୨୩ରୁ ଚନ୍ଦନ ଯାତ୍ରା, ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡ଼ା କରିବେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା
ପୁରୀ: ଆସନ୍ତା ୨୩ ତାରିଖରୁ ପବିତ୍ର ଚନ୍ଦନଯାତ୍ରା । ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ରାମକୃଷ୍ଣ, ମଦନମୋହନ, ଶ୍ରୀଦେବୀ, ଭୂଦେବୀଙ୍କ ସମେତ ପଞ୍ଚୁପାଣ୍ଡବ ନରେନ୍ଦ୍ର ପୁଷ୍କରିଣୀରେ ୨୧ ଦିନ ବ୍ୟାପି ନୌକାବିହାର ବା ଜଳକ୍ରୀଡା କରିବେ । ଯାହାକୁ ବାହାର ଚନ୍ଦନ ଯାତ୍ରା କୁହାଯାଏ ।
ସେଥିପାଇଁ…