Latest Odisha News

BREAKING NEWS

Browsing Tag

puri

ସ୍ନାନଯାତ୍ରା ଲାଗି ପ୍ରସ୍ତୁତି: ‘ଶୁଦ୍ଧସୁଆର ନିଯୋଗ’ର ପୁରୀରେ ପ୍ରେସମିଟ୍

ପୁରୀ: ଆସନ୍ତା ଜୁନ୍ ୫ ତାରିଖରେ ପବିତ୍ର ସ୍ନାନଯାତ୍ରା ଅନୁଷ୍ଠିତ ହେବାକୁଥିବାବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆରମ୍ଭ ହୋଇଛି ବ୍ୟାପକ ପ୍ରସ୍ତୁତି। କୋଭିଡ୍ ୧୯ର ନିୟମାବଳୀ ଅନୁସାରେ ସ୍ନାନଯାତ୍ରାର ପ୍ରସ୍ତୁତିକୁ ଠିକ୍ ଭାବରେ ରୂପରେଖ ଶ୍ରୀମନ୍ଦିର ପ୍ରଶାସନ ଦେଉଥିବା ବେଳେ ଆଜି…

ଦେଖନ୍ତୁ ଭିଡ଼ିଓ: ଶୀତଳ ଷଷ୍ଠୀ ଅବସରରେ ଶ୍ରୀକ୍ଷେତ୍ର ପଞ୍ଚମହାଦେବଙ୍କ ‘ଗୁଆଲି ଉତ୍ସବ’

ପୁରୀ: ପୁରୀରେ ପଞ୍ଚମହାଦେବଙ୍କ ପାରମ୍ପରିକ ନୀତିରେ ପାଳିତ ହୋଇଯାଇଛି ‘ଶୀତଳ ଷଷ୍ଠୀ’, ଗୁଆଲି ଉତ୍ସବ । ଜ୍ୟେଷ୍ଠ କୃଷ୍ଣ ପଞ୍ଚମୀରେ ଶ୍ରୀକ୍ଷେତ୍ରର ପଞ୍ଚ ମହାଦେବ ସମେତ ସାହିମାନଙ୍କରେ ଥିବା ସମସ୍ତ ଶୈବ ପୀଠରେ ଶିବ ବିବାହ ଉତ୍ସବ ଅନୁଷ୍ଠିତ ହୋଇଥାଏ। ଏହାର ତତ୍ପର ଦିନ ଅର୍ଥାତ ଜ୍ୟେଷ୍ଠ…

ଶ୍ରୀକ୍ଷେତ୍ର ପଞ୍ଚମହାଦେବଙ୍କ ପାରମ୍ପରିକ ନୀତିରେ ପାଳିତ ହେଲା ‘ଶୀତଳ ଷଷ୍ଠୀ’, ଗୁଆଲି ଉତ୍ସବ

ପୁରୀ: ପୁରୀରେ ପଞ୍ଚମହାଦେବଙ୍କ ପାରମ୍ପରିକ ନୀତିରେ ପାଳିତ ହୋଇଯାଇଛି ‘ଶୀତଳ ଷଷ୍ଠୀ’, ଗୁଆଲି ଉତ୍ସବ । "ଐହେହି ଦେବେଶ ପିନାକପାଣେ ଶଶାଙ୍କ ମୌଳି ବୃଷାଭାଧିରୂଢ । ଦେବାଧିଦେବେଶ ମହେଶ ନିତ୍ୟଂ ଗୃହାଣ ପୂଜା ଭଗବନ୍ ନମସ୍ତେ ।।" ଜ୍ୟେଷ୍ଠ କୃଷ୍ଣ ପଞ୍ଚମୀରେ ଶ୍ରୀକ୍ଷେତ୍ରର ପଞ୍ଚ ମହାଦେବ…

ଦିଅଁକୁ ଜ୍ୱର !

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପୌରାଣିକ କାହାଣୀ ଓ କଥାବସ୍ତୁ: ଶ୍ରୀଜଗନ୍ନାଥ କଥାମୃତ ଆମେ ଜାଣିଛେ ସବୁବେଳେ ମଣିଷମାନଙ୍କୁ ହିଁ ଜର, ରୋଗ, ବ୍ୟାଧି ହୁଏ ବୋଲି, ହେଲେ ଦିଅଁଦେବତା ମାନେ ଯେ କେବେ ଜରରେ ପଡନ୍ତି ଏକଥା ଆମେ ଜାଣୁନା । ଲୋକେ କୁହନ୍ତି, ଦେବତାମାନଙ୍କର ଗୋଡ଼ ତଳେ ଲାଗେନା, ସେ କେବେ…

ଦ୍ରୁତଗତିରେ ଚାଲିଛି ରଥ ନିର୍ମାଣ; ଚୂଡ଼ାନ୍ତ ପର୍ଯ୍ୟାୟରେ ରୂପକାର ସେବକଙ୍କ ଖୋଦେଇ କାର୍ଯ୍ୟ

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ନିର୍ମାଣ କାର୍ଯ୍ୟ ଦ୍ରୁତଗତିରେ ଚାଲିଛି । ଗତକାଲି ପାସଦଣ୍ଡା ଦେହରେ କୁଡୁକା ଲାଗିହୋଇ  ମୁଁ ହାଟ ଲାଗିଛି ।  ମୁଁ ହାଟ ଉପରେ ଲାଗିଛି ଗୁଜ ଏବଂ ବକଯନ୍ତ୍ର (ପାଶ୍ୱର୍ ଦେବତାଙ୍କ ଆସ୍ଥାନ) ଲାଗିଛି, ସେଥିରେ ନିରାଡ଼ ଖଞ୍ଜା ବାକି…

ଶ୍ରୀକ୍ଷେତ୍ରରେ ଶିବ ବିବାହ ଶୀତଳ ଷଷ୍ଠୀ

ପୁରୀ: ଶିବ ବିବାହ ଶୀତଳ ଷଷ୍ଠୀ ଓଡ଼ିଶାର ପ୍ରମୁଖ ଗଣ ପର୍ବ। ଯଦିଓ ସମ୍ବଲପୁରରେ ଶୀତଳ ଷଷ୍ଠୀ ପ୍ରସିଦ୍ଧ, କିନ୍ତୁ ଶ୍ରୀକ୍ଷେତ୍ରର ଶୀତଳ ଷଷ୍ଠୀ ସ୍ଵତନ୍ତ୍ର ତଥା ଅନନ୍ୟ । ଶ୍ରୀକ୍ଷେତ୍ରର ଶୀତଳ ଷଷ୍ଠୀ କୁ ମୁଖ୍ୟତଃ ତିନୋଟି ପର୍ଯ୍ୟାୟରେ ବିଭକ୍ତ କରାଯାଇଛି । ୧ - କନ୍ୟା ଚୋରି ନୀତି, ୨ -…

ପୁରୀ ଶ୍ରୀମନ୍ଦିର ଚାରିପାଖରେ ଲାଗିଲା ୪ଟି ଷ୍ଟାଣ୍ଡିଂ ସାନିଟାଇଜର୍ ମେସିନ୍‌

ପୁରୀ: 'ରୋଟାରୀ କ୍ଲବ ଅଫ୍ ଶ୍ରୀଜଗନ୍ନାଥଧାମ' ତରଫରୁ ଆଜି ଶ୍ରୀଜଗନ୍ନାଥ ମନ୍ଦିର ଚାରି ଦ୍ବାରରେ ୪ ଗୋଟି ଷ୍ଟାଣ୍ଡିଙ୍ଗ ସାନିଟାଇଜର ଯନ୍ତ୍ର ଯୋଗାଇ ଦିଆଯାଇଛି। ମନ୍ଦିର ଭିତରକୁ ଯିବାବେଳେ ବିନା ସ୍ପର୍ଶ ରେ ହାତରେ ସାନିଟାଇଜର ଲଗାଇବାର ସୁବିଧା କରାଯାଇଅଛି। ଅଧିକ ପଢନ୍ତୁ: …

ସ୍ନାନଯାତ୍ରା: ୧୦ଟି ନିଯୋଗ କରିବେ ନୀତି, ଟେଷ୍ଟ୍ ଲାଗି ୭୫ ସେବକଙ୍କଠୁଁ ସ୍ୱାବ୍ ସଂଗ୍ରହ

ପୁରୀ: ମହାମାରୀ କରୋନା ଜିନିତ କଟକଣା ପାଇଁ ଚଳିତ ବର୍ଷ ମହାପ୍ରଭୁଙ୍କ ସ୍ନାନଯାତ୍ରା କମ ସଂଖ୍ୟକ ଦଇତାପତିଙ୍କ ସମେତ ଅନ୍ୟ ୧୦ ଟି ନିଯୋଗର କିଛି ନିର୍ଦ୍ଦିଷ୍ଟ ସେବକ ମାନେ ନୀତି ସମ୍ପନ୍ନ କରିବା ନିମନ୍ତେ ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତ୍ତି ନେଇଛି। ଅଧିକ ପଢନ୍ତୁ: ପୁଣି ଝଲସିବ…

ଲକ୍‌ଡାଉନ୍ ରେସିପି: ପୁରୀରୁ ସାଗରିକା ପାଢୀଙ୍କ ଛେନା ଇଡିଲି

ଭୁବନେଶ୍ୱର : www.odishabytes.com  ଓ www.odishasambad.in ପକ୍ଷରୁ ଏପ୍ରିଲ ମାସ ଶେଷ ସପ୍ତାହରୁ ଆରମ୍ଭ ହୋଇଥିଲା ଲକ୍‌ଡାଉନ ରେସିପି ପ୍ରତିଯୋଗିତା । ଏଥିରେ ବହୁ ସଂଖ୍ୟାରେ ଭାଗ ନେଇ ପ୍ରତିଯୋଗୀ ଆମକୁ ତାଙ୍କର ଇନୋଭେଟିଭ୍ ରେସିପି ପ୍ରସ୍ତୁତ କରି ଭିଡିଓ ପଠାଇଥିଲେ । ଏହାକୁ ଆମେ…

କରୋନା ମହାମାରୀ ଓ ଶ୍ରୀଜୀଉଙ୍କ ରଥଯାତ୍ରା…

ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ କୁମାର ଭୀମସେନଙ୍କ ନିୟମିତ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ ସମଗ୍ର ବିଶ୍ୱର ଧର୍ମୀୟ ମର୍ତ୍ତ୍ୟ ବୈକୁଣ୍ଠ ଶ୍ରୀକ୍ଷେତ୍ରରେ ଲାଗି ରହିଛି ବାର ମାସରେ ତେର ଯାତ୍ରା । ବର୍ଷ ତମାମ ବଡ ଦେଉଳ ଭିତରେ ଏବଂ ବାହାରେ ଲାଗି ରହିଥାଏ ଦ୍ୱାଦଶ ଲୀଳା,…