ବିଦେଶରେ ପିଏମ ମୋଦିଙ୍କ ପ୍ରଶଂସା କଲେ ରାହୁଲ
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ରାହୁଲଙ୍କ ପ୍ରଶଂସା। ବିଦେଶ ଗସ୍ତରେ ଯାଇ ବିଭିନ୍ନ ପ୍ରସଙ୍ଗରେ ମୋଦିଙ୍କୁ କଡା ସମାଲୋଚନା କରୁଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀଙ୍କୁ ଭୁରି ଭୁରି ପ୍ରଶଂସା କରିଛନ୍ତି।
ରୁଷ ୟୁକ୍ରେନ ଯୁଦ୍ଧରେ ଭାରତର ଭୂମିକା ଠିକ ବୋଲି ରାହୁଲ…