Latest Odisha News

BREAKING NEWS

Browsing Tag

puri

ଜୋର୍‌ଦାର୍ ଚାଲିଛି ତିନିରଥ ରଙ୍ଗ, ସିଲେଇ କାମ; ଲାଗିବ ଓଲଟ ଶୁଆ, କଳସ

ପୁରୀ: ଜୁନ୍ ୨୩ରେ ପୁରୀରେ ଅନୁଷ୍ଠିତ ହେବ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ, ଜଗତର ନାଥ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ଏବଂ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥର ନିର୍ମାଣ କାର୍ଯ୍ୟ ଏକପ୍ରକାର ଚୂଡ଼ାନ୍ତ ପର୍ଯ୍ୟାୟରେ । ଶ୍ରୀକ୍ଷେତ୍ରର…

ଜାଣନ୍ତୁ, ମହାପ୍ରଭୁଙ୍କ ରୋଷଘରର ଆଶ୍ଚର୍ଯ୍ୟଜନକ କଥା !

(ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ କୁମାର ଭୀମସେନଙ୍କ ନିୟମିତ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ) ମହାପ୍ରଭୁ ଜଗତର ନାଥ ଜଗନ୍ନାଥଙ୍କର ଏ କ୍ଷେତ୍ର ହେଉଚି ଭୋଜନ କ୍ଷେତ୍ର । ଯେତେ ଦେଉଥିବୁ ସେତେ ଖାଉଥିବି ନ ସୁଖିବ ମୋର ହାତ, ଲୋକେ କହୁଥିବେ ଖାଇବା ଠାକୁର ନୀଳାଚଳେ…

ଚୂଡ଼ାନ୍ତ ପର୍ଯ୍ୟାୟରେ ରଥ ନିର୍ମାଣ, ଆରମ୍ଭ ହେଲା ତିନିରଥର କନା କାର୍ଯ୍ୟ

ପୁରୀ: ଆଉ ଦିନ କେଇଟା ପରେ ପୁରୀର ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ । ରଥଖଳାରେ ପ୍ରାୟ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ତିନିରଥର ନିର୍ମାଣ କାର୍ଯ୍ୟ । ଲକ୍‌ଡାଉନର ସମସ୍ତ ନିୟମକୁ ମାନି କାରିଗର ସେବକମାନେ ରଥ ନିର୍ମାଣ ଶେଷ କରିବାକୁ ଯାଉଛନ୍ତି । ମିଳିଥିବା ସୂଚନାନୁଯାୟୀ,…

ଶ୍ରୀମନ୍ଦିର ସେବାୟତଙ୍କୁ ମିଳିବ ମାସ୍କ ଓ ୫ହଜାର ଟଙ୍କା

ପୁରୀ: ଶ୍ରୀମନ୍ଦିର ସେବାୟତମାନଙ୍କୁ ମିଳିବ ମାସ୍କ । ସେହିପରି ଦ୍ୱିତୀୟ କିସ୍ତି ବାବଦରେ ବି ୫ ହଜାର ଟଙ୍କା ଲେଖାଏଁ ମିଳିବ । ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ସୂଚନା ଦେଇଛନ୍ତି । ସେ କହିଛନ୍ତି, ସେବାୟତଙ୍କ ସୁରକ୍ଷା ହେଉଛି ପ୍ରଶାସନର ଦାୟିତ୍ୱ । ସେବାୟତଙ୍କୁ ୫…

ଶ୍ରୀମନ୍ଦିର ପରମ୍ପରାରେ ମହାଦୀପ: ନୀଳଚକ୍ରରେ ମହାଦୀପ ଦର୍ଶନ

(ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ କୁମାର ଭୀମସେନଙ୍କ ନିୟମିତ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ) ଭାରତୀୟ ସଂସ୍କୃତି ତଥା ପରମ୍ପରାରେ ନିଜର ତଥା ନିଜ ପରିବାରବର୍ଗଙ୍କର ମଙ୍ଗଳ କାମନା କରି ପ୍ରଭୁଙ୍କ ପାଖରେ ଦୀପ ଦାନ କରାଯିବାର ବିଧି ଅତି ଜନପ୍ରିୟ ଓ ଲୋକପ୍ରଚଳିତ । କିନ୍ତୁ,…

ଭଗବାନ ଚୈତନ୍ୟ ଓ କୃଷ୍ଣଭକ୍ତି: ନାମରସରେ ନାଚି ଉଠିଲେ ହିଂସ୍ର ଜୀବଜନ୍ତୁ !

ଭଗବାନଙ୍କର ପବିତ୍ର ନାମ ସମସ୍ତ ଜୀବଜଗତକୁ ଆକର୍ଷିତ କରିଥାଏ । ନାମ ହି କେବଳମ୍ । ନାମ ଅମୃତ । କଳିଯୁଗରେ ନାମର ମାହାତ୍ମ୍ୟକୁକୁ ଅଧିକ ଗୁରୁତ୍ୱ ଦିଆଯାଇଛି । ଭଗବାନଙ୍କ ନାମରେ ହିଁ ରହିଛି ଅମାପ ଶକ୍ତି, ଅନବରତ ନାମଜପରୁ ସୃଷ୍ଟି ହୋଇଥାଏ ଛାଏଁ ଭକ୍ତି । ଏକଦା ପ୍ରଭୁ ଚୈତନ୍ୟ…

ତିନିରଥରେ ରୂପକାର ସେବକଙ୍କ ରାହୁଚାପ, ଚାନ୍ଦିଲତା ଖୋଦେଇ; ରଙ୍ଗୀନ୍ ହେଉଛି ନାଟଗୋଜ

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ଶ୍ରୀବଳଭଦ୍ର ଓ ସୁନାଭଉଣୀ ଦେବୀ ସୁଭଦ୍ରାଙ୍କ ସହ ଅଣସର ବେଦୀରେ ଅଣସର ନୀତିରେ ରହିଛନ୍ତି । ଆଗକୁ ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ବୁଲିଯିବେ ତିନି ଭାଇଭଉଣୀ । ଏହାକୁ ଦୃଷ୍ଟିରେ ରଖି ରଥଖଳାରେ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ରଥ ନିର୍ମାଣ । କରୋନା…

କରୋନା ସହ ଲଢେଇ: ସେବାୟତଙ୍କ ଲାଗି ହୋମିଓପ୍ୟାଥି

ପୁରୀ: ଶ୍ରୀକ୍ଷେତ୍ରରେ ସ୍ନାନଯାତ୍ରା ସଫଳତାର ସହିତ ସମାପନ ହେବାପରେ ଏବେ ଶ୍ରୀଜୀଉମାନଙ୍କର ଅଣସର ପିଣ୍ଡିରେ ଚାଲିଛି ଅଣସର ନୀତି । କରୋନା ମହାମାରୀ ସଂକ୍ରମଣ ରୋକିବା ଲାଗି ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପମାନ ଗ୍ରହଣ କରାଯାଇଛି । ଆଗରେ ରହିଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା ।…

ସ୍ନାନଯାତ୍ରାରେ ସେବାୟତ ମାସ୍କ ନପିନ୍ଧିବା ନେଇ ହାଇକୋର୍ଟରେ ମାମଲା

କଟକ: ସ୍ନାନଯାତ୍ରାରେ ସେବାୟତ ମାସ୍କ ନପିନ୍ଧିବା ନେଇ ହାଇକୋର୍ଟରେ ମାମଲା ହୋଇଛି । ଆଇନଜୀବୀ ଦିଲ୍ଲୀପ ରାୟ ଏନେଇ ଏକ ହାଇକୋର୍ଟରେ ଏକ ମାମଲା ରୁଜୁ କରିଛନ୍ତି । ମୁଖ୍ୟଶାସନ ସଚିବ, ମନ୍ଦିର ପ୍ରଶାସନଙ୍କ ସମେତ ୪ ଜଣଙ୍କୁ ମାମଲାରେ ପକ୍ଷଭୁକ୍ତ କରାଯାଇଛି । ସ୍ନାନଯାତ୍ରା ବେଳ କୌଣସି…

ଯୁଗେ ଯୁଗେ ମହାପ୍ରଭୁ ଓ ଶ୍ରୀମନ୍ଦିର…

(ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ କୁମାର ଭୀମସେନଙ୍କ ନିୟମିତ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ) ବିଶାଳ ଜଗତର ସୃଷ୍ଟିକର୍ତ୍ତା ପରମେଶ୍ୱର ଶ୍ରୀଜଗନ୍ନାଥ ଦାରୁବିଗ୍ରହ ଧାରଣ କରି ଜୀବଗଣଙ୍କର ପରମକଲ୍ୟାଣ ସାଧନ ନିମନ୍ତେ ପୁରୁଷୋତ୍ତମ କ୍ଷେତ୍ରରେ ନିତ୍ୟ ବିଦ୍ୟମାନ । ସେ ହିଁ…