୨ ଦିନରେ ୪ ପର୍ଯ୍ୟଟକଙ୍କ ମୃତ୍ୟୁ ପରେ ପୁରୀ ବିଚରେ ଲାଗିଲା ଲାଲ୍ ପତାକା
ପୁରୀ: ମହୋଦଧୀରେ ୨ ଦିନରେ ୪ ଜଣଙ୍କ ମୃତ୍ୟୁ ପରେ ବେଳାଭୂମିରେ ଲାଲ୍ ପତାକା ପୋତିଛି ପ୍ରଶାସନ । ସ୍ୱର୍ଗଦ୍ୱାର ନିକଟ ସମୁଦ୍ରରେ ଉଚ୍ଚ ଜୁଆର ସହ ସମୁଦ୍ର ପାଣିର ଶକ୍ତି ଅଧିକ ରହୁଛି । ଲାଲ୍ ପତାକା ପୋତି ସମୁଦ୍ର ସ୍ନାନକୁ ବାରଣ କରିଛି ପ୍ରଶାସନ ।
ବୁଧବାର ୨ ଓ ଗୁରୁବାର ୨ ଜଣ ଏମିତି ଦୁଇ…