Latest Odisha News

BREAKING NEWS

Browsing Tag

puri

ଆଜି ନୀଳାଦ୍ରି ବିଜେ କରିବେ ଶ୍ରୀଜିଉ

ଭୁବନେଶ୍ୱର : ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଅଧରପଣା ନୀତି ଅନୁଷ୍ଠିତ ହୋଇଯାଇଥିବା ବେଳେ ସୋମବାର ଦିନ ନୀଳ କନ୍ଦରକୁ ବିଜେ କରୁଛନ୍ତି ତିନି ଠାକୁର । ପରମ୍ପରା ଅନୁଯାୟୀ ସୁନାବେଶ ଓ ଅଧରପଣା ଭୋଗର ଠିକ୍ ପରଦିନ ଶ୍ରୀଜିଉଙ୍କମାନେ ଗୋଟି ପହଣ୍ଡିରେ ବିଜେ କରି ରତ୍ନ ସିଂହାସନରେ…

ରଥ ଉପରେ ସମ୍ପନ୍ନ ହେଲା ମହାପ୍ରଭୁଙ୍କ ଅଧରପଣା ନୀତି

ପୁରୀ: ବଡ଼ଦାଣ୍ଡରେ ଦଣ୍ଡାୟମାନ ତିନିରଥ ଉପରେ ପାରମ୍ପରିକ ରୀତି-ନୀତି ଅନୁଯାୟୀ ସମ୍ପନ୍ନ ହେଲା ଶ୍ରୀଜୀଉମାନଙ୍କ ଅଧରପଣା ନୀତି । ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ରଥ ତାଳଧ୍ୱଜ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥ ନନ୍ଦିଘୋଷ ଏବଂ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥଉପରେ ତୁମ୍ବାକୃତି ମାଟିରେ ନିର୍ମିତ…

ବାହୁଡାଯାତ୍ରା ଲାଗି ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ: ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ବାହୁଡା ଯାତ୍ରା ଆଗାମୀ ୧୨ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଯାଉଛି । ମାଉସୀମା ଘରକୁ ବୁଲି ଯାଇଥିବା ଚତୁର୍ଦ୍ଧା ମୂରତି ଏବେ ଫେରିବେ ବଡ ଦେଉଳକୁ । ଏନେଇ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି ପର୍ବ । ଗଣମାଧ୍ୟମକୁ…

ଆଜି ଦକ୍ଷିଣମୋଡ ହେବ ତିନି ରଥ

ପୁରୀ : ହେରାପଞ୍ଚମୀର ସମାପ୍ତି ପରେ ଶ୍ରୀଜିଉଙ୍କ ବାହୁଡା ଯାତ୍ରା ଲାଗି ପ୍ରସ୍ତୁତି ଆରମ୍ଭ ହେଉଛି । ଏହି ଅବସରରେ ମଙ୍ଗଳବାର ଦିନ ତିନି ରଥକୁ ଦକ୍ଷିଣମୋଡ କରାଯିବ । ପ୍ରଚଳିତ ପ୍ରଥାନୁଯାୟୀ ଦେବୀ ସୁଭଦ୍ରାଙ୍କ ରଥ ସର୍ବପ୍ରଥମେ ଟଣା ହୋଇଥାଏ, ତାପରେ ବଳଭଦ୍ରଙ୍କ ତାଳଧ୍ୱଜ ଓ ଶେଷରେ…

ଆଜି ଶ୍ରୀଜିଉଙ୍କ ‘ବନକଲାଗି’ ନୀତି, ବନ୍ଦ ରହିବ ଦର୍ଶନ

ପୁରୀ : ଶ୍ରୀଗୁଣ୍ଡିଚା ମନ୍ଦିରରେ ତିନି ଠାକୁର ଭକ୍ତମାନଙ୍କୁ ଦର୍ଶନ ଦେଉଥିବାବେଳେ ଶନିବାର ଦିନ ସେମାନଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ମିଳିଥିବା ସୂଚନାନୁଯାୟୀ ଆଜି ମଧ୍ୟାହ୍ନ ଧୂପ ଓ ଭୋଗ ମଣ୍ଡପ ନୀତି ପରେ ଭଗବାନଙ୍କ ବନକଲାଗି ନୀତି ହେବ । ଏହି ଅବସରରେ ଶ୍ରୀଜିଉଙ୍କ ଦର୍ଶନ…

ଶ୍ରୀଗୁଣ୍ଡିଚା ମନ୍ଦିରରେ ପହଞ୍ଚିଲା ତିନି ରଥ

ପୁରୀ : ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅତ୍ୟନ୍ତ ଶୃଙ୍ଖଳାର ସହିତ ପୁରୀରେ ପାଳିତ ହୋଇଯାଇଛି । ଚଳିତ ଥର ଲାଗି ନିର୍ଦ୍ଧାରିତ ସମୟର ଯଥେଷ୍ଟ ପୂର୍ବରୁ ସେବାୟତ ମାନଙ୍କ ଦ୍ୱାରା ସମସ୍ତ ପ୍ରକାର ପାରମ୍ପରିକ ନୀତି ଅନୁଷ୍ଠିତ ହୋଇ ରଥଟଣା କାର୍ଯ୍ୟ ଆରମ୍ଭ ହୋଇଥିଲା । ଏଥର ରଥଟଣା ଦିନ ୪ଟା ରେ…

ରଥଯାତ୍ରାରୁ ବାହୁଡା: ଜାଣନ୍ତୁ, ପୁରୀର ଟ୍ରାଫିକ୍ ବ୍ୟବସ୍ଥା

ପୁରୀ : ଆଜି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ‘ରଥଯାତ୍ରା’ । ଏହି ଅବସରରେ ଶ୍ରଦ୍ଧାଳୁଙ୍କ ଭିଡକୁ ନଜରରେ ରଖି ପ୍ରଶାସନ ପକ୍ଷରୁ ପୁରୀରେ ସୁରକ୍ଷା ବ୍ୟବସ୍ଥା କଡକଡା କରାଯାଇଛି । ପ୍ରତିବର୍ଷ ପରି ଚଳିତ ବର୍ଷ ଧିରେଧିରେ ବଢୁଥିବା ଜନସମାଗମକୁ ଦେଖି ବ୍ୟାପକ ଟ୍ରାଫିକ ବନ୍ଦୋବସ୍ତ ମଧ୍ୟ…

ସରିଲା ପହଣ୍ଡି, ରଥାରୂଢ ହେଲେ ତିନି ଠାକୁର

ପୁରୀ : ଆଜି ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା । ମହାପ୍ରଭୁ ଶ୍ରୀଜଗନ୍ନାଥ ନିଜ ଭଉଣୀ ସୁଭଦ୍ରା ଓ ବଡଭାଇ ବଳଭଦ୍ରଙ୍କୁ ସାଙ୍ଗରେ ଧରି ଗୁଣ୍ଡିଚା ମନ୍ଦିର ଅଭିମେୁଖେ ଯିବା ଲାଗି ବାହାରିଛନ୍ତି । ସମସ୍ତ ପାରମ୍ପରିକ ନୀତିକାନ୍ତି ସମାପ୍ତ ପରେ ଚତୁର୍ଦ୍ଦା ମୂରତୀ ପହଣ୍ଡି ବିଜେ ଶେଷ କରି ରଥାରୂଢ…

ବିଧାୟକଙ୍କ ସ୍ନାନ ମଣ୍ଡପରେ ଚଢିବା ଘଟଣା: ନିଲମ୍ବିତ ହେଲେ ୨ ସେବାୟତ

ପୁରୀ : ଜୁନ୍ ୧୭ରେ ଅନୁଷ୍ଠିତ ହୋଇଥିବା ମହାପ୍ରଭୁଙ୍କ ସ୍ନାନ ପୂର୍ଣ୍ଣିମା ଅବସରରେ ନିୟମର ଉଲଙ୍ଘନ କରିବା ଅଭିଯୋଗରେ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ (ଏସଜିଟିଏ) ସୋମବାର ଦିନ ୨ ସେବାୟତଙ୍କୁ ନିଲମ୍ବିତ କରିଛନ୍ତି । ନିଲମ୍ବିତ ହୋଇଥିବା ୨ ସେବାୟତଙ୍କ ମଧ୍ୟରେ ସୋମନାଥ ଖୁଣ୍ଟିଆ ଓ…

ଶ୍ରୀମନ୍ଦିରରେ ଗୁପ୍ତ ନୀତି ଲାଗି ଦାୟିତ୍ୱ ନେଲେ ଦଇତାପତି ସେବାୟତ

ପୁରୀ : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପରିପ୍ରେକ୍ଷୀରେ ସ୍ନାନଯାତ୍ରା ଠାରୁ ଆରମ୍ଭ କରି ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ରହିଥିବା ଦଇତାପତିମାନେ ଶ୍ରୀଜୀଉଙ୍କ ପାରମ୍ପରିକ ଗୁପ୍ତ ନୀତି କାର୍ଯ୍ୟନିର୍ବାହ କରିଥାନ୍ତି । ବର୍ଷସାରା ଶ୍ରୀମନ୍ଦିରରେ ପଣ୍ଡା…