Latest Odisha News

BREAKING NEWS

Browsing Tag

puri

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲି ଭୋଗ ନୀତି

(ପ୍ରଭୁ ଶ୍ରୀଜଗନ୍ନାଥଙ୍କ ପହିଲି ଭୋଗ ନେଇ ସ୍ବତନ୍ତ୍ର ଉପସ୍ଥାପନା) ବିଶ୍ୱ ପ୍ରସିଦ୍ଧ ଶ୍ରୀଜଗନ୍ନାଥ ମନ୍ଦିରରେ ସକଳ ପ୍ରକାର ନୀତି, ପର୍ବ ପର୍ବାଣି, ଉତ୍ସବ ଇତ୍ୟାଦି ବର୍ଷର ବିଭିନ୍ନ ସମୟରେ ପାଳିତ ହେବା ସଙ୍ଗେ ସଙ୍ଗେ ଅନେକ ପ୍ରକାର ଭୋଗ ଦ୍ରବ୍ୟ ପ୍ରସ୍ତୁତ ହୋଇ ରତ୍ନସିଂହାସନରେ ଅଧିଷ୍ଠିତ…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ

ପୁରୀ: ଶ୍ରୀମନ୍ଦିରରେ ବୁଧବାର ଦିନ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହୋଇଯାଇଛି । ସୂଚନା ଅନୁଯାୟୀ ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକ ମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିଥିଲେ । ପ୍ରାକୃତିକ ପ୍ରଣାଳୀରେ…

ଶ୍ରୀମନ୍ଦିରରେ ‘ଦେବ ଦୀପାବଳି’ ନୀତି ଆରମ୍ଭ; ୩ ଦିନ ଯାଏଁ ଚାଲିବ

ପୁରୀ: ଶ୍ରୀମନ୍ଦିରରେ ଆଜିଠାରୁ ତିନିଦିନ ବ୍ୟାପୀ ମହାପ୍ରଭୁଙ୍କ 'ଦେବ ଦୀପାବଳି' ନୀତି ଆରମ୍ଭ ହୋଇଛି। ଏହି ତିନିଦିନ ମହାପ୍ରଭୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବା ସହ ଶ୍ରାଦ୍ଧ କରି ଶ୍ରାଦ୍ଧବେଶରେ ଵିଭୂଷିତ ହୋଇଥାନ୍ତି। ମାର୍ଗଶୀର ମାସ କୃଷ୍ଣପକ୍ଷ ଚତୁର୍ଦଶୀ, ଅମାବାସ୍ୟା ଓ…

ପୁରୀ ବାସେଳି ସାହି ଥାନା ଅଞ୍ଚଳରେ ଯୁବକଙ୍କୁ ଛୁରା ମାଡ଼ ଘଟଣାରେ ଦୁଇ ଅଭିଯୁକ୍ତ ଗିରଫ

ପୁରୀ: ବାସେଳି ସାହି ଥାନା ବାଲି ସ୍କୁଲ ନିକଟରେ ହୋଇଥିବା ଛୁରା ମାଡ଼ ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଏମାନେ ହେଲେ ବାସେଳି ସାହି ଥାନା ଜଗନ୍ନାଥ ବସ୍ତିର ଜଗନ୍ନାଥ ସ୍ୱାଇଁ ଓ ଲୋକନାଥ ରୋଡ୍ ଅଞ୍ଚଳର ଲୋକନାଥ ମିଶ୍ର । ଭାଗ୍ୟଧର ହରିଚନ୍ଦନଙ୍କ ପତ୍ନୀ ଗୀତାଞ୍ଜଳିଙ୍କ…

କେବେ ଖୋଲିବ ଶ୍ରୀମନ୍ଦିର; ଆଜି ଦିନ ୧୨ ଟା ରେ ବସିବ ଛାତିଶା ନିଯୋଗ ବୈଠକ

ପୁରୀ: କେବେ ଖୋଲିବ ଶ୍ରୀମନ୍ଦିର? ଏ ସମ୍ପର୍କରେ ଆଜି ନିଆଯିବ ନିଷ୍ପତି । ଆଜି ମଧ୍ୟାହ୍ନ ୧୨ ଟାରେ ନୀଳାଦ୍ରି ଭକ୍ତ ନିବାସରେ ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ ଅନୁଷ୍ଠିତ ହେବା ନେଇ ସୂଚନା ମିଳିଛି। ସୂଚନାନୁସାରେ, ଏହି ବୈଠକରେ ଶ୍ରୀମନ୍ଦିର ଖୋଲିବା ନେଇ ଆଲୋଚନା ହେବ । ପୂର୍ବରୁ ଏ…

ସୁରକ୍ଷିତ ରହିଛି ମହାପ୍ରଭୁଙ୍କ ନାଗାର୍ଜୁନ ବେଶର ଅଳଙ୍କାର: ମନ୍ଦିର ପ୍ରଶାସନ

ଭୁବନେଶ୍ୱର: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନାଗାର୍ଜୁନ ବେଶର ଅଳଙ୍କାର ସଂରକ୍ଷିତ ରହିଛି ବୋଲି କହିଛନ୍ତି ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ। ସୂଚନା ଅନୁଯାୟୀ ଗତ ୨୭ ତାରିଖରେ ମହାପ୍ରଭୁଙ୍କ ନଗାର୍ଜୁନ ବେଶର ସାମଗ୍ରୀ ଭିତରୁ ସୋଲର ନିର୍ମିତ ଚନ୍ଦ୍ର ଓ ସୂର୍ଯ୍ୟ ଗାୟବ ଘଟଣାର ତଦନ୍ତ…

ଶ୍ରୀମନ୍ଦିରରେ ଲକ୍ଷ୍ମୀ ନାରାୟଣ ବେଶ, ଏକାଦଶୀ ନୀତି ଅନୁଷ୍ଠିତ

ପୁରୀ: କାର୍ତ୍ତିକ ଶୁକ୍ଳ ଏକାଦଶୀ (ବଡ଼) ତିଥି ପଞ୍ଚୁକର ପ୍ରଥମ ଦିବସ ତଥା ବୁଧବାର ଦିନ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କର ଠିଆକିଆ ବେଶ ବା ଲକ୍ଷ୍ମୀ - ନାରାୟଣ ବେଶ ତଥା ହରି ଉତ୍ଥାପନ ଓ ବଡ଼ ଏକାଦଶୀ ନିମନ୍ତେ ସ୍ୱତନ୍ତ୍ର ନୀତିମାନ ଅନୁଷ୍ଠିତ ହୋଇଯାଇଛି। ପରମ୍ପରା ଅନୁଯାୟୀ ପ୍ରାତଃ ଘ.୫.…

ବିଳମ୍ବିତ ରାତିରେ ପତିତପାବନ ଦର୍ଶନ କଲେ ପୁରୀର ନୂଆ ଏସ୍‌ପି

ପୁରୀ: ହାଜତ ମୃତ୍ୟୁ ଘଟଣାରେ ଏସ୍‌ପି ଅଖିଳେଶ୍ୱର ସିଂହଙ୍କୁ ବଦଳି କରାଯାଇ ସମ୍ବଲପୁର ଏସପି କେ. ବିଶାଲ ସିଂଙ୍କୁ ପୁରୀ ଏସପି ଭାବେ ନିଯୁକ୍ତି ଦିଆଯାଇଛି । ଗତକାଲି ବିଳମ୍ବିତ ରାତିରେ ଏସ୍‌ପି ବିଶାଲ ସିଂହ ପୁରୀରେ ପହଞ୍ଚି ପତିତପାବନ ଦର୍ଶନ କରିଛନ୍ତି । ନିଜର କିଛି କର୍ମଚାରୀଙ୍କୁ…

ପୁରୀରୁ ୧୧ ଗ୍ରାମର ବ୍ରାଉନସୁଗାର ଜବତ

ନିମାପଡା: ପୁରୀ ଜିଲ୍ଲା ନିମାପଡା ଥାନା ପୋଲିସ ପକ୍ଷରୁ ୧୧ ଗ୍ରାମର ବ୍ରାଉନସୁଗାର ଜବତ କରାଯାଇଛି। ପ୍ରାପ୍ତ ସୂଚନା ଅନୁଯାୟୀ ସ୍ଥାନୀୟ ଧନୁଆଁ ବ୍ରିଜ଼ ନିକଟରେ ପୋଲିସ ଚଢ଼ାଉ କରିବା ସହ ପାଞ୍ଚ ଜଣ ନିଶା ବେପାରୀଙ୍କୁ ଗିରଫ କରିଛି। ଏଥିସହିତ ସେମାନଙ୍କ ନିକଟରୁ ପାଖାପାଖି ୧୧ ଗ୍ରାମର…

ପୁରୀରେ କୋଭିଡ କିଓସ୍କୋ କେନ୍ଦ୍ର ଉଦଘାଟିତ

ପୁରୀ: କରୋନା ସଂପର୍କିତ ସଚେତନତା ସୃଷ୍ଟି ଓ କରୋନା ପ୍ରତିରୋଧକ ସାମଗ୍ରୀ ବିକ୍ରୟ ନିମନ୍ତେ କୋଭିଡ କିଓସ୍କୋ କେନ୍ଦ୍ର ଉଦଘାଟିତ ହୋଇଛି। ଆଚାର୍ଯ୍ୟ ହରିହର ଛକ ନିକଟରେ ଏହାକୁ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜ୍ୟୋତିର୍ମୟ ଦଳାଇ ଉଦଘାଟିତ କରିଛନ୍ତି । ଜିଲ୍ଲାପ୍ରଶାସନ ସହାୟତାରେ ଓରମାସ…