Latest Odisha News
Browsing Tag

puri

ରଥ ଉପରେ କାହିଁକି ଭାଙ୍ଗି ଦିଆଯାଏ ମହାପ୍ରଭୁଙ୍କ ଅଧରପଣା ହାଣ୍ଡି !

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଲୀଳା ରହସ୍ୟ ଭେଦ କରିବା ଛାର ମନୁଷ୍ୟ ପକ୍ଷେ ସମ୍ଭବ ନୁହେଁ । ବାର ମାସରେ ତେର ପର୍ବ ଅନୁଷ୍ଠିତ ହେଉଥିବା ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କ ନୀତିକାନ୍ତି ମଧ୍ୟ ବିରଳ । ଏହିପରି ନୀତିକାନ୍ତି ଅନ୍ୟ କେଉଁ ଦେବାଦେବୀଙ୍କ ମନ୍ଦିରରେ ସାଧାରଣତଃ ଦୃଶ୍ୟମାନ…

ଆରମ୍ଭ ହେଲା ମହାପ୍ରଭୁଙ୍କ ସୁନାବେଶ; ରଥକୁ ଆସିଲା ମହଣ ମହଣ ସ୍ୱର୍ଣ୍ଣାଳଙ୍କାର

ପୁରୀ: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ମହୋତ୍ସବରେ ସୁନାବେଶରେ ଦର୍ଶନ ଦେବେ ତିନି ଠାକୁର । ରଥ ଉପରେ ମହଣ ମହଣ ସୁନା ପିନ୍ଧିବେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ସମେତ ବଡ଼ଠାକୁର ଶ୍ରୀ ବଳଭଦ୍ର ଓ ଦେବୀ ସୁଭଦ୍ରା । ପୁରୀ ଶ୍ରୀମନ୍ଦିରରେ ଥିବା ଏହି ସ୍ୱର୍ଣ୍ଣାଳଙ୍କାରଗୁଡ଼ିକୁ କଡ଼ା ସୁରକ୍ଷା ବ୍ୟବସ୍ଥା…

କେବେ ଓ କାହିଁକି ମହାପ୍ରଭୁ ସୁନାବେଶରେ ଦିଅନ୍ତି ଦର୍ଶନ !

ପୁରୀ: ପରମାତ୍ମା ସେ ପରମବ୍ରହ୍ମ ସେ, ସେ ଅନାଦି ସେ ଅନ୍ତ । ଶ୍ରୀଜଗନ୍ନାଥ ହିଁ ଆରମ୍ଭ ସେହି ଶେଷ । ସେ କୃପାମୟ ସେ ଲୀଳାମୟ ମହାପ୍ରଭୁ ଅନ୍ତର୍ଯ୍ୟାମୀ । ଜୀବର ପରମ ଗତିର ଅନ୍ତିମସ୍ଥଳୀ ସେହି ପରମାତ୍ମା ଦାରୁବ୍ରହ୍ମ ରୂପୀ ଶ୍ରୀଜଗନ୍ନାଥ । ଜୀବାତ୍ମାର ପରମ ଉଦ୍ଦେଶ୍ୟ ପରମାତ୍ମାରେ ଲୀନ ହେବା…

କର୍ଫ୍ୟୁ ଭିତରେ ବାହୁଡିଲେ ମହାପ୍ରଭୁ, ସିଂହଦ୍ୱାର ସମ୍ମୁଖରେ ୩ ରଥ

ପୁରୀ: କର୍ଫୁ ଭିତରେ ବାହୁଡିଲେ ମହାପ୍ରଭୁ । ବିନା ଭକ୍ତରେ ସରିଲା ବାହୁଡା ଯାତ୍ରା । ଜନ୍ମବେଦୀରୁ ପୁଣି ରତ୍ନବେଦୀକୁ ଫେରିବେ ତିନି ଠାକୁର । ସିଂହଦ୍ୱାର ସମ୍ମୁଖରେ ୩ ରଥ । ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ, ଦେବୀ ସୁଭଦ୍ରାଙ୍କର ଦର୍ପଦଳନ ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ପହଂଚିବା…

କ୍ୟାମେରା ଲେନ୍ସରେ ମହାପ୍ରଭୁଙ୍କ ‘ବାହୁଡ଼ା ଯାତ୍ରା’…

ପୁରୀ: ଭାଇ ଭଉଣୀଙ୍କୁ ନେଇ ରତ୍ନବେଦୀରୁ ଜନ୍ମବେଦୀ ବୁଲିଯାଇଥିଲେ ମହାପ୍ରଭୁ ଶ୍ରୀଜଗନ୍ନାଥ । ଶରଧାବାଲିରେ ଥିବା ଶ୍ରୀଗୁଣ୍ଡିଚା ମନ୍ଦିର ଜନ୍ମବେଦୀରୁ ଆଜି ଶ୍ରୀମନ୍ଦିରକୁ ବାହୁଡ଼ା ଯାତ୍ରାରେ ବାହୁଡ଼ିଛନ୍ତି । ଅଧିକ ପଢନ୍ତୁ: ମାଉସୀ ମା’ ଅଟକାଇଲେ ରଥ; ମହାପ୍ରଭୁ ଖାଇଲେ ପୋଡ଼ପିଠା…

ମାଉସୀ ମା’ ଅଟକାଇଲେ ରଥ; ମହାପ୍ରଭୁ ଖାଇଲେ ପୋଡ଼ପିଠା

ପୁରୀ: ଶ୍ରୀକ୍ଷେତ୍ରର ଶ୍ରୀଗୁଣ୍ଡିଚାରୁ ଶ୍ରୀମନ୍ଦିର ଯାଏଁ ରଥାରୂଢ ଶ୍ରୀଜଗନ୍ନାଥ ମହାପ୍ରଭୁ କରିଚାଲିଛନ୍ତି ତାଙ୍କର ଅପୂର୍ବ ମାନବୀୟ ଲୀଳା । ପବିତ୍ର ରଥଯାତ୍ରା ଉତ୍ସବରେ ଆଜି ହେଉଛି ବାହୁଡ଼ା ଯାତ୍ରା ଉତ୍ସବ । ଶ୍ରୀଜୀଉମାନେ ଆଜି ଶ୍ରୀଗୁଣ୍ଡିଚା ମନ୍ଦିରର ଜନ୍ମବେଦୀ ଛାଡ଼ି ବାହୁଡୁଛନ୍ତି…

ବାହୁଡ଼ା ଯାତ୍ରା: ଶ୍ରୀମନ୍ଦିର ଅଭିମୁଖେ ତିନିରଥ…

ପୁରୀ: ଶ୍ରୀମନ୍ଦିରକୁ ବାହୁଡୁଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ । ବଡ଼ଠାକୁର ଶ୍ରୀବଳଭଦ୍ର ଓ ସୁନା ଭଉଣୀ ଦେବୀ ସୁଭଦ୍ରାଙ୍କ ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥ ଆଜି ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିର ଅଭିମୁଖେ ଯାତ୍ରା କରିଛନ୍ତି । ତିନୋଟି ରଥ ନନ୍ଦିଘୋଷ, ତାଳଧ୍ୱଜ ଏବଂ ଦେବୀ ଦଳନ ରଥ ବଡ଼ଦାଣ୍ଡ…

ଶ୍ରୀଜିଉଙ୍କ ପହଣ୍ଡି ଆରମ୍ଭ

ପୁରୀ: ଶ୍ରୀକ୍ଷେତ୍ରରେ ଆମ୍ଭ ହୋଇଛି ମହାପ୍ରଭୁଙ୍କ ପହଣ୍ଡି । ଗୋଟି ପହଣ୍ଡିରେ ଆସି ରଥାରୁଢ଼ ହୋଇଛନ୍ତି ଶ୍ରୀସୁଦର୍ଶନ । ଏହାପରେ ପ୍ରଭୁ ଶ୍ରୀବଳଭଦ୍ରଙ୍କ ପହଣ୍ଡି ଚାଲିଛି । ଏହାପରେ ଦେବୀ ସୁଭଦ୍ରା ଓ ଶେଷରେ ଗୋଟି ପହଣ୍ଡିରେ ଆସି ରଥାରୁଢ଼ ହେବେ ଜଗତର ନାଥ ଶ୍ରୀଜଗନ୍ନାଥ । ସକାଳ ୮ଟାରୁ…

ସରିଲା ଜନ୍ମବେଦୀ ଲୀଳାଖେଳା, ବଡ଼ଦେଉଳକୁ ବାହୁଡ଼ିବେ ମହାପ୍ରଭୁ

ପୁରୀ: ସରିଲା ଜନ୍ମବେଦୀ ଲୀଳାଖେଳା । ଶ୍ରୀଗୁଣ୍ଡିଚା ମନ୍ଦିରରେ ଆଜି ସରୁଛି ଶ୍ରୀଜିଉଙ୍କର ନବ ଦିନାତ୍ମକ ଯାତ୍ରା । ଆଜି ବାହୁଡ଼ା ଯାତ୍ରାରେ ବଡ଼ ଦେଉଳକୁ ବାହୁଡ଼ିବେ ବଡ଼ ଠାକୁର । ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ରଥ ଚଢ଼ି ନୀଳକନ୍ଦର ଫେରିବେ ନୀଳମଣି । ବାହୁଡ଼ା ଯାତ୍ରା ପାଇଁ…

ବିନା ଭକ୍ତରେ ବାହୁଡ଼ିବେ ଶ୍ରୀଜଗନ୍ନାଥ; ସଟଡ଼ାଉନରେ ପ୍ରଶାସନର ଜୋରଦାର ପ୍ରସ୍ତୁତି

ପୁରୀ: ଯାତ୍ରା ସାରି ବାହୁଡ଼ିବେ ଶ୍ରୀଜଗନ୍ନାଥ । ବିନା ଭକ୍ତରେ ରଥ ଟଣାଯିବ । ଏଥିପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।  ଶୃଙ୍ଖଳା ରକ୍ଷା ପାଇଁ ଆଜି ରାତି ୧୦ଟାରୁ ୨ତାରିଖ ରାତି ୧୦ଟା ପର୍ଯ୍ୟନ୍ତ ପୂରା ସଟଡାଉନ୍ ରହିବ ପୁରୀ । ସେହିପରି ବାହୁଡା଼ ଯାତ୍ରା ଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ…