Latest Odisha News
Browsing Tag

puri

ପୂଜା ବେଳେ ମୂର୍ତ୍ତି ଖସି ଆହତ ସେବାୟତଙ୍କ ଚିକିତ୍ସା ଖର୍ଚ୍ଚ ବହନ କରିବ ଶ୍ରୀମନ୍ଦିର ପ୍ରଶାସନ

ପୁରୀ: ଶ୍ରୀମନ୍ଦିର ପଶ୍ଚିମ ଦ୍ୱାର ନିକଟରେ ଥିବା ଉଗ୍ର ନୃସିଂହ ମନ୍ଦିରରେ ମୂର୍ତ୍ତି ଖସି ଆହତ ହୋଇଥିବା ସେବାୟତଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭେଟିଛନ୍ତି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର କ୍ରିଷନ କୁମାର ଆହତ ସେବାୟତ ଜମ୍ବେଶ୍ୱର ମହାପାତ୍ରଙ୍କୁ ତାଙ୍କ ଘରେ ଭେଟିବା ସହ…

ଶ୍ରୀମନ୍ଦିର ପଶ୍ଚିମ ଦ୍ୱାର ନିକଟରେ ଥିବା ଉଗ୍ର ନୃସିଂହ ମନ୍ଦିରରୁ ମୂର୍ତ୍ତି ଖସି ସେବାୟତ ଆହତ

ପୁରୀ: ଶ୍ରୀମନ୍ଦିର ପଶ୍ଚିମ ଦ୍ୱାର ନିକଟରେ ଅଘଟଣ । ଉଗ୍ର ନୃସିଂହ ମନ୍ଦିରରୁ ହିରଣ୍ୟକଶ୍ୟପଙ୍କ ମୂର୍ତ୍ତି ଖସି ପଡ଼ଥିବା ବେଳେ ଏଥିରେ ଜଣେ ସେବାୟତ ଆହତ ହୋଇଛନ୍ତି । କୁନୁ ମହାପାତ୍ର ନାମକ ଜଣେ ସେବାୟତଙ୍କ ଗୋଡ଼ରେ ଆଘାତ ଲାଗିଛି । ସକାଳେ ମନ୍ଦିରରେ ସେବାୟତ ଜଣଙ୍କ ଉଗ୍ର ନୃସିଂହ ଲୁଗା…

ଶ୍ରୀ ମନ୍ଦିରକୁ ୧ କୋଟି ଟଙ୍କା ଦାନ କଲା MGM ମିନେରାଲ୍ସ

ପୁରୀ: ପୁରୀ ଶ୍ରୀମନ୍ଦିର ପରିକ୍ରମା ଯୋଜନାର ବିକାଶ ପାଇଁ ୧ କୋଟି ଟଙ୍କା ଦାନ କରିଛି MGM ମିନେରାଲ୍ସ ଲିମିଟେଡ୍ । କମ୍ପାନୀ ଚେୟାରମ୍ୟାନ ତଥା ପରିଚାଳନା ନିର୍ଦ୍ଦେଶକ ପଙ୍କଜ ଲୋଚନ୍ ମହାନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାରଙ୍କୁ ଭେଟି ୧ କୋଟି ଟଙ୍କାର ଚେକ୍ ପ୍ରଦାନ…

ପୁରୀରୁ ୨.୩୬ଲକ୍ଷ ଟଙ୍କାର କୋରେକ୍ସ ଜବତ, ୧୨ ଗିରଫ

ପୁରୀ: ପୁରୀର ବିଭିନ୍ନ ସ୍ଥାନରେ ପୋଲିସ ଆଜି ଚଢଉ କରି ୨୧୪୯ ବୋତଲ କୋରେକ୍ସ ଜବତ କରିଛି । ଏହାର ଆନୁମାନିକ ମୂଲ୍ୟ ୨ ଲକ୍ଷ ୩୬ ହଜାର ୩୯୦ ଟଙ୍କା ହେବ ବୋଲି ଜଣାପଡିଛି । ଏଥି ସହ ଏହି ଘଟଣାରେ ପୋଲିସ ୧୨ ଜଣଙ୍କୁ ଗିରଫ କରିଛି । ମିଳିଥିବା ସୂଚନା ଅନୁଯାୟୀ, ପୋଲିସ ବାସେଳୀ ସାହିରୁ…

ରାଷ୍ଟ୍ରପତିଙ୍କୁ ତାଙ୍କ ବାପାଙ୍କ ଦସ୍ତଖତ ଥିବା ତାମ୍ର ଫଳକ ଉପହାର ଦେଲେ କୌଳିକ ପଣ୍ଡା

ପୁରୀ: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପୁରୀ ଗସ୍ତବେଳେ କୌଳିକ ପଣ୍ଡା କିଛି ପୂର୍ବ କଥା ମନେ ପକାଇଛନ୍ତି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ବାପା ମଇକୁଲାଲ କୋରି ପୂର୍ବରୁ ପୁରୀ ଆସିଥିଲେ ଓ ଶ୍ରୀଜିଉଙ୍କୁ ଦର୍ଶନ କରିଥିଲେ । ଏହାର ସ୍ମୃତିକୁ କୌଳିକ ପଣ୍ଡା ରାଷ୍ଟ୍ରପତିଙ୍କୁ ଉପହାର ଆକାରରେ…

ଗୋବିନ୍ଦଙ୍କ ଦର୍ଶନ କଲେ ଗୋବିନ୍ଦା, ପୁରୀ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ବଲିଉଡ଼ ଷ୍ଟାର ଓ ତାଙ୍କ…

ପୁରୀ: ପୁରୀ ଶ୍ରୀମନ୍ଦିର ଆସି ମହାପ୍ରଭୂଙ୍କୁ ଦର୍ଶନ କରିଛନ୍ତି ବଲିଉଡ ଅଭିନେତା ଗୋବିନ୍ଦା ଓ ତାଙ୍କ ପତ୍ନୀ । ମହାପ୍ରଭୁଙ୍କୁ ଦର୍ଶନ କରି ଆଶୀର୍ବାଦ ନେଇଥିବା କହିଛନ୍ତି ଗୋବିନ୍ଦା । ମହାପ୍ରଭୁଙ୍କୁ ଅତି ନିକଟକୁ ଦେଖି ବିଭୋର ହୋଇଯାଇଥିଲେ ଗୋବିନ୍ଦା । ଜଗାର ଚକାଆଖି ଦେଖି ଭାବରେ ବୁଡିଗଲେ…

ଆଜିଠୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ

ଭୁବନେଶ୍ୱର: ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ସନ୍ଧ୍ୟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ଶନିବାର ସନ୍ଧ୍ୟା ପ୍ରାୟ ୬ଟା ୨୫ରେ ଭୁବନେଶ୍ୱର ବିମାନବନ୍ଦରରେ ରାଷ୍ଟ୍ରପତି ପହଞ୍ଚିବେ । ସେଠାରେ ରାଷ୍ଟ୍ରପତିଙ୍କୁ ଗାର୍ଡ ଅଫ୍ ଅନର ଦିଆଯିବା ପରେ ସିଧା…

ଶ୍ରୀମନ୍ଦିରରେ NSG ଟିମ୍, ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରୁଛି ଟିମ୍ 

ପୁରୀ: ଶ୍ରୀମନ୍ଦିରରେ ଏନଏସଜି ଟିମ୍ । ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ ପାଇଁ ଏନଏସଜି ଟିମ୍ ପୁରୀରେ ପହଞ୍ଚିଛନ୍ତି । ଶ୍ରୀମନ୍ଦିରରେ ସୁରକ୍ଷା ବ୍ୟବସ୍ଥାର ଅନୁଧ୍ୟାନ କରିବ ଏହି ୩ ଜଣିଆ ଟିମ୍ । ଏଥିସହିତ ପ୍ରଶାସନ ସହ ସୁରକ୍ଷା ସମ୍ପର୍କରେ ମଧ୍ୟ ଆଲୋଚନା କରିବ ।  ଶ୍ରୀମନ୍ଦିର…

ଶ୍ରୀକ୍ଷେତ୍ର ସାହିତ୍ୟ ସଂସଦର ୧୩ତମ ରାଜ୍ୟସ୍ତରୀୟ କବି ଓ ଲେଖକ ସମ୍ମିଳନୀ ଆୟୋଜିତ

ପୁରୀ : ଶ୍ରୀକ୍ଷେତ୍ର ସାହିତ୍ୟ ସଂସଦ ପକ୍ଷରୁ ୧୩ତମ ରାଜ୍ୟ ସ୍ତରୀୟ କବି ଓ ଲେଖକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ କବୀ ପ୍ରତିମା ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗଦେଇ କାର୍ଯ୍ୟକ୍ରମର ଉଦଘାଟନ କରିଥିଲେ।ଏହି କାର୍ଯ୍ୟକ୍ରମରେ ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଥିବା ୬୦ଜଣ କବି…

ମାଡ ଖାଇଲେ ନାଗା ସାଧୁ, ହସ୍ପିଟାଲରେ ଭର୍ତ୍ତି: ଜବରଦସ୍ତ ରୋହିଣୀ କୁଣ୍ତର ପଟ୍ଟା ଖୋଲି ଜଳ ସିଞ୍ଚନ କରିବାକୁ କରୁଥିଲେ…

ପୁରୀ: ଶ୍ରୀମନ୍ଦିର ଭିତରେ ପଶି ଜୋର ଜବରଦସ୍ତ ଭାବେ ଦୀର୍ଘ ଦିନ ହେବ ବନ୍ଦ ପଡିଥିବା ରୋହିଣୀ କୁଣ୍ତର ପଟ୍ଟା ଖୋଲି ଜଳ ସିଞ୍ଚନ କରିବାକୁ ଉଦ୍ୟମ କରିବାକୁ ଯାଇ ମାଡ ଖାଇଲେ ନାଗା ସାଧୁ । ସେଠାରେ ମୁତୟନ ଥିବା ଜେଟିପି ବାରଣ କରିବାରୁ କଥା କଟାକଟି ହୋଇଥିଲା ଏବଂ କଥା ହାତାହାତି ପର୍ଯ୍ୟନ୍ତ…