Latest Odisha News

BREAKING NEWS

Browsing Tag

puri

ସିଂହଦ୍ଵାର ସମ୍ମୁଖ ଅରୁଣ ସ୍ତମ୍ଭରେ ଫାଟ

ପୁରୀ: ପୁରୀ ଶ୍ରୀମନ୍ଦିର ସିଂହଦ୍ଵାର ସମ୍ମୁଖରେ ଥିବା ଅରୁଣ ସ୍ତମ୍ଭରେ ଫାଟ ଦେଖା ଦେଇଛି । କିଭଳି ଭାବେ ଏହି ସ୍ତମ୍ଭରେ ଫାଟ ସୃଷ୍ଟି ହୋଇଛି ତାହା ସ୍ପଷ୍ଟ ହୋଇନଥିବା ବେଳେ ଭବିଷ୍ୟତରେ ଏହି ଫାଟ ଅରୁଣ ସ୍ତମ୍ଭ ପ୍ରତି ବିପଦ ସୃଷ୍ଟି କରିବ ବୋଲି ଆଶଙ୍କା କରାଯାଉଛି । ତେବେ ଏହି ସ୍ତମ୍ଭର…

ବନ୍ୟା ପାଣି ଛାଡ଼ିବା ପରେ ଭୁଶୁଡ଼ିଲା ୨ ଶହ ମିଟର ନଦୀ ବନ୍ଧ

ପୁରୀ: ଲଗାଣ ବର୍ଷା ପରେ ଆସିଥିବା ବନ୍ୟା ଛାଡ଼ି ଯାଇଛି । ନଦୀର ଜଳସ୍ତର ହ୍ରାସ ପାଇବା ସହ ସ୍ଥାନେ ସ୍ଥାନେ ଶୁଖି ବାଲି ଦେଖା ଗଲାଣି । ବନ୍ୟା ପାଣି ଛାଡ଼ିବା ପରେ ଭାର୍ଗବୀ ନଦୀର ଶାଖା ନଦୀ ନୂଆନଈରେ ନଦୀ ବନ୍ଧ ଭୁଶୁଡ଼ି ପଡ଼ିଛି । ଜମାରସୁଆଁ ଗାଁ ନିକଟରେ ନୂଆନଈ ବାମପାର୍ଶ୍ଵ ବନ୍ଧର ୨ଶହ…

ହୋଟେଲର ୬ ମହଲାର ଏକ ରୁମରୁ ଖସି ଘରୋଇ କମ୍ପାନୀର ଏଚ୍.ଆରଙ୍କ ମୃତ୍ୟୁ

ପୁରୀ: ପୁରୀ ବଳିଆ ପଣ୍ଡା ସ୍ଥିତ ହୋଟେଲ୍ କ୍ରିଷ୍ଣା ସି ସାଇଡରେ ଅଘଟଣ । ହୋଟେଲର ୬ ମହଲାର ଏକ ରୁମର ଝରକାରୁ ଖସି ପଡ଼ି ଜଣଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଅସ୍ତରଙ୍ଗ ଥାନା ଅଧିନ ଉଦୟପୁର ଅଞ୍ଚଳର ଲିଙ୍ଗରାଜ ସାହୁ । ଖବର ପାଇ ଘଟଣାସ୍ଥଳରେ ସାଇଣ୍ଟିଫିକ୍ ଟିମ୍ ସହ ବଳିଆ ପଣ୍ଡା ଥାନା…

ବେଳାଭୂମିରେ ନରକଙ୍କାଳ କାହାର ?

ପୁରୀ: କୋଣାର୍କ ବେଳାଭୂମିରେ ନରକଙ୍କାଳ । ନୂଆନଈ ମୁହାଣ ଠାରୁ ରାମଚଣ୍ଡୀ ନଈ ମୁହାଣ ମଧ୍ୟରେ ନରକଙ୍କାଳ ପଡ଼଼ିଛି । ଯାହାକୁ ନେଇ ଚାଞ୍ଚଲ୍ୟ ଖେଳି ଯାଇଛି । ନରକଙ୍କାଳ ନିକଟରେ ଏକ ନୀଳ ରଙ୍ଗର ଜିନ୍ସ ପ୍ୟାଣ୍ଟ ପଡ଼ିଛି । ଖବର ପାଇ ମେରାଇନ୍ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।…

ବନ୍ୟା ଜଳରେ ବୁଡ଼ି ଜଣେ ମହିଳାଙ୍କ ମୃତ୍ୟୁ

ପୁରୀ: ସାରା ଜିଲ୍ଲାରେ ବନ୍ୟା ତାଣ୍ଡବ ରଚିଥିବା ବେଳେ ଏବେବି ଜଳ ଛାଡ଼ିନି । ଅନେକ ସ୍ଥାନରେ ଗାଁ ଦାଣ୍ଡରେ ବନ୍ୟା ଜଳର ସୁଅ ରହିଛି । ଏହାରି ଭିତରେ ପୁରୀ ଜିଲ୍ଲା ଗୋପ ବ୍ଲକରୁ ଆସିଛି ଦୁଃଖଦ ଖବର । ଗୋପରେ ବନ୍ୟା ପାଣିରେ ବୁଡ଼ି ଯାଇ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଗୋପ…

ମହାପ୍ରଭୁ ଆଜି କୃଷ୍ଣ ବଳରାମ ବେଶରେ ଦର୍ଶନ ଦେବେ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଆଜି ମହାପ୍ରଭୁ ଶ୍ରୀମନ୍ଦିରରେ  ଭାଦ୍ରବ ମାସ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥିରେ କୃଷ୍ଣ ବଳରାମ ବେଶରେ ଦର୍ଶନ ଦେବେ । ଏହି ବେଶରେ ଜଗନ୍ନାଥଙ୍କୁ କୃଷ୍ଣ ଭାବରେ ଓ ବଳଭଦ୍ରଙ୍କୁ ବଳରାମ ଭାବରେ ସୁସଜ୍ଜିତ କରାଯିବ । ସୁଭଦ୍ରା ଚତୁର୍ଭୁଜ ଧାରଣ କରି ଭିନ୍ନ ଭିନ୍ନ ଆୟୁଧ ସହ…

ଗୋପରେ ଓଲଟିଲା ବିଜେପିର ରିଲିଫ୍ ଡଙ୍ଗା

ପୁରୀ: ସାରା ରାଜ୍ୟରେ ବନ୍ୟାର ବିଭୀଷିକା ଦେଖାଦେଇଛି । ଏହା ମଧ୍ୟରେ ରିଲିଫ ବାଣ୍ଟିବାକୁ ଯାଉଥିବା ବେଳେ ଡଙ୍ଗା ଓଲଟିପଡିବାର ଖବର ସାମ୍ନାକୁ ଆସିଛି । ଗତକାଲି ଗୋପ ବ୍ଲକରୁ ଏଭଳି ଏକ ଚିତ୍ର ଦେଖିବାକୁ ମିଳିଥିଲା  ।  ଗୋପ ବ୍ଲକ ନାଗପୁର ପଞ୍ଚାୟତରେ ଡଙ୍ଗାଟି  ଓଲଟିପଡିଛି । କିନ୍ତୁ…

ଶ୍ରୀମନ୍ଦିରରେ ଆଜି ପ୍ରଳମ୍ବାସୁରବଧ ବେଶ

ପୁରୀ:ଆଜି ଭାଦ୍ରବ କୃଷ୍ଣ ପକ୍ଷ ଦ୍ୱାଦଶୀ ତିଥି । ଆଜିର ଦିନରେ ଶ୍ରୀମନ୍ଦିରରେ  ଶ୍ରୀବଳଭଦ୍ରଦେବଙ୍କର ପ୍ରଳମ୍ବାସୁରବଧ ବେଶ ଅନୁଷ୍ଠିତ ହୋଇଥାଏ ।  ଶ୍ରୀଜୀଉମାନଙ୍କ ମଧ୍ୟାହ୍ନ ଧୂପ ସମାପ୍ତି ପରେ ଏହି ବେଶ ହୋଇଥାଏ । ଆଜି ଶ୍ରୀଜଗନ୍ନାଥ ଓ ସୁଭଦ୍ରା ସାଧାରଣ ବେଶରେ ବିରାଜମାନ କରିଥାନ୍ତି ।  …

ଆଜି ଶ୍ରୀଜଗନ୍ନାଥଙ୍କ କାଳୀୟ ଦଳନ ବେଶ ନୀତି

ପୁରୀ: ଆଜି ମହାପ୍ରଭୁଙ୍କ କାଳୀୟ ଦଳନ ବେଶ । ସଂଧ୍ୟା ଧୂପ ପୂର୍ବରୁ ଶ୍ରୀଜଗନ୍ନାଥଙ୍କ ବାଡ଼ରେ ଏହି ବେଶ ହେବ ।  ଭାଦ୍ରବ କୃଷ୍ଣ ଏକାଦଶୀରେ ଶ୍ରୀମନ୍ଦିରରେ କାଳୀୟ ଦଳନ ନୀତି ଓ ଧେନୁକାସୁର ବଧ ପ୍ରସ୍ତାବ ହେବାର ବିଧି ରହିଛି । ଏହି ଅବସରରେ ମହାପ୍ରଭୁ କାଳୀୟ ଦଳନ ବେଶରେ ଦର୍ଶନ ଦେବେ । କନାରେ…

ଆସନ୍ତାକାଲିଠୁ ଦୁଇଦିନ ପୁରୀରେ  ବନ୍ଦ ରହିବ ସ୍କୁଲ

ପୁରୀ: ଲଗାଣ ବର୍ଷା ପାଇଁ ପୁରୀ ଜିଲ୍ଲାରେ ଅନେକ ଗାଁ ଏବେ ପାଣି ଘେରରେ ରହିଛି ।  ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକେ ସମସ୍ୟା ଘେରରେ ଥିବାରୁ  ଆଉ ୨ ଦିନ ସ୍କୁଲଗୁଡ଼ିକ ବନ୍ଦ ରହିବ ବୋଲି ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି। ଅର୍ଥାତ ଆସନ୍ତାକାଲି ଏବଂ ପରଦିନ( ଅଗଷ୍ଟ ୨୨ ଓ ୨୩ ତାରିଖ )  …