରରେ ୧୦୫ ବର୍ଷୀୟ ବୃଦ୍ଧାଙ୍କ ହବିଷ୍ୟ ବ୍ରତ ପାଳନ

ପୁରୀ : ମହାପ୍ରଭୁଙ୍କ ଭକ୍ତି ଆଗରେ ହାର ମାନିଛି ହାରାମଣିଙ୍କ ବୟସ । ବୟସର ଅପରାହ୍ନରେ ପହଞ୍ଚିଥିଲେ ମଧ୍ୟ ହବିଷ୍ୟ ବ୍ରତ ପାଳନ କରୁଛନ୍ତି ୧୦୫ ବର୍ଷୀୟା ବୃଦ୍ଧା । ଆଖିକୁ ଭଲରେ ଦିଶୁ ନାହିଁ ... ଅଣ୍ଟା ନଇଁପଡ଼ିଲାଣି ହେଲେ ସମସ୍ତ ନୀତି ନୀୟମ ମାନି ପାଳନ କରୁଛନ୍ତି ବ୍ରତ।…

ନବୋଦୟ ଛାତ୍ର ମୃତ୍ୟୁ ଘଟଣା, ୧୧ ବର୍ଷ ପରେ ୧୦ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ୨୦୧୧ ନଭେମ୍ବର ୩ ତାରିଖ । ପୁରୀ ନବୋଦୟ ବିଦ୍ୟାଳୟ କ୍ୟାମ୍ପସ ଭିତରେ କ୍ରିକେଟ୍ ଖେଳିବା ବେଳେ ଆହତ ହୋଇଥିଲେ ଦ୍ୱାଦଶ ଶ୍ରେଣୀ ଛାତ୍ର ଜୟରାମ ଜେନା । ଜଣେ ଖେଳାଳିଙ୍କ ହାତରୁ ବ୍ୟାଟ୍ ଖସିଯାଇ ଜୟରାମଙ୍କ ମୁହଁରେ ବାଜିଥିଲା । ଫଳରେ ପ୍ରଚୁର ରକ୍ତସ୍ରାବ ହୋଇଥିଲା । ତୁରନ୍ତ ତାଙ୍କୁ…

ଅମାବାସ୍ୟାରେ ହେବ ସୂର୍ଯ୍ୟପରାଗ, ଶ୍ରୀମନ୍ଦିରରେ କିଭଳି ହେବ ଦେବନୀତି

ପୁରୀ : କାର୍ତ୍ତିକ ମାସରେ ପଡ଼ୁଛି ଉଭୟ ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣ । ଅମାବାସ୍ୟା ତିଥିରେ ସୂର୍ଯ୍ୟ ପରାଗ ହେବା ସହ ପୂର୍ଣ୍ଣିମା ତିଥିରେ ଚନ୍ଦ୍ରଗ୍ରହଣ ପଡ଼ୁଛି। ତେବେ ଶ୍ରୀମନ୍ଦିରରେ କିଭଳି ଦେବନୀତି ସମ୍ପନ୍ନ ହେବ ସେନେଇ ସବୁଠି ଚର୍ଚ୍ଚା ଚାଲିଛି। ଶ୍ରୀମନ୍ଦିର ପରିଚାଳନା କମିଟି…