ରାଗିଂରୁ ବଞ୍ଚିବା ପାଇଁ ୨ ମହଲା ତଳକୁ ଡେଇଁ ଛାତ୍ର ଗୁରୁତର
ନୂଆଦିଲ୍ଲୀ : ପୁଣି ସାମ୍ନାକୁ ଆସିଲା ରାଗିଂ ଅଭିଯୋଗ । ରାଗିଂରୁ ବଞ୍ଚିବା ପାଇଁ ଛାତ୍ରଙ୍କ ଆତ୍ମହତ୍ୟା ଉଦ୍ୟମ । ଭୟରେ ୨ ମହଲା ତଳକୁ ଡେଇଁପଡ଼ିଲେ ଛାତ୍ର । ତେବେ ଏଭଳି ଘଟଣା ଆସାମର ଦିବ୍ରୁଗଡ଼ ବିଶ୍ୱବିଦ୍ୟାଳୟରେ ଘଟିଛି । ଏହି ଘଟଣାକୁ ନେଇ ବିଦ୍ୟାଳୟରେ ଉତ୍ତେଜନା ଦେଖାଦେଇଥିଲା ।…