ରାଫେଲ ଲଲିପପ୍
ବିଚିତ୍ର ବିଶ୍ୱାଳଙ୍କ ନିୟମିତ ସ୍ତମ୍ଭ: ‘ସମୟର ସ୍ୱର’…
ଗତ ଜୁଲାଇ ୨୯ରେ ପାଞ୍ଚୋଟି ରାଫେଲ ବିମାନ ଫ୍ରାନ୍ସରୁ ଆସି ଆମ ଦେଶରେ ପହଂଚିଛି। ଏହି ରାଫେଲ ବିମାନକୁ ନେଇ ଆମ ଦେଶର ଗଣମାଧ୍ୟମଙ୍କର ଉତ୍ସାହର ସୀମା ନାହିଁ। ଗଣମାଧ୍ୟମମାନେ, ଵିଶେଷ କରି ବୈଦ୍ୟୁତିକ ଗଣମାଧ୍ୟମମାନେ ଟିଭିରେ ଯେମିତି…