ପୁରୀ ହୋଟେଲରେ ବିଷ ପିଇ ଦେଲେ ପ୍ରେମୀଯୁଗଳ
ପୁରୀ : ପୁରୀରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ପୁରୀର ଏକ ହୋଟେଲରେ ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା ଉଦ୍ୟମ | ସିଟି ରୋଡ଼ ସ୍ଥିତ ଘରୋଇ ହୋଟେଲରେ ଘଟିଛି ଏ ଘଟଣା | ଉଭୟ ବିଷ ପାନ କରିଥିବା ସୂଚନା | ଉଭୟଙ୍କୁ ହୋଟେଲ କର୍ତ୍ତୃପକ୍ଷ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ…