Latest Odisha News

BREAKING NEWS

Browsing Tag

Rabindra Bhoi Passes Away

ପରଲୋକରେ ତିର୍ତ୍ତୋଲର ପୂର୍ବତନ ବିଧାୟକ ରବୀନ୍ଦ୍ରନାଥ ଭୋଇ

ଭୁବନେଶ୍ୱର: ଆଉ ନାହାନ୍ତି ତିର୍ତ୍ତୋଲର ପୂର୍ବତନ ବିଧାୟକ ରବୀନ୍ଦ୍ର ନାଥ ଭୋଇ । ଗତକାଲି ତାଙ୍କର ପରଲୋକ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ କଟକର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୫୪ ବର୍ଷ ହୋଇଥିଲା । ଗତ କିଛି ଦିନ ହେବ ସେ ଅସୁସ୍ଥ…