ଦତ୍ତାତ୍ରେୟ, ସାମ୍ବାଦିକ ଓ ପୁଲିସର ଆକ୍ରମଣ
ଜ୍ୟୋତିପ୍ରକାଶ ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ପଲିଟିକସ ଫଲିଟିକସ…
ସକାଳୁ ସକାଳୁ ଆଜି ଏକ ଅଭାବନୀୟ ଓ ଛାତିକୁ ବାଧିଲା ପରି ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ପ୍ରଥମେ ଆସିଲା । ପରେ ତାହା ମୁଖ୍ୟସ୍ରୋତ ଗଣମାଧ୍ୟମରେ ବି ଆସିଗଲା । ପୁରୀରେ ରାଜ୍ୟର ଏକ ପ୍ରମୁଖ ଖବରକାଗଜ ପାଇଁ କାର୍ଯ୍ୟ କରୁଥିବା…