Latest Odisha News

BREAKING NEWS

Browsing Tag

puri

ପୁରୀରୁ ୧୧ ଗ୍ରାମର ବ୍ରାଉନସୁଗାର ଜବତ

ନିମାପଡା: ପୁରୀ ଜିଲ୍ଲା ନିମାପଡା ଥାନା ପୋଲିସ ପକ୍ଷରୁ ୧୧ ଗ୍ରାମର ବ୍ରାଉନସୁଗାର ଜବତ କରାଯାଇଛି। ପ୍ରାପ୍ତ ସୂଚନା ଅନୁଯାୟୀ ସ୍ଥାନୀୟ ଧନୁଆଁ ବ୍ରିଜ଼ ନିକଟରେ ପୋଲିସ ଚଢ଼ାଉ କରିବା ସହ ପାଞ୍ଚ ଜଣ ନିଶା ବେପାରୀଙ୍କୁ ଗିରଫ କରିଛି। ଏଥିସହିତ ସେମାନଙ୍କ ନିକଟରୁ ପାଖାପାଖି ୧୧ ଗ୍ରାମର…

ପୁରୀରେ କୋଭିଡ କିଓସ୍କୋ କେନ୍ଦ୍ର ଉଦଘାଟିତ

ପୁରୀ: କରୋନା ସଂପର୍କିତ ସଚେତନତା ସୃଷ୍ଟି ଓ କରୋନା ପ୍ରତିରୋଧକ ସାମଗ୍ରୀ ବିକ୍ରୟ ନିମନ୍ତେ କୋଭିଡ କିଓସ୍କୋ କେନ୍ଦ୍ର ଉଦଘାଟିତ ହୋଇଛି। ଆଚାର୍ଯ୍ୟ ହରିହର ଛକ ନିକଟରେ ଏହାକୁ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜ୍ୟୋତିର୍ମୟ ଦଳାଇ ଉଦଘାଟିତ କରିଛନ୍ତି । ଜିଲ୍ଲାପ୍ରଶାସନ ସହାୟତାରେ ଓରମାସ…

ପୁରୀରୁ ୧୪ ଗ୍ରାମର ବ୍ରାଉନ ସୁଗାର ଜବତ

ପୁରୀ: ପୁରୀରେ ପୋଲିସର ଅପରେସନ ବ୍ରାଉନ ସୁଗାର ଅଭିଯାନ ଜାରି ରହିଛି। ଏହି ଅବସରରେ ପ୍ରାୟ ୧୪ ଗ୍ରାମର ବ୍ରାଉନ ସୁଗାର ଜବତ କରାଯାଇଛି। ଏଥିସହିତ ପିପିଲି ପୋଲିସ ୭ ଜଣ ନିଶା ବେପାରୀଙ୍କୁ ଗିରଫ କରିଛି। ସୂଚନା ଅନୁଯାୟୀ ଗିରଫ ବ୍ୟକ୍ତି ମାନେ ହେଲେ ସେହି ଥାନା ଅଧିନସ୍ତ ଭବାନୀପୁର…

ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ଅନୁଷ୍ଠିତ

ପୁରୀ: ଶ୍ରୀମନ୍ଦିରରେ ଆଜି ବଡ଼ଠାକୁରଙ୍କ ହରିହର ବେଶ ଅନୁଷ୍ଠିତ ହୋଇଯାଇଛି। ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜିତ କରାଯାଇଥିଲା। ବଡ଼ଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଉ ଥିବାବେଳେ ଏହି ବେଶରେ ହରି (ବିଷ୍ଣୁ) ଓ ହର (ଶିବ)ଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହୋଇଥାଏ।…

ପୁରୀରୁ ୧୦.୫ ଗ୍ରାମର ବ୍ରାଉନ ସୁଗାର ଜବତ

ପୁରୀ: ବ୍ରାଉନ ସୁଗାର ଜବତ କରିବାରେ ପୁରୀ ଜିଲ୍ଲା କାକଟପୁର ଥାନା ପୋଲିସକୁ ସଫଳତା ମିଳିଛି। ସୂଚନା ଅନୁଯାୟୀ ଓଳଙ୍ଗରା ଗାଁରୁ ଆସୁଥିବା ଏକ ବାଇକକୁ ଯାଞ୍ଚ ବେଳେ ୧୦.୫ ଗ୍ରାମ ଓଜନର ବ୍ରାଉନସୁଗାର ଜବତ କରାଯାଇଛି। ଆହୁରି ମଧ୍ୟ ଏହି ଘଟଣାରେ ଓଳଙ୍ଗରା ଗାଁର ବେପାରୀ ପ୍ରଶାନ୍ତ ସ୍ୱାଇଁ…

ଗୁନ ସିଂହାରୀ ହତ୍ୟା ମାମଲା: ପୁରୀର କୁଖ୍ୟାତ ଅପରାଧୀ ମାଧବ ଖୁଣ୍ଟିଆ ଗିରଫ

ପୁରୀ: ଆଠ ବର୍ଷ ପୂର୍ବେ ପୁରୀରେ ଘଟିଥିବା ବହୁଚର୍ଚ୍ଚିତ ଗୁନ ସିଂହାରୀ ହତ୍ୟା ମାମଲାରେ ଜଣାଶୁଣା ଅପରାଧୀ ମାଧବ ଖୁଣ୍ଟିଆ ଗିରଫ । ତାଙ୍କୁ ଗିରଫ କରିଛି ପୁରୀ ଟାଉନ ଥାନା ପୋଲିସ । ୨୦୧୨ ମସିହା ଅଗଷ୍ଟ ୨୨ ତାରିଖରେ ଶ୍ରୀମନ୍ଦିର ସେବାୟତ ଗୁନଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା । ପୂର୍ବରୁ…

ରୁପାରେ ଝଲସିବ ଶ୍ରୀମନ୍ଦିରର ୮ଟି ଦ୍ୱାର, ଡିଜାଇନ ଅନୁଧ୍ୟାନ କଲେ ଟିମ୍

ପୁରୀ: ରୁପାରେ ଝଲସିବ ଶ୍ରୀମନ୍ଦିରର ୮ଟି ଦ୍ୱାର । ତେବେ କେଉଁ ଡିଜାଇନରେ ତିଆରି ହେବ କବାଟ ସେ ନେଇ ଚୂଡାନ୍ତ ନିଷ୍ପତ୍ତି ହୋଇନାହିଁ । ଆଜି ଶ୍ରୀମନ୍ଦିରର ସ୍ୱତନ୍ତ୍ର କମିଟିର ୧୦ ଜଣିଆ ଟିମ୍ ଶିଳ୍ପୀ ଗ୍ରାମ ରଘୁରାଜପୁର ଯାଇ ବିଭିନ୍ନ ଡିଜାଇନ୍ ଅନୁଧ୍ୟାନ କରିଛନ୍ତି । ବିଭିନ୍ନ ଚିତ୍ରକଳା…

ଧରାପଡିଲା ବାପା, ପୁଅ ଫେରାର, ୪ ଚୋରା ବାଇକ ଜବତ

ପୁରୀ: ପର୍ଦ୍ଦାଫାଶ ହେଲା ବାପା ପୁଅଙ୍କ କାରନାମା । ଧରାପଡିଲା ବାପା, ପୁଅ ଫେରାର । ପୁରୀ ଗୋପ ଥାନା ପୋଲିସ ଚୋରା ବାଇକ୍ କିଣାବିକା ମାମଲାରେ ଚେଙ୍ଗଇଲ ଗାଁର ନିରଞ୍ଜନ ମଲିକଙ୍କୁ ଗିରଫ କରିଛି । ଏଥିସହ ଏହି ମାମଲାରେ ସମ୍ପୃକ୍ତ ଅଉ ଜଣେ ଅଭିଯୁକ୍ତ ସୁକାନ୍ତ କୁମାର ମଲିକଙ୍କୁ ପୋଲିସ…

ରୁପାରେ ସଜେଇ ହେବ ଶ୍ରୀମନ୍ଦିର ଦ୍ୱାର, ଆଜି ଚୂଡାନ୍ତ ନିଷ୍ପତ୍ତି

ପୁରୀ: ରୁପାରେ ଝଲସିବ ଶ୍ରୀମନ୍ଦିରର ୮ଟି ଦ୍ୱାର । ତେବେ କିଭଳି ରହିବ ସବୁ ଦ୍ୱାରର ଡିଜାଇନ୍ । ଏନେଇ ଆଜି ଚୂଡାନ୍ତ ନିଷ୍ପତ୍ତି ହେବ । ଏନେଇ ନୀଳାଦ୍ରି ଭକ୍ତ ନିବାସରେ ଆଜି ଦ୍ୱିତୀୟ ବୈଠକ ବସିବ । ଉତ୍କଳୀୟ କଳାଶୈଳୀ ଆଧାରରେ ହେବ ଶ୍ରୀମନ୍ଦିରର ଦ୍ୱାର ନିର୍ମାଣ କାର୍ଯ୍ୟ। ପ୍ରଥମେ…

ପୁଣି ପୁରୀରେ ସକ୍ରିୟ ସେକ୍ସ ରାକେଟ୍ !

ପୁରୀ: ଓଡିଶାରେ କୋହଳ ହୋଇଛି କରୋନା କଟକଣା । ଏହି ମଉକାର ଫାଇଦା ଉଠାଇ ପୁଣିଥରେ ପୁରୀର ସକ୍ରିୟ ହୋଇଉଠିଛି ସେକ୍ସ ରାକେଟ୍ । ଆଜି ସକାଳୁ ପୁରୀର ବଳିଆପଣ୍ଡା ଥାନା ଅନ୍ତର୍ଗତ ହୋଟେଲ ସି ଭ୍ୟୁ ଇନ୍‌ରୁ ଏକ ସେକ୍ସ ରାକେଟକୁ ପୋଲିସ ଠାବ କରିଛି । ସେକ୍ସ ରାକେଟ୍‌ରେ ସାମିଲ ଥିବା ୫ଜଣ ଯୁବତୀ…