Latest Odisha News

BREAKING NEWS

Browsing Tag

puri

ଆସନ୍ତାକାଲି ଭକ୍ତଙ୍କ ପାଇଁ ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ପୁରୀ : ଆସନ୍ତାକାଲି ଜ୍ୟେଷ୍ଠ-କୃଷ୍ଣ ତ୍ରୟୋଦଶୀ ତିଥି । ମହାପ୍ରଭୁଙ୍କ ବନକଲାଗି ପାଇଁ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ । ୨ୟ ଭୋଗମଣ୍ଡପ ଭୋଗ ଶେଷ ପରେ ଆରମ୍ଭ ହେବ ଏହି ନୀତି । ତେଣୁ କାଲି ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ ରହିବ । ତେବେ ସନ୍ଧ୍ୟା ୬ଟାରୁ ରାତି…

ମନ ଓ ଦେହକୁ ଶାନ୍ତି ଦେଉଛି ଶୀତଳ ବାମ୍ପ ସେବା

ପୁରୀ : ଦିନକୁ ଦିନ ବଢ଼ିବାରେ ଲାଗିଛି ତାତି । ଏହି ତାତିରେ ଲୋକେ ତ୍ରାହି ତ୍ରାହି ଡାକୁଛନ୍ତି । ପୁରୀ ଟାଉନ ହଲ ଛକ । ଆଉ ଏ ଜାଗା ସଭିଙ୍କର ଭାରୀ ପ୍ରିୟ। ଆପଣ ଅସହ୍ୟ ଖରାରେ ଯାଇ ପହଞ୍ଚିଗଲେ ସେଠି ଚେୟାରଟିଏ ମିଳିଯାଏ ବସିବାକୁ । ମୁଣ୍ଡ ଉପରେ ଚାଳିଆଟି ଛାଇଟିକେ ଦିଏ । ତାପରେ ଆରମ୍ଭ…

ଆଜିଠୁ ଆରମ୍ଭ ହେବ ମହାପ୍ରଭୁଙ୍କ ଭିତର ଚନ୍ଦନଯାତ୍ରା

ପୁରୀ: ଆଜିଠାରୁ ମହାପ୍ରଭୁଙ୍କର ଭିତର ଚନ୍ଦନ ନୀତି ଆରମ୍ଭ ହେଉଛି । ମହାପ୍ରଭୁଙ୍କ ଭିତର ଚନ୍ଦନ ଯାତ୍ରା ୨୧ ଦିନ ଧରି ଅନୁଷ୍ଠିତ ହେବ । ୧୫ ତାରିଖ ଦିନ ଏକାଦଶୀ, ୧୯ ତାରିଖ ଦିନ ସାବିତ୍ରୀ ଅମାବାସ୍ୟା, ୨୪ ତାରିଖ ଦିନ ଶୀତଳ ଷଷ୍ଠୀ ଓ ୩୧ ତାରିଖ ଦିନ ରୁକ୍ମିଣୀ ବିବାହ ମହାପ୍ରଭୁଙ୍କ…

ଆସନ୍ତା ୧୮ରେ ପୁରୀରୁ ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ !

ଭୁବନେଶ୍ୱର: ଓଡ଼ିଶାରେ କେବେ ଗଡ଼ିବ ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସ୍ । ଏନେଇ ଏବେ ବି ସସପେନ୍ସ ଲାଗି ରହିଥିବା ବେଳେ ତାରିଖକୁ ନେଇ ଦ୍ୱନ୍ଦ୍ୱ ଉପୁଜିଛି । ପ୍ରଥମେ ମେ ୧୫ ତାରିଖରେ ପୁରୀରୁ ହାୱଡ଼ାକୁ ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ ହେବ ବୋଲି ସ୍ଥିର ହୋଇଥିବା ବେଳେ ପୁଣି ତାରିଖ…

ଶ୍ରୀକ୍ଷେତ୍ର ଭଉଁରୀ ଦିନ ରାତି ୩ଟାରୁ ଦ୍ୱାରଫିଟା

ପୁରୀ: ଦିନକ ପରେ ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ । ପରମ୍ପରା ଅନୁସାରେ ୩ ରଥର ପ୍ରତ୍ୟେକ ଦୁଇଟି ଚକ ସହ ଗୋଟିଏ ଅଖ ସଂଯୋଗ କରାଯିବ । ଯାହାକୁ ଚକଅଖ ଡେରା ନୀତି କୁହନ୍ତି । ଏଥିପାଇଁ ବିଶ୍ଵକର୍ମା ମହାରଣାମାନେ ୬ଟି ଚକ ସମ୍ପୂର୍ଣ୍ଣ ପ୍ରସ୍ତୁତ କରିଥିବା ବେଳେ ଆଜି ସୁଦ୍ଧା ୮ଟି ଚକର ନିର୍ମାଣ…

ବନ୍ଦେ ଭାରତ ଏକ୍ସପ୍ରେସର ଉଦଘାଟନ ଲାଗି ପୁରୀ ଆସିପାରନ୍ତି ପିଏମ୍ ମୋଦି

ଭୁବନେଶ୍ୱର: ଖୁବଶୀଘ୍ର ହାୱଡ଼ାରୁ ପୁରୀ ମଧ୍ୟରେ ଗଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ୍ । ଯାହାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକାର୍ପଣ କରି ପାରନ୍ତି । ପୁରୀ ରେଲୱେ ଷ୍ଟେସନରେ ବନ୍ଦେ ଭାରତ ଏକ୍ସପ୍ରେସକୁ ପ୍ରଧାନମନ୍ତ୍ରୀ ଲୋକାର୍ପଣ କରିବା ନେଇ ଆଶାବାଦୀ ରହିଥିବା କହିଛନ୍ତି ରାଜ୍ୟ…

ଶ୍ରୀମନ୍ଦିର ରତ୍ନ ଭଣ୍ଡାରକୁ ନେଇ ସରକାରଙ୍କୁ ଘେରିଲା ବିଜେପି, କହିଲା ‘୫ ବର୍ଷରେ ବି ହୋଇନି ଗୋଟିଏ…

ଭୁବନେଶ୍ୱର: ପୁଣି ତାଜା ହୋଇଛି ଶ୍ରୀମନ୍ଦିର ରତ୍ନ ଭଣ୍ଡାର ମାମଲା । ବିରୋଧୀ ବିଜେପି କହିଛି, ରତ୍ନ ଭଣ୍ଡାର ଚାବି ହଜିବା ଓଡ଼ିଶା ଜଗନ୍ନାଥ ମନ୍ଦିର ଇତିହାସରେ ସବୁଠାରୁ କଳଙ୍କିତ ଅଧ୍ୟାୟ । ରତ୍ନ ଭଣ୍ଡାର ଚାବି ହଜିବା ଘଟଣା ସରକାରଙ୍କ ନଜରକୁ ଆସିଥିଲା ୨୦୧୮ରେ । ସେବେଠାରୁ ଓଡିଶାର…

ରଥଯାତ୍ରା ପାଇଁ ଦ୍ୱିତୀୟ ସମନ୍ୱୟ ବୈଠକ, ରଥ ପୂର୍ବରୁ ପ୍ରକଳ୍ପ କାର୍ଯ୍ୟ ସାରିବାକୁ ଗୁରୁତ୍ୱ

ପୁରୀ: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଆଜି ଦ୍ୱିତୀୟ ସମନ୍ୱୟ ବୈଠକ ବସିଥିଲା । ଆଇନ୍ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଶୃଙ୍ଖଳିତ ନୀତି, ଜନଗହଳି ନିୟନ୍ତ୍ରଣ, ବିଭିନ୍ନ ବିଭାଗର ସେବା ଭଳି ୨୧ଟି ପ୍ରସଙ୍ଗ ଉପରେ ଆଲୋଚନା ହୋଇଛି । ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ ସହ…

ଶ୍ରୀଜିଉଙ୍କୁ ଦର୍ଶନ କଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି

କଟକ : ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି । ପ୍ରଧାନ ବିଚାରପତି ଜଷ୍ଟିସ ଡି ୱାଇ ଚନ୍ଦ୍ରଚୂଡ଼ ଜାତୀୟ ସମ୍ମିଳନୀରେ ଯୋଗ ଦେବାର ସୂଚନା ରହିଛି ।ଆଜି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ଜଷ୍ଟିସ ଡି ୱାଇ…

୨ ଦିନରେ ୪ ପର୍ଯ୍ୟଟକଙ୍କ ମୃତ୍ୟୁ ପରେ ପୁରୀ ବିଚରେ ଲାଗିଲା ଲାଲ୍ ପତାକା

ପୁରୀ: ମହୋଦଧୀରେ ୨ ଦିନରେ ୪ ଜଣଙ୍କ ମୃତ୍ୟୁ ପରେ ବେଳାଭୂମିରେ ଲାଲ୍ ପତାକା ପୋତିଛି ପ୍ରଶାସନ । ସ୍ୱର୍ଗଦ୍ୱାର ନିକଟ ସମୁଦ୍ରରେ ଉଚ୍ଚ ଜୁଆର ସହ ସମୁଦ୍ର ପାଣିର ଶକ୍ତି ଅଧିକ ରହୁଛି । ଲାଲ୍ ପତାକା ପୋତି ସମୁଦ୍ର ସ୍ନାନକୁ ବାରଣ କରିଛି ପ୍ରଶାସନ । ବୁଧବାର ୨ ଓ ଗୁରୁବାର ୨ ଜଣ ଏମିତି ଦୁଇ…