Latest Odisha News

BREAKING NEWS

Browsing Tag

question paper leaked

ବିରୋଧୀଙ୍କ ମାଟ୍ରିକ ପ୍ରଶ୍ନପତ୍ର ଲିକ୍ ଅଭିଯୋଗକୁ ସମୀରଙ୍କ ଖଣ୍ଡନ, ବ୍ୟସ୍ତ ନହେବାକୁ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କୁ…

ଭୁବନେଶ୍ୱର : ମାଟ୍ରିକ ପ୍ରଶ୍ନପତ୍ର ଲିକ୍ ନେଇ ବିରୋଧୀଙ୍କ ଆକ୍ରମଣ ପରେ ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଏଥିରେ କିଛି ସତ୍ୟତା ନଥିବା ଓ ପ୍ରଶ୍ନପତ୍ର ଲିକ୍ ହୋଇନି ବୋଲି ସ୍ପଷ୍ଟ କରିଛନ୍ତି ସମୀର । ଏ ନେଇ ସେ ବୋର୍ଡ ସଭାପତି,…

ଗୁଜରାଟରେ ପ୍ରଶ୍ନପତ୍ର ଲିକ୍‌, ଓଡ଼ିଶାରେ ଗିରଫ

ମାଲକାନାଗିରି : ସାମ୍ନାକୁ ଆସିଲା ଗୁଜରାଟ ରାଜ୍ୟରେ ପ୍ରଶ୍ନପତ୍ର ଲିକ ମାମଲା । ଏହି ମାମଲାରେ ଓଡ଼ିଶା ଶିକ୍ଷକ ପ୍ରଶ୍ନପତ୍ର ଯୋଗାଇ ଦେବା କାର୍ଯ୍ୟରେ ସାମିଲ ଥିବା ଜଣାପଡ଼ିଛି । ତେଣୁ ପୋଲିସ ଆଜି ମାଲକାନଗିରି କର୍ତ୍ତନପାଲୀ ସ୍କୁଲର ଶିକ୍ଷକଙ୍କୁ ଏହି ମାମଲାରେ ଗିରଫ କରିଛି । ସେ…

ଏଜୁକେସନ୍ ପରେ ଫିଜିକ୍ସ ପ୍ରଶ୍ନପତ୍ର ଲିକ୍, ବାତିଲ୍ ହେଲା ପରୀକ୍ଷା

ସମ୍ବଲପୁର: ପୁଣି ଲିକ୍ ହେଲା ପ୍ରଶ୍ନପତ୍ର । ଗତକାଲି ଏଜୁକେସନ୍, ଆଜି ଫିଜିକ୍ସ । ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଆଜି ପୁଣି ପ୍ରଶ୍ନପତ୍ର ଲିକ୍ ହୋଇଛି । ଯୁକ୍ତ ୩ ଶେଷ ବର୍ଷର ଫିଜିକ୍ସ ପ୍ରଶ୍ନପତ୍ର ଲିକ୍ ହୋଇଥିବା ବେଳେ ଭାଇରାଲ ହୋଇଥିବା ପ୍ରଶ୍ନପତ୍ର ଅସଲି ବୋଲି ସ୍ୱୀକାର କରିଛନ୍ତି…

ସମ୍ବଲପୁର ବିଶ୍ୱବିଦ୍ୟାଳୟ ଏଜୁକେସନ ପ୍ରଶ୍ନପତ୍ର ଲିକ୍ ଘଟଣା । ଷଷ୍ଠ ସେମିଷ୍ଟାର ପରୀକ୍ଷା ବାତିଲ୍

ସମ୍ବଲପୁର ବିଶ୍ୱବିଦ୍ୟାଳୟର ଯୁକ୍ତ ୩ ତୃତୀୟ ବର୍ଷ ପ୍ରଶ୍ନ ପତ୍ର ଲିକ୍ ଅଭିଯୋଗ । ଏଜୁକେସନ ଅନର୍ସ ପ୍ରଶ୍ନପତ୍ର ଲିକ୍ ଅଭିଯୋଗ ହେବା ପରେ ପରୀକ୍ଷା ବାତିଲ କରାଯାଇଛି । ସକାଳେ ଭାଇରାଲ ହୋଇଥିବା ପ୍ରଶ୍ନପତ୍ର ସହ ମିଶୁଛି ଓରିଜିନାଲ ପ୍ରଶ୍ନପତ୍ର । ପ୍ରଶ୍ନପତ୍ର ପେପର ଲିକ୍ ହୋଇଥିବା ନେଇ…