Latest Odisha News
Browsing Tag

puri

ଶ୍ରୀମନ୍ଦିର ବାଇଶି ପାହାଚର ସ୍ଥିିତି ଅନୁଧ୍ୟାନ କଲା ASI ଟିମ୍‌

ପୁରୀ: ଶ୍ରୀମନ୍ଦିର ବାଇଶି ପାହାଚର ମରାମତି ହେବ । ଏଥିପାଇଁ ଆଜି ପ୍ରତ୍ନତତ୍ତ୍ୱ ବିଭାଗ ତଥା ଏଏସ୍‌ଆଇର ୫ ଜଣିଆ ଟିମ୍ ଶ୍ରୀମନ୍ଦିର ଯାଇ ବାଇଶି ପାହାଚର ଅବସ୍ଥା ଓ ସ୍ଥିତି ଅନୁଧ୍ୟାନ କରିଛି । ଏଥିସହ ମହାଲକ୍ଷ୍ମୀ ମନ୍ଦିର ଭିତରର ମଧ୍ୟ ସ୍ଥିତି ଅନୁଧ୍ୟାନ କରିଛନ୍ତି ଏଏସ୍‌ଆଇ ଟିମ୍ ।…

ଡିସେମ୍ବର ପହିଲାରୁ ଇକୋ ରିଟ୍ରିଟ୍ ଫେଷ୍ଟିଭାଲ

ପୁରୀ: ଚଳିତ ବର୍ଷ ଡିସେମ୍ବର ପହିଲାରୁ ପୁଣି ଥରେ ରାମଚଣ୍ଡୀ କୁଶଭଦ୍ରା ମୁହାଣରେ ନିକଟରେ ଆରମ୍ଭ ହେବ ଇକୋ ରିଟ୍ରିଟ୍ ଫେଷ୍ଟିଭାଲ । କରୋନା କଟକଣା ସତ୍ତ୍ୱେ ଦ୍ୱିତୀୟ ଇକୋ ରିଟ୍ରିଟ୍ ଫେଷ୍ଟିଭାଲ ଆରମ୍ଭ ହେବ । ଡିସେମ୍ବର ପହିଲାରୁ ୩ ମାସ ବ୍ୟାପୀ ହେବାକୁ ହେବାକୁ ଥିବା ଏହି ଫେଷ୍ଟିଭାଲ…

ଘୁଞ୍ଚିଲା ବ୍ୟାରିକେଡ; ସିଂହଦ୍ୱାର ସମ୍ମୁଖରୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ଭକ୍ତ

ପୁରୀ: ଶ୍ରଦ୍ଧାଳୁଙ୍କ ପାଇଁ ଖୁସି ଖବର। ଦୀର୍ଘ ଦିନ ଧରି ଅପେକ୍ଷା କରିଥିବା ଭକ୍ତଙ୍କ ପାଇଁ ଆଶ୍ୱସ୍ତିକର ଖବର । କାର୍ତ୍ତିକ ମାସରେ ହବିଷ୍ୟାଳିଙ୍କ ଦର୍ଶନ ପାଇଁ ମନ୍ଦିର ଚାରିପାଖର ବ୍ୟାରିକେଡ଼କୁ ପ୍ରାୟ ୨୦ ଫୁଟକୁ ଘୁଞ୍ଚାଇ ଦିଆଯାଇଛି । ଶ୍ରୀମନ୍ଦିର ପ୍ରଶାସନ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ…

ଆସନ୍ତାବର୍ଷ ବି ହେବ ଶ୍ରୀଜିଉଙ୍କ ନାଗାର୍ଜୁନ ବେଶ !

ପୁରୀ: ଆସନ୍ତାବର୍ଷ ମଧ୍ୟ ହୋଇପାରେ ଶ୍ରୀଜିଉଙ୍କ ନାଗାର୍ଜୁନ ବେଶ । ଏନେଇ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ସୂଚନା ଦେଇଛନ୍ତି । ସୂଚନା ଅନୁଯାୟୀ ୨୦୨୧ ରେ ମଧ୍ୟ ପଞ୍ଚୁକ ଛଅ ଦିନ ପଡୁଥିବାରୁ ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଦେଖିବାକୁ ମିଳିବ ।  ହେଲେ ଆସନ୍ତାବର୍ଷ ଏହି ବେଶ କେଉଁ ଦିନ…

ଭିକାରୀ ମୁକ୍ତ ହେବ ଶ୍ରୀକ୍ଷେତ୍ର, ଦ୍ୱିତୀୟ ପର୍ଯ୍ୟାୟ ଅଭିଯାନ ଆରମ୍ଭ

ପୁରୀ: ଭିକାରୀ ମୁକ୍ତ ହେବ ଶ୍ରୀକ୍ଷେତ୍ର । ଏଥିପାଇଁ ଆଜିଠାରୁ ପୁରୀ ସହରରେ ଦ୍ୱିତୀୟ ପର୍ଯ୍ୟାୟ ଭକାରୀ ମୁକ୍ତ ଅଭିଯାନ ଆରମ୍ଭ ହୋଇଛି । ବାହାରେ ବୁଲୁଥିବା ମସ୍ତିଷ୍କ ବିକୃତି ଲୋକଙ୍କୁ ମଧ୍ୟ ଉଦ୍ଧାର କରାଯାଉଛି । ଏମାନଙ୍କୁ ଉଦ୍ଧାର କରି ଉପଯୁକ୍ତ ସ୍ଥାନରେ ରଖାଯିବ । ସେମାନଙ୍କୁ…

ଜୁଆ ଅଡ୍ଡା ଉପରେ ଚଢ଼ାଉ, ୧୫ ଜୁଆଡି ଗିରଫ

ପୁରୀ: ଧରାପଡିଲେ ୧୫ ଜୁଆଡି । ବେଆଇନ ଭାବେ ଜୁଆ ଖେଳିବା ଅଭିଯୋଗରେ ପୁରୀ ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୧୫ ଜୁଆଡିଙ୍କୁ ଗିରଫ କରିଛି । ପାଟଣା ଗ୍ରାମରେ ଜୁଆ ଖେଳ ଚାଲିଥିବା ଖବର ପାଇ ସଦର ଥାନା ପୋଲିସ ସେଠାରେ ଚଢ଼ାଉ କରି ସେଠାରୁ ୧୦ ଜଣଙ୍କୁ ଗିରଫ କରିଛି । ସେମାନଙ୍କ ନିକଟରୁ…

‘ମୋ ଧାମ ମୋ ଗର୍ବ’ ଅଭିଯାନର ଲୋଗୋ ଓ ଟ୍ୟାଗଲାଇନ ଉନ୍ମୋଚିତ

ପୁରୀ: ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ସହରର ସ୍ୱଚ୍ଛତା ପାଇଁ ଆରମ୍ଭ କରାଯାଇଥିବା "ମୋ ଧାମ ମୋ ଗର୍ବ" ଅଭିଯାନର ଲୋଗୋ ଓ ଟ୍ୟାଗଲାଇନ ଉନ୍ମୋଚିତ ଜଗଦଗୁରୁ ଶଙ୍କରାଚାର୍ଯ୍ୟଙ୍କ ଦ୍ୱାରା ଉନ୍ମୋଚିତ ହୋଇଛି। ଲୋକାର୍ପଣ ଉତ୍ସବରେ ଜଗଦଗୁରୁ ଶଙ୍କରାଚାର୍ଯ୍ୟଙ୍କ ସହ ଜିଲ୍ଲାପାଳ ବଲୱନ୍ତ ସିଂ,…

ଆଜିଠୁ ଶ୍ରୀକ୍ଷେତ୍ରରେ ‘ମୋ ଧାମ ମୋ ଗର୍ବ’ ଅଭିଯାନ

ପୁରୀ: ଆଜିଠୁ ପୁରୀ ଆରମ୍ଭ ହୋଇଛି 'ମୋ ଧାମ ମୋ ଗର୍ବ' ଅଭିଯାନ । ଏହା ଏକ ସପ୍ତାହ ଧରି ଚାଲିବ । ଏହି ଅଭିଯାନ ଜରିଆରେ ରାସ୍ତାରେ ଗୋଟିଏ ବି ଅଳିଆ ପଡିବନି । କୁଆ ଡାକିବା ପୂର୍ବରୁ ପୁରୀ ସହର ସଭା ହୋଇଯାଇଥିବ । ଏଥିପାଇଁ ଏହି ଅଭିଯାନ ଆରମ୍ଭ ହୋଇଛି । ଜିଲ୍ଲାପାଳ ବଲୱନ୍ତ ସିଂହ ଏହି ସୂଚନା…

ପୁରୀ ଗସ୍ତରେ ସ୍ୱାତ୍ମାନନଦେନ୍ଦ୍ର ସରସ୍ୱତୀ ମହାରାଜ୍

ବିଶାଖାପାଟଣା: ଆନ୍ଧ୍ରପ୍ରଦେଶ ସ୍ଥିତ ବିଶାଖାପାଟଣାର ବିଶାଖାଶ୍ରୀ ଶାରଦା ପୀଠମର ଉତ୍ତରାଧିକାରୀ ସ୍ୱାତ୍ମାନନଦେନ୍ଦ୍ର ସରସ୍ୱତୀ ମହାରାଜ୍ ପୁରୀ ଗସ୍ତରେ ଆସିଛନ୍ତି। କୋଭିଡ-୧୯ କଟକଣା ସମୟରେ ମହାପ୍ରଭୁଙ୍କ ଦର୍ଶନ ଭକ୍ତଙ୍କ ପାଇଁ ବନ୍ଦ ରହିଥିବାରୁ ସେ ସିଂହଦ୍ୱାର ସମ୍ମୁଖ ବ୍ୟାରିକେଡ…

ବ୍ଲୁ ଫ୍ଲାଗ ବିଚ୍‌ରେ ପର୍ଯ୍ୟଟକ ଭାସିବା ଘଟଣା: ଯୁବକଙ୍କ ମୃତଦେହ ଉଦ୍ଧାର

ପୁରୀ: ପୁରୀ ବ୍ଲୁ ଫ୍ଲାଗ ବିଚରେ ଭାସି ନିଖୋଜ ଥିବା ପର୍ଯ୍ୟଟକଙ୍କ ମୃତଦେହ ଉଦ୍ଧାର ହୋଇଛି । ପିଙ୍କ ହାଉସ ପଛପଟ ବେଳାଭୂମିରୁ ମିଳିଛି ମୃତଦେହ । ମତ୍ସ୍ୟଜୀବୀମାନେ ଉଦ୍ଧାର କରିଛନ୍ତି । ମଙ୍ଗଳବାର ପୁରୀ ବ୍ଲୁ ଫ୍ଲାଗ ବିଚରେ ଗାଧୋଇବା ବେଳେ ଭାସି ଯାଇଥିଲେ ଝାଡଖଣ୍ଡର ଯୁକ୍ତ ୨ ଛାତ୍ର…