ପୁରୀର ବିକାଶମୟ କାର୍ଯ୍ୟକୁ ପ୍ରଶଂସା କଲେ କେନ୍ଦ୍ର ମନ୍ତ୍ରୀ
ପୁରୀ: ବିଜେପିର ବରିଷ୍ଠ ନେତା ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ଦିନ ପୁରୀର ବିକାଶ କାର୍ଯ୍ୟ ଲାଗି ଓଡିଶା ସରକାରଙ୍କର ପ୍ରଶଂସା କରିଛନ୍ତି ।
“ପୁରୀକୁ ବିଶ୍ୱ ଐତିହ୍ୟରେ ପରିଣତ କରିବା ଲାଗି ରାଜ୍ୟ ସରକାରଙ୍କ ଦ୍ୱାରା କରାଯାଉଥିବା ବିକାଶମୂଳକ କାର୍ଯ୍ୟ ବାସ୍ତବରେ…