Latest Odisha News

BREAKING NEWS

Browsing Tag

puri

୯ ମାସ ମଧ୍ୟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସାରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଉପରେ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ୱ । ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଅନୁଧ୍ୟାନ କରି ୯ ମାସ ମଧ୍ୟରେ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର । ପରିକ୍ରମା ପ୍ରକଳ୍ପ…

[ଦେଖନ୍ତୁ ଭିଡିଓ] ବିଶ୍ୱସ୍ତରୀୟ ହେବ ପୁରୀ ରେଳ ଷ୍ଟେସନ, ରଥଯାତ୍ରା ପାଇଁ ଗଡ଼ିବ ୨ ଶହ ଟ୍ରେନ୍

ପୁରୀ: ଖୁବଶୀଘ୍ର ପୁରୀ ରେଳ ଷ୍ଟେସନ ହେବ ବିଶ୍ୱସ୍ତରୀୟ । ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୁରୀ ଗସ୍ତରେ ଆସି ଏହି ସୂଚନା ଦେଇଛନ୍ତି । ପୁରୀ ଷ୍ଟେସନକୁ ବିଶ୍ୱସ୍ତରୀୟ କରିବା ପାଇଁ ୩୬୪ କୋଟି ଟଙ୍କାର ଟେଣ୍ଡର ହୋଇଛି । ଆଉ ୨ ମାସ ମଧ୍ୟରେ କାମ ଆରମ୍ଭ ହେବ ବୋଲି କହିଛନ୍ତି ରେଳ ମନ୍ତ୍ରୀ ।…

ଲୋକ ମେଳା ଓ କୃଷି ପ୍ରଦର୍ଶନୀକୁ ଉଦଘାଟନ କଲେ କେନ୍ଦ୍ର ମନ୍ତ୍ରୀ ବିଶ୍ବେଶ୍ବର ଟୁଡୁ

ପୁରୀ: ପୁରୀର ଶରଧାବାଲିସ୍ଥିତ ଶ୍ରୀଗୁଣ୍ଡିଚା ମନ୍ଦିର ନିକଟବର୍ତ୍ତୀ ମୁକ୍ତାକାଶ ରଙ୍ଗମଞ୍ଚରେ ସୋମବାର ସନ୍ଧ୍ୟାରେ ବିଂଶତମ ଲୋକମେଳା ଓ 13 ତମ କୃଷି ମେଳା ୨୦୨୨ ଉଦଘାଟିତ ହୋଇଯାଇଛି । କେନ୍ଦ୍ର ଜନଜାତି ବ୍ୟାପାର ଏବଂ ଜଳ ଶକ୍ତି ରାଷ୍ଟ୍ର ମନ୍ତ୍ରୀ  ବିଶ୍ବେଶ୍ବର ଟୁଡୁ ଏହି ଲୋକ ମେଳା ସମେତ…

ଆନ୍ତର୍ଜାତିକ ଯୋଗ ଦିବସ ଉପଲକ୍ଷେ: ମାନବିକତା ପାଇଁ ଯୋଗ ବାର୍ତ୍ତା

ପୁରୀ: ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ଆନ୍ତର୍ଜାତିକ ଯୋଗ ଦିବସ ଉପଲକ୍ଷେ ପୁରୀ ଲାଇଟ ହାଉସ ବେଳାଭୂମିରେ ବାଲୁକା କଳା ନିର୍ମାଣ କରିଛନ୍ତି। ଏହି ବାଲୁକା କଳାରେ"International Yoga Day" ରେ "Yoga for humanity" ର ବାର୍ତ୍ତା ଦେଇଛନ୍ତି ।  ବାଲୁକା କଳା ଟି 17 ଫୁଟ…

‘ଅଗ୍ନିପଥ’କୁ ନେଇ ବଢ଼ୁଛି ଅଶାନ୍ତି, ପୁରୀରେ ପୋଲିସର ଫ୍ଲାଗମାର୍ଚ୍ଚ

ପୁରୀ: କେନ୍ଦ୍ର ସରକାରଙ୍କ ‘ଅଗ୍ନିପଥ’ ଯୋଜନାକୁ ନେଇ ସାରା ଦେଶରେ ଆନ୍ଦୋଳନ ଜାରି ରହିଛି । ବିଭିନ୍ନ ସ୍ଥାନରେ ରେଳ ଷ୍ଟେସନରେ ଟ୍ରେନ୍ ପୋଡ଼ିବା ସହ ଭଙ୍ଗାରୁଜା କରୁଛନ୍ତି ଆନ୍ଦୋଳନକାରୀ । ସତର୍କତା ମୂଳକ ପଦକ୍ଷେପ ପ୍ରକାରେ ପୁରୀ ରେଳ ସୁରକ୍ଷା ଥାନା ପକ୍ଷରୁ ପୁରୀ ରେଳ ଷ୍ଟେସନରେ…

ପ୍ରତିବର୍ଷ କିଏ ଲଗାଉଛି ନିଆଁ ? ଜଳିଗଲା ୭ ଏକରରୁ ଅଧିକ ଜଙ୍ଗଲ

ପୁରୀ: ବାଲୁଖଣ୍ଡ -କୋଣାର୍କ ଅଭୟାରଣ୍ୟର କୋଣାର୍କ ବନ୍ୟପ୍ରାଣୀ ବନାଞ୍ଚଳର କୁରୁଜଙ୍ଗ ସେକ୍ସନ୍ ଓ ରାମଚଣ୍ଡୀ ସେକ୍ସନ ଅଞ୍ଚଳରେ ଲାଗିଛି ନିଆଁ । ରାମଚଣ୍ଡୀ ଥାନା ପଛ ପଟେ ୩ ଏକର ଜଙ୍ଗଲ ପୋଡ଼ି ପାଉଁଶ ହୋଇଯାଇଛି । ଚମ୍ପାହର ଅଗ୍ନିଶମ କେନ୍ଦ୍ରର ଅଗ୍ନିଶମ କର୍ମଚାରୀ ଓ ବନ ବିଭାଗର ୨ ଜଣ…

ରଥଖଳାରେ ଅଘଟଣ, ୨ ଜଣ ସେବକ ଆହତ

ପୁରୀ: ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଥିବା ବେଳେ ଅଘଟଣ ଘଟିଛି । ରଥ କାମ କରୁଥିବା ସମୟରେ ପୃଥକ ପୃଥକ ଦୁର୍ଘଟଣାରେ ୨ ସେବକ ଆହତ ହୋଇଛନ୍ତି । ରଥ ନିର୍ମାଣରେ ନିୟୋଜିତ ଦୁଇ ସେବକଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାକୁ ପଠା ଯାଇଛି । ସକାଳୁ ଭୋଇ ସେବକ ବିଷ୍ଣୁ ଭୋଇ ଛ କାଠ…

ଅଣବସର ଘରେ ଶ୍ରୀଜୀଉ, ଆରମ୍ଭ ହେଲା ଅଲାରନାଥ ଦର୍ଶନ

ପୁରୀ: ସ୍ନାନ ପୂର୍ଣ୍ଣିମାରେ ୧୦୮ ସୁବାସିତ ଗରା ଜଳରେ ସ୍ନାନ ପରେ ଜରରେ ପଡ଼ିଛନ୍ତି ଠାକୁର । ଅଣବସର ଘରେ ଠାକରୁ ଥିବାବେଳେ ଅଲାରନାଥ ପୀଠରେ ଆରମ୍ଭ ହୋଇଛି ଦର୍ଶନ । ଆଜି ଭୋରରୁ ଅଲାରନାଥ ପୀଠରେ ଦ୍ଵାର ଫିଟା, ମଙ୍ଗଳ ଆଳତି, ତଡ଼ପଲାଗି ନୀତି ପରେ ସାଧାରଣ ଦର୍ଶନ ଆରମ୍ଭ ହୋଇଛି । ଭୋର ୪ଟାରୁ…

ସ୍ନାନମଣ୍ଡପରେ ବିଜେ ହେଲେ ମହାପ୍ରଭୁ

ପୁରୀ : ରତ୍ନ ବେଦି ଛାଡି ସ୍ନାନ ବେଦୀରେ ମହାପ୍ରଭୁ । ଭକ୍ତମାନଙ୍କୁ ଦର୍ଶନ ଦେବା ପାଇଁ ଅତି ସୁନ୍ଦର ଭାବେ ଲୀଳା କରି ସ୍ନାନବେଦିକୁ ଆସିଛନ୍ତି ଚତୁର୍ଧାମୂରତି । ଦୁଇ ବର୍ଷ ପରେ ମହାପ୍ରଭୁଙ୍କ ସ୍ନାନ ଯାତ୍ରାରେ ଭକ୍ତମାନେ ସାମିଲ ହୋଇଛନ୍ତି । ମହାପ୍ରଭୁ ଆଜି 108 ଗରା ଜଳରେ ସ୍ନାନ କରିବେ…

ଶ୍ରୀମନ୍ଦିର ନିଷିଦ୍ଧାଞ୍ଚଳରେ ଭକ୍ତଙ୍କ ପାଇଁ ସୁବିଧା ଛଡ଼ା ଅନ୍ୟ ନିର୍ମାଣ ବେଆଇନ : କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ଶ୍ରୀମନ୍ଦିର ନିଷିଦ୍ଧାଞ୍ଚଳରେ ନିର୍ମାଣ ନେଇ କୌଣସି ଅନୁମତି ଦେଇନାହିଁ ଜାତୀୟ କୀର୍ତ୍ତିରାଜି ପ୍ରାଧିକରଣ (NMA) । ଗତ ସଂସଦ ଅଧିବେଶନର ଶୂନ୍ୟକାଳରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ପଚାରିଥିବା ପ୍ରଶ୍ନର ଉତ୍ତର ରଖିଛନ୍ତି କେନ୍ଦ୍ର ସଂସ୍କୃତି ମନ୍ତ୍ରୀ କିଶନ ରେଡ୍ଡୀ ।…