ଲକ୍ଡାଉନ୍ ପ୍ରଭାବ: ଶ୍ରଦ୍ଧାଳୁଙ୍କ ବିନା ଉପସ୍ଥିତିରେ ପାଳିତ ହେବ ଚନ୍ଦନ ଯାତ୍ରା !
ପୁରୀ: କରୋନା ମହାମାରୀ ସଂକ୍ରମଣ ରୋକିବା ଲାଗି ଏବେ ଓଡ଼ିଶା ସମେତ ସାରା ଭାରରେ ଚାଲିଛି ଲକ୍ଡ଼ାଉନ୍ । ଲକ୍ଡ଼ାଉନ୍ ପ୍ରଭାବରେ ପୁରୀରେ କିପରି ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଳିତ ହେବ ଏବେ ସେନେଇ ବିଭିନ୍ନ ମହଲରେ ଚିନ୍ତା ଉପୁଜିଛି । ରଥଯାତ୍ରାର ଅବ୍ୟବହିତ ପୂର୍ବରୁ ଅକ୍ଷୟ ତୃତୀୟାରେ…