ଶ୍ରୀମନ୍ଦିରରେ ଜାରି ରହିଛି ବିଶୋଧନ ପ୍ରକ୍ରିୟା
ପୁରୀ: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରବିବାର ଦିନ ଶ୍ରୀମନ୍ଦିର ଭିତର ଓ ବାହାର ପରିସରକୁ ବିଶୋଧନ କରାଯାଇଛି। ପୂର୍ବ ନିଷ୍ପତି ଅନୁଯାୟୀ ରବିବାର ଭକ୍ତଙ୍କ ଦର୍ଶନ ବନ୍ଦ କରାଯାଇ ସାନିଟାଇଜ କରାଯାଉଛି।
ଅଗ୍ନିଶମ ବାହିନୀ, ପୌର ସଂସ୍ଥା ଓ ଜିଲ୍ଲା ପ୍ରଶାସନ ଦ୍ୱାରା ଶ୍ରୀମନ୍ଦିରର…