Latest Odisha News

BREAKING NEWS

Browsing Tag

Raid

ମୋ ପତ୍ନୀଙ୍କୁ ଏଥିରେ ଟାଣନି; ଇଡି ରେଡକୁ ନେଇ ପ୍ରତିକ୍ରିୟା ରଖିଲେ ରାଜ କୁନ୍ଦ୍ରା

ମୁମ୍ବାଇ: ନଭେମ୍ବର ୨୯ରେ ଅଶ୍ଳୀଳ କଣ୍ଟେଣ୍ଟ ମାମଲାରେ ଇଡି ରାଜ କୁନ୍ଦ୍ରାଙ୍କ ଘରେ ଚଢାଉ କରିଥିଲା। ଇଡି ରେଡର ଗୋଟିଏ ଦିନ ପରେ ରାଜ କୁନ୍ଦ୍ରା ଏକ ବିବୃତ୍ତି ଜାରି କରି କହିଛନ୍ତି ଯେ ତାଙ୍କ ପତ୍ନୀ ଶିଳ୍ପା ଶେଟ୍ଟୀଙ୍କ ନାମ ଏସବୁ ମଧ୍ଯକୁ ଟାଣିବା ଉଚିତ ନୁହେଁ। ଇନଷ୍ଟାଗ୍ରାମରେ ଏକ…

STF କବ୍‌ଜାରେ ଜନ୍ତୁ ଶିକାରୀ, ଗୋଟିଏ କଲରାପତରିଆ ବାଘ ଓ ୨ଟି ହରିଣ ଛାଲ ଜବତ

ବୌଦ୍ଧ : STF କବ୍‌ଜାରେ ବନ୍ୟପ୍ରାଣୀ ସ୍ମଗଲର୍ ଗିରିଶ କୁମାର ସାହୁ । ଗ୍ରାହକ ବେଶରେ ଜିଲ୍ଲାର ହରଭଙ୍ଗାରେ ଡିଲ୍‌ ବେଳେ ଶିକାରୀ ଗିରିଶ କୁମାର ସାହୁକୁ ମାଡି ବସିଥିଲେ ଏସ୍‌ଟିଏଫ୍‌ ଅଧିକାରୀ। ଅଭିଯୁକ୍ତ ଗିରିଶଠାରୁ ଗୋଟିଏ କଲରାପତରିଆ ବାଘ ଓ ୨ଟି ହରିଣ ଛାଲ ଜବତ କରିଛି ସ୍ପେଶାଲ୍ ଟାସ୍କ…

ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ଜଗତସିଂହପୁର ଡେପୁଟି ଜିଲ୍ଲାପାଳ

ଜଗତସିଂହପୁର: ଭିଜିଲାନ୍ସ ଜାଲରେ ଜଗତସିଂହପୁର ଡେପୁଟୀ ଜିଲ୍ଲାପାଳ ଚିତ୍ତରଞ୍ଜନ ପିଲ୍ଲା। ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ ତାଙ୍କର ୯ଟି ଠିକଣାରେ ଏକକାଳୀନ ଚଢାଉ କରିଛି। ୨ଜଣ ଡିଏସପି, ୧୪ ଇନସପେକ୍ଟର, ୬ ଏଏସଆଇ ଓ ଅନ୍ୟ ମାନଙ୍କ ସହ ସଦଳବଳେ ଚଢାଉ କରି ଖାନତଲାସି…

କେ.ଗାଁ ଫରେଷ୍ଟ ରେଞ୍ଜର କେଶବ ମାଝିଙ୍କ ଘରେ ଭିଜିଲାନ୍ସ ରେଡ୍

କଳାହାଣ୍ଡି: ପୁଣି ଜଣେ ସରକାରୀ ଅଧିକାରୀଙ୍କ ଘରେ ଭିଜିଲାନ୍ସ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କଳାହାଣ୍ଡି କେ ଗାଓଁ ଫରେଷ୍ଟ ରେଞ୍ଜର କେଶବ ମାଝିଙ୍କ ଘରେ ରେଡ୍ କରୁଛି ଭିଜିଲାନ୍ସ । ଚଢାଉ କରୁଥିବା ଟିମରେ ରହିଛନ୍ତି ୫ ଜଣ ଡିଏସପି, ୬ଜଣ ଇନସପେକ୍ଟର ଓ ଅନ୍ୟମାନେ । ସର୍ଚ୍ଚ…

ଠିକାଦାରଙ୍କ ଘରେ ରେଡ୍: ରାତି ଅଧିଆ ଚଢାଉକୁ ନିନ୍ଦା କଲେ ପରିବାର

ପଦ୍ମପୁର: ଦିନକ ବ୍ୟବଧାନ ପରେ ପଦ୍ମପୁରରେ ପୁଣି ରେଡ୍ । ଠିକାଦାର ପ୍ରତାପ ପଟ୍ଟନାୟକଙ୍କ ଘରେ ଯାଞ୍ଚ । ରାତି ଅଧିଆ ରେଡ୍ କରିଛନ୍ତି ପଦ୍ମପୁର ଏନଏସି ଓ ଜିଏସଟି ଅଧିକାରୀ । ରେଡରେ ଅତିରିକ୍ତ ତହସିଲଦାର ରାମକୃଷ୍ଣ ମିଶ୍ର ସାମିଲ ଥିଲେ । ନିଜକୁ ସେ ଫ୍ଲାଇଙ୍ଗ୍ ସ୍କ୍ୱାଡ୍ ମାଜିଷ୍ଟ୍ରେଟ୍…

ଗ୍ୟାଙ୍ଗଷ୍ଟର ଲିଙ୍କ୍ ସନ୍ଦେହରେ ଦେଶର ୨୦ଟି ସ୍ଥାନରେ ଏନଆଇଏ ରେଡ୍

ନୂଆଦିଲ୍ଲୀ : ଗ୍ୟାଙ୍ଗଷ୍ଟର ଲରେନ୍ଲ ବିଶ୍ନୋଇ ଉପରେ ଏନଆଇଏ ଶିକୁଳି । ଗ୍ୟାଙ୍ଗଷ୍ଟର ଲରେନ୍ସକୁ ଜେରା କରିଛନ୍ତି ଏନଆଇଏ ଓ ଦିଲ୍ଲୀ ପୋଲିସ । ଏହାପରେ ଜଣାପଡିଛିଯେ ଅନେକ କୁଖ୍ୟାତ ଗ୍ୟାଙ୍ଗଷ୍ଟର ଜେଲରେ ରହି ନିଜ ନେଟଓ୍ୱର୍କ ଜାରି ରଖିଛନ୍ତି । ତେଣୁ ପ୍ରାୟ ୬ଟି ଜିଲ୍ଲାର ମୋଟ ୨୦ଟି ଠିକଣାରେ…

ଲାଞ୍ଚ ନେବାବେଳେ ଭିଜିଲାନ୍ସ ପଞ୍ଝାରେ ପଡ଼ିଲେ କନିଷ୍ଠ କିରାଣୀ ଅଜୟ ପାଣ୍ଡେ

ଝାରସୁଗୁଡ଼ା : ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣୀ । ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ମାଡିବସିଲା ଭିଜିଲାନ୍ସ ବିଭାଗ  । ଝାରସୁଗୁଡା କୃଷି ବିଭାଗର କନିଷ୍ଠ କିରାଣୀ ଅଜୟ ପାଣ୍ଡେ  ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି l ସୂଚନା ଅନୁଯାୟୀ ଝାରସୁଗୁଡା କୃଷି ବିଭାଗ…

କରତ କଳରେ ଚଢ଼ାଉ, ୨୨ ଲକ୍ଷର କାଠ ଜବତ

ଭଦ୍ରକ: କରତ କଳରେ ରେଡ୍ । ବନ ବିଭାଗର ଭିଜିଲାନ୍ସ ୱିଙ୍ଗ ବେଆଇନ୍ ଭାବେ ଚାଲୁଥିବା କରତ କଳରେ ଚଢ଼ାଉ କରିଛି । ଭଦ୍ରକ ଜିଲ୍ଲା ଧାମନଗର ଥାନା ମୁଲିଆ ସାହି ଓ ଦକ୍ଷିଣ କାଞ୍ଜିପାଳରେ ଚାଲିଥିବା ୨ଟି ବେଆଇନ୍ କରତ କଳରେ ଚଢ଼ାଉ କରାଯାଇ ଥିବାବେଳେ ଲକ୍ଷାଧିକ ଟଙ୍କାର କାଠ ଜବତ କରାଯାଇଛି ।…

ରାଜ୍ୟର ବିଭିନ୍ନ ଫର୍‌ନିଚର୍‌ ଶୋ’ରୁମରେ ଚଢାଉ

ଭୁବନେଶ୍ୱର: ଟ୍ବିନ୍‌ ସିଟି ସମେତ ଓଡିଶାର ବିଭିନ୍ନ ଫର୍‌ନିଚର୍‌ ଶୋ’ରୁମରେ ସିଜିଏସ୍‌ଟି ଚଢାଉ କରିଛି। ଜିଏସ୍‌ଓି ଟିକସ ପରିଶୋଧ ନକରିବା କିମ୍ବା କଟକ, ଭୁବନେଶ୍ୱର, ଭଦ୍ରକ, ବାଲେଶ୍ବର, ସମ୍ବଲପୁର, ରାଉରକେଲା, ବରଗଡ, ଭବାନୀପାଟଣା ଏବଂ ବ୍ରହ୍ମପୁରର ୧୫ଟି ଆଇରନ୍‌ ଏବଂ ଉଡ୍‌…

ଭିଜିଲାନ୍ସ ଜାଲରେ ଓଡ଼ିଶା ପୋଲିସ୍ ହାଉସିଂ କର୍ପୋରେସନର ଡ଼େପୁଟି ମ୍ୟାନେଜର

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଓଡ଼ିଶା ପୋଲିସ୍ ହାଉସିଂ ଆଣ୍ଡ ୱେଲଫେୟାର କର୍ପୋରେସନ ଲିମିଟେଡ଼ର ଡ଼େପୁଟି ମ୍ୟାନେଜର। ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରତାପ କୁମାର ସାମଲଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଭୁବନେଶ୍ୱର, ବାଲେଶ୍ୱର, ଭଦ୍ରକ ଜିଲ୍ଲାର ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି।…