ମନ୍ତ୍ରୀ ରଘୁନନ୍ଦନ ଦାସ କରୋନା ପଜିଟିଭ୍ ଚିହ୍ନଟ, ନିଜେ ଟ୍ୱିଟ୍ କରି ଜଣାଇଲେ…
ଭୁବନେଶ୍ୱର: ଜଳ ସମ୍ପଦ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ମନ୍ତ୍ରୀ ରଘୁନନ୍ଦନ ଦାସ୍ ନିଜେ ଟୁଇଟ୍ କରି ସୂଚନା ଦେଇଛନ୍ତି ।
ମୁଁ ଆଜି ମୋର ସ୍ୱାସ୍ଥ୍ୟ ପରୀକ୍ଷାରୁ କରୋନା ସଂକ୍ରମିତ ହେବା ଜାଣିବାକୁ ପାଇଲି l ମୋ ସଂସ୍ପର୍ଶରେ…