ପୁରୀରୁ ଜବତ ହେଲା ୮ ଲକ୍ଷ ଟଙ୍କା
ପୁରୀ : ପୁରୀ ଜିଲ୍ଲା କୋଣାର୍କ ଥାନା ଅନ୍ତର୍ଗତ କାକଟପୁର ରୋଡ ନିକଟ ଅସ୍ତରଙ୍ଗ ଠାରେ ଏକ କାରରୁ ରବିବାର ଦିନ ନିର୍ବାଚନ କମିଶନଙ୍କ ଫ୍ଲାଇଂ ସ୍କ୍ୱାର୍ଡ଼ ୮ ଲକ୍ଷରୁ ଅଧିକ ଟଙ୍କା ଜବତ କରିଛି ।
ମିଳିଥିବା ସୂଚନାନୁଯାୟୀ, ଫ୍ଲାଇଂ ସ୍କ୍ୱାର୍ଡ଼ ପକ୍ଷରୁ ଉକ୍ତ ଅଞ୍ଚଳରେ ଯାଞ୍ଚ ସମୟରେ ଏକ…