Latest Odisha News

BREAKING NEWS

Browsing Tag

Queen Elizabeth II

ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ ମହାରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ ବ୍ରିଟେନର ମହାରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବା ପାଇଁ ବ୍ରିଟେନ ଗସ୍ତ କରିବେ। ରାଷ୍ଟ୍ରପତି  ସେପ୍ଟେମ୍ବର ୧୭ରୁ୧୯ ଲଣ୍ଡନ ଗସ୍ତ କରି ଭାରତ ସରକାରଙ୍କ ତରଫରୁ ମହାରାଣୀଙ୍କ ପାଇଁ ସମବେଦନା ଜଣାଇବେ। ମହାରାଣୀଙ୍କ ଅନ୍ତିମ…

ଇଂଲଣ୍ଡରୁ କୋହିନୂର ହୀରା ଫେରାଇ ଆଣିବା ଲାଗି ଜୋର୍ ଧରିଲା ଦାବି

ପୁରୀ: ଫେରିବ କି କୋହିନୂର ହୀରା ? ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କ ମସ୍ତକରେ ଶୋଭା ପାଇବ କି ଦୁର୍ମୂଲ୍ୟ କୋହିନୂର ହୀରା ? ସଫଳ ହେବ କି ଓଡ଼ିଶାବାସୀଙ୍କ ଦୀର୍ଘଦିନର ଦାବି ? ବ୍ରିଟେନ୍ ରାଣୀଙ୍କ ଦେହାନ୍ତ ପରେ ଏବେ ଏଭଳି ଅନେକ ଅସମାହିତ ପ୍ରଶ୍ନ ଉଙ୍କି ମାରୁଛି ଅଗଣିତ ଜଗନ୍ନାଥ…

ସେପ୍ଟେମ୍ବର ୧୯ରେ ମହାରାଣୀଙ୍କ ଅନ୍ତିମ ସଂସ୍କାର

ଓଡ଼ିଶା ସମ୍ବାଦ ବ୍ୟୁରୋ: ମହାରାଣୀ ଏଲିଜାବେଥ ଦ୍ବିତୀୟଙ୍କ ପରଲୋକ ନେଇ ସାରା ବିଶ୍ବ ଏବେ ଶୋକପାଳନ କରୁଛି । କେବଳ ବ୍ରିଟେନ ନୁହେଁ ବିଶ୍ବର ଅନେକ ଦେଶ ମହାରାଣୀଙ୍କ ସମ୍ମାନ ପାଇଁ ନିଜ ନିଜ ଦେଶରେ ଶୋକଦିବସ ଘୋଷଣା କରିଛନ୍ତି । ୯୬ ବର୍ଷ ବୟସରେ ସ୍କଟଲାଣ୍ଡର ବାଲମୋରାଲ କ୍ୟାସେଲରେ…

କେତେ ପାଠ ପଢ଼ିଥିଲେ ବ୍ରିଟେନର ମହାରାଣୀ ଏଲିଜାବେଥ ଦ୍ୱିତୀୟ ?

ଓଡ଼ିଶା ସମ୍ବାଦ ବ୍ୟୁରୋ: ବ୍ରିଟେନର ରାଣୀ ଏଲିଜାବେଥ ଦ୍ୱିତୀୟଙ୍କର ଗୁରୁବାର ସ୍କଟଲ୍ୟାଣ୍ଡରେ ଦେହାନ୍ତ ହୋଇଛି । ରାଣୀଙ୍କ ମୃତ୍ୟୁ ପରେ ବ୍ରିଟେନ ସମେତ ସମଗ୍ର ବିଶ୍ୱରେ ଶୋକର ଲହରୀ ଖେଳିଯାଇଛି। ବ୍ରିଟେନର ରାଜ ପରିବାରର ସବୁଠାରୁ ଶୀର୍ଷ ସଦସ୍ୟଙ୍କ ମୃତ୍ୟୁକୁ ନେଇ ବ୍ରିଟେନବାସୀ ଶୋକ…

ରାଣୀ ଏଲିଜାବେଥ-୨ଙ୍କ ପରେ କାହାକୁ ମିଳିବ କୋହିନୁର ମୁକୁଟ !

ଓଡ଼ିଶା ସମ୍ବାଦ ବ୍ୟୁରୋ: ବ୍ରିଟେନର ରାଣୀ ଏଲିଜାବେଥ ଦ୍ବିତୀୟଙ୍କର ୯୬ ବର୍ଷ ବୟସରେ ଦେହାନ୍ତ ହୋଇଛି। ଏଥି ସହିତ ଗୋଟିଏ ଯୁଗର ଶେଷ ହୋଇଛି। ତାଙ୍କ ମୃତ୍ୟୁ ସମଗ୍ର ବିଶ୍ୱକୁ ଚକିତ କରି ଦେଇଛି। ଏଲିଜାବେଥ ଦୀର୍ଘ ସମୟ ଧରି ବ୍ରିଟେନର ରାଣୀ ଥିଲେ। ରାଣୀଙ୍କ ମୃତ୍ୟୁ ପରେ ଉତ୍ତରାଧିକାରୀ

ବ୍ରିଟେନରେ ରାଣୀଙ୍କ କ୍ଷମତା: ଭୋଟ୍ ଦେଉନଥିଲେ କିନ୍ତୁ ସରକାର ଭାଙ୍ଗିପାରିବାର କ୍ଷମତା

ଓଡ଼ିଶା ସମ୍ବାଦ ବ୍ୟୁରୋ: ବ୍ରିଟେନର ରାଣୀ ଏଲିଜାବେଥ ଦ୍ବିତୀୟଙ୍କର ୯୬ ବର୍ଷ ବୟସରେ ଦେହାନ୍ତ ହୋଇଛି। ଏଲିଜାବେଥ ଦୀର୍ଘ ସମୟ ଧରି ରାଣୀ ଥିଲେ। ସରକାରରେ ତାଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିଲା । ପ୍ରଧାନମନ୍ତ୍ରୀଙ୍କ ନିଯୁକ୍ତି ଠାରୁ ଆରମ୍ଭ କରି ଆଇନ ପ୍ରଣୟନ ପର୍ୟ୍ୟନ୍ତ ଏହା ତାଙ୍କର…

ରାଣୀ ଏଲିଜାବେଥ ଦ୍ବିତୀୟଙ୍କ ଦେହାନ୍ତ, ଟ୍ୱିଟ୍ କରି ମୋଦୀ ମନେ ପକାଇଲେ ସେଦିନର କଥା..

ଲଣ୍ଡନ: ବ୍ରିଟେନର ରାଣୀ ଏଲିଜାବେଥଙ୍କ ୯୬ ବର୍ଷ ବୟସରେ ଦେହାନ୍ତ ହୋଇଛି। ସେ କିଛି ଦିନ ଧରି ଅସୁସ୍ଥ ଥିଲେ । ଏହା ପରେ ଗୁରୁବାର ଅପରାହ୍ନରେ ତାଙ୍କର ଦେହାନ୍ତ ହୋଇଛି। ରାଣୀ ଏଲିଜାବେଥ୍ ଷ୍ଟକଲ୍ୟାଣ୍ଡର ବାଲମୋରଲରେ ରହୁଥିଲେ। ତାଙ୍କ ମୃତ୍ୟୁରେ ରାଜ ପରିବାରର ଟ୍ୱିଟରରୁ କୁହାଯାଇଛି ଯେ ରାଣୀ…

ରାଣୀ ଏଲିଜାବେଥ ଦ୍ବିତୀୟଙ୍କ ଦେହାନ୍ତ ପରେ ଘୋଷଣା ହେଲା ଉତ୍ତରାଧିକାରୀଙ୍କ ନାଁ

ଲଣ୍ଡନ: ୯୬ ବର୍ଷରେ ବ୍ରିଟେନର ରାଣୀ ଏଲିଜାବେଥଙ୍କ ମୃତ୍ୟୁ ଘଟିଛି। ଏଥି ସହିତ ଗୋଟିଏ ଯୁଗର ଶେଷ ହୋଇଛି। ତାଙ୍କ ମୃତ୍ୟୁ ସମଗ୍ର ବିଶ୍ୱକୁ ଚକିତ କରି ଦେଇଛି। ସେ କିଛି ଦିନ ଅସୁସ୍ଥ ଥିଲେ, ଏହା ପରେ ଗୁରୁବାର ଅପରାହ୍ନରେ (ବ୍ରିଟେନ ସମୟ) ତାଙ୍କର ଦେହାନ୍ତ ହୋଇଛି। ରାଣୀ ଏଲିଜାବେଥ୍…