Latest Odisha News

BREAKING NEWS

Browsing Tag

puri

ମାଡ ଖାଇଲେ ନାଗା ସାଧୁ, ହସ୍ପିଟାଲରେ ଭର୍ତ୍ତି: ଜବରଦସ୍ତ ରୋହିଣୀ କୁଣ୍ତର ପଟ୍ଟା ଖୋଲି ଜଳ ସିଞ୍ଚନ କରିବାକୁ କରୁଥିଲେ…

ପୁରୀ: ଶ୍ରୀମନ୍ଦିର ଭିତରେ ପଶି ଜୋର ଜବରଦସ୍ତ ଭାବେ ଦୀର୍ଘ ଦିନ ହେବ ବନ୍ଦ ପଡିଥିବା ରୋହିଣୀ କୁଣ୍ତର ପଟ୍ଟା ଖୋଲି ଜଳ ସିଞ୍ଚନ କରିବାକୁ ଉଦ୍ୟମ କରିବାକୁ ଯାଇ ମାଡ ଖାଇଲେ ନାଗା ସାଧୁ । ସେଠାରେ ମୁତୟନ ଥିବା ଜେଟିପି ବାରଣ କରିବାରୁ କଥା କଟାକଟି ହୋଇଥିଲା ଏବଂ କଥା ହାତାହାତି ପର୍ଯ୍ୟନ୍ତ…

BSE ଦ୍ୱାରା ଧାର୍ଯ୍ୟ ଢାଞ୍ଚାରେ ପରୀକ୍ଷା ଉପରେ ଗୁରୁତ୍ୱ, ନ ଜଣାଇ ଅନୁପସ୍ଥିତ ରହିଲେ ଶିକ୍ଷକଙ୍କ ଦରମା କାଟ୍…

ପୁରୀ: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଶନିବାର ଅଚାନକ ପୁରୀ ଜିଲ୍ଲା ସ୍କୁଲ୍ ପରିଦର୍ଶନ କରିଛନ୍ତି । ଏହି ଅବସରରେ ବିଏସଇ ବା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ଧାର୍ଯ୍ୟ ଢାଞ୍ଚାରେ ପରୀକ୍ଷା ଉପରେ ଗଣଶିକ୍ଷା ମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି । ବିଏସଇ ଢାଞ୍ଚାରେ…

କଲେଜ ଛାତ୍ରୀଙ୍କୁ ଲିଫ୍ଟ ଦେଇ ଅଧ୍ୟାପକ ଦୁଷ୍କର୍ମ କରିଥିବା ଅଭିଯୋଗ

ପୁରୀ: ଅଧ୍ୟାପକଙ୍କ ନାଁରେ ଅଭିଯୋଗ । କଲେଜରୁ ନେଇ ଘରେ ଛାଡ଼ି ଦେବାକୁ କହି ଅଧ୍ୟାପକ ଛାତ୍ରୀଙ୍କ ସହ ଦୁଷ୍କର୍ମ କରିଛନ୍ତି । ଏନେଇ ସମ୍ପୃକ୍ତ ଛାତ୍ରୀ ପୋଲିସର ଦ୍ୱାରସ୍ଥ ହୋଇଛି । ପୁରୀରେ ଗତ ଗୁରୁବାର ଏଭଳି ଘଟଣା ଘଟିଥିବା ବେଳେ ପୀଡ଼ିତା ରବିବାର ପୋଲିସର ଦ୍ୱାରସ୍ତ ହୋଇଛନ୍ତି । ପୁରୀ…

ବାଲୁକାକଳା ମାଧ୍ୟମରେ ରାଜ୍ୟପାଳଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ

ପୁରୀ : ଓଡ଼ିଶାର ମହାମହୀମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କର ଆଜି ଜନ୍ମଦିନ। ଏହି ଅବସରରେ ପୁରୀ ବେଳାଭୂମିରେ ବାଲୁକାକଳା ନିର୍ମାଣ କରି ଜନ୍ମଦିନର ଶୁଭେଚ୍ଛା ଜଣାଇଥିଲେ ପ୍ରସିଦ୍ଧ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ଏହାକୁ ଦେଖିବା ପାଇଁ ବେଳାଭୂମିରେ ଲୋକଙ୍କ ଭିଡ…

ଶ୍ରୀପଞ୍ଚମୀରେ ଘୋଷଯାତ୍ରା ପାଇଁ ପୂଜାର୍ଚ୍ଚନା ହେଲା ରଥ କାଠ

ପୁରୀ: ପବିତ୍ର ଶ୍ରୀପଞ୍ଚମୀ ତିଥି ଅବସରରେ ମହାପ୍ରଭୁଙ୍କ ଆଗାମୀ ବିଶ୍ୱପ୍ରସିଦ୍ଧ ଘୋଷ ଯାତ୍ରା ପାଇଁ ରଥ କାଠ ପୂଜାର୍ଚ୍ଚନା ଶ୍ରୀନହର ସମ୍ମୁଖ ଶ୍ରୀମନ୍ଦିର କାର୍ଯ୍ୟାଳୟ ନିକଟରେ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ବନଖଣ୍ଡରୁ ଆସିଥିବା କାଠ ମଧ୍ୟରୁ ତିନିଖଣ୍ଡ ୧୨ ଫୁଟିଆ ଧଉରା କାଠକୁ…

ଶ୍ରୀମନ୍ଦିରକୁ ୪ କେଜି ୮୫୮ ଗ୍ରାମ୍ ସୁନା ଓ ୩ କେଜିରୁ ଅଧିକ ରୂପା ଅଳଙ୍କାର ଦାନ କଲେ ଜୈନିକ ଦାତା

ପୁରୀ: ପବିତ୍ର ଶ୍ରୀପଞ୍ଚମୀରେ ଆଜି ପୁରୀରେ ରଥଯାତ୍ରା ଲାଗି ରଥକାଠ ଅନୁକୂଳ ହୋଇଛି । ଏହି ଅବସରରେ ଜୈନିକ ଦାତା ଶ୍ରୀମନ୍ଦରକୁ ସୁବର୍ଣ୍ଣ ଅଳଙ୍କାର ଦାନ କରିଛନ୍ତି । ସ୍ୱର୍ଣ୍ଣ ଅଳଙ୍କାର ମଧ୍ୟରେ ବଡ଼ ଠାକୁରଙ୍କ ୪୦ଟି ଶ୍ରୀମୁଖ ପଦ୍ମ ଏବଂ ୨ଟି ଝୋବା, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଇଁ ୫୩ଟି…

ପର୍ଯ୍ୟଟକଙ୍କ ପାଇଁ ପୁରୀ ପୋଲିସ ପକ୍ଷରୁ ଜାରି ହେଲା ହେଲପ ଲାଇନ ନମ୍ବର

ପୁରୀ: ପୁରୀ କୁ ଆସୁଥିବା ସମସ୍ତ ପର୍ଯ୍ୟଟକ କିଭଳି ସୁରକ୍ଷିତ ରହିବେ ସେ ନେଇ ପୋଲିସ ପକ୍ଷରୁ ଏକ ହେଲ୍ପ ଲାଇନ ନମ୍ୱର ଜାରି କରାଯାଇଛି। ଏହି ନମ୍ବରଟି ହେଉଛି ୬୩୭୦୯୬୭୧୦୦ । ଏଠାକୁ ଆସୁଥିବା ପର୍ଯ୍ୟଟକ କୌଣସି ଅସୁବିଧାରେ ପଡିଲେ ଏହି ନମ୍ବରରେ କଲ କରି ଜଣାଇ ପାରିବେ । ଏହି ନମ୍ବର ୨୪ ଘଣ୍ଟା…

ପୁରୀର ୬ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଇଏସଓ ମାନ୍ୟତା

ପୁରୀ: ପୁରୀ ଜିଲ୍ଲାର ୬ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଇଏସଓ ମାନ୍ୟତା ମିଳିଛି। ନିକଟରେ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ମାନ୍ୟତା ପାଇଁ ଆବେଦନ କରାଯାଇଥିଲା। ତନ୍ମଧ୍ୟରେ ଦୋଳବେଦୀ କୋଣ, ସ୍ୱର୍ଗ ଦ୍ୱାର, ଚନ୍ଦନ ହଜୁରୀ, କମଳା ଦେବୀ ମାତୃ ମଙ୍ଗଳ ସ୍ୱାସ୍ଥ୍ୟ କେନ୍ଦ୍ର, ନିମାପଡା ଓ ଚାରୀ…

ଦେବାଭିଷେକ ସମ୍ମାନରେ ସମ୍ମାନିତ ହେଲେ ଓଡିଶୀ ନୃତ୍ୟଶିଳ୍ପୀ ମୀରା ଦାସ

ପୁରୀ: ଶ୍ରୀମନ୍ଦିରରେ ପବିତ୍ର ପୌଷ ପୂର୍ଣ୍ଣିମା ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରାଜାଭିଷେକ ନୀତି ଉପଲକ୍ଷେ ପୁରୀ ଡ୍ୟାନ୍ସ ଏକାଡେମୀ ପକ୍ଷରୁ ଦେବାଭିଷେକ ଶାସ୍ତ୍ରୀୟ ନୃତ୍ୟ ସଂଧ୍ୟା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବାବାଜୀ ସଚ୍ଚିଦାନନ୍ଦ ଦାସ ମହାରାଜ ଏହି ଉତ୍ସବକୁ ଉଦଘାଟନ କରିଥିଲେ ।…

ପୁରୀ ବୋମାମାଡ଼ ଘଟଣାରେ ୭ ଗିରଫ

ପୁରୀ: ପୁରୀ ବାସେଳୀ ସାହି ଥାନା ପୋଲିସ ୭ ଜଣଙ୍କୁ ଗିରଫ କରିବା ସହ ସେମାନଙ୍କ ଠାରୁ ବିଭିନ୍ନ ମାରଣାସ୍ତ୍ର ଜଵତ କରିଛି। ତେବେ ଏହି ଘଟଣାରେ ଅନ୍ୟ ଦୁଇ ଅଭିଯୁକ୍ତ ଫେରାର ଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି। ବାଲି ଗୋଡି ସପ୍ଲାଇକୁ ନେଇ ଦୁଇ ଅପରାଧୀ ଗୋଷ୍ଠୀ ମଧ୍ୟରେ ଦୀର୍ଘଦିନ ଧରି…