ମଣିପୁର ଗସ୍ତରେ ରାହୁଲ ଗାନ୍ଧୀ, ଗସ୍ତକୁ ନେଇ କଂଗ୍ରେସକୁ ଟାର୍ଗେଟ କଲା ବିଜେପି
ନୂଆଦିଲ୍ଲୀ: ଗତ ଦୁଇ ମାସ ଧରି ମଣିପୁରରେ ଚାଲିଥିବା ହିଂସା ଏପର୍ଯ୍ୟନ୍ତ ବନ୍ଦ ହୋଇନାହିଁ। ରାଜ୍ୟରେ ଶାନ୍ତି ଫେରାଇ ଆଣିବା ପାଇଁ ରାଜ୍ୟ ତଥା କେନ୍ଦ୍ର ସରକାରଙ୍କ ନିରନ୍ତର ପ୍ରୟାସ ଜାରି ରହିଛି। ଏହି ସମୟରେ ବିଭିନ୍ନ ରାଜନୈତିକ ଦଳର ନେତାମାନେ ମଧ୍ୟ ମଣିପୁର ଗସ୍ତ କରୁଛନ୍ତି। ଏହି…