ଅଲିମ୍ପିକ୍ସରେ ବ୍ରୋଞ୍ଜ ଜିତିଲେ ପିଭି ସିନ୍ଧୁ
ଟୋକିଓ: ପୁଣି ଅଲିମ୍ପିକ୍ସରେ ଭାରତକୁ ଆଉ ଏକ ପଦକ । ଅଲିମ୍ପିକ୍ସରେ ପଦକ ଜିତିଛନ୍ତି ଷ୍ଟାର୍ ଶଟଲର୍ ପିଭି ସିନ୍ଧୁ। ଫାଇନାଲରୁ ବଞ୍ଚିତ ହୋଇଥିବା ଭାରତୀୟ ଶଟଲର୍ ପିଭି ସିନ୍ଧୁ ମହିଳା ବ୍ୟାଡମିଣ୍ଟନ ସିଙ୍ଗଲ୍ସ ଇଭେଲ୍ଟରେ ବ୍ରୋଞ୍ଜ ପଦକ ଜିତିଛନ୍ତି। ଏଥିସହ ଚଳିତ ଅଲିମ୍ପିକ୍ସରେ ଭାରତର ପଦକ…