ଚଳିତ ବର୍ଷ ରଥଯାତ୍ରା ଲାଗି ପ୍ରକ୍ରିୟା ଆରମ୍ଭ
ପୁରୀ: ୨୦୨୧ରେ ରଥଯାତ୍ରା ଲାଗି ପ୍ରକ୍ରିୟା ଆରମ୍ଭ ହୋଇଛି।
ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରୁ ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁଙ୍କ ନେତୃତ୍ୱରେ ଏକ ୪ଜଣିଆ ଟିମ୍ ନୟାଗଡର ଦଶପଲା ରେଞ୍ଜର ବଡମୂଳର ବଡରାଉଳ ଠାକୁରାଣୀଙ୍କ ମନ୍ଦିରକୁ ସୋମବାର ଦିନ ଯାତ୍ରା କରିଥିଲେ।…