Latest Odisha News

BREAKING NEWS

Browsing Tag

Raid

ସକାଳେ ସିମେଣ୍ଟ ସନ୍ଧ୍ୟାରେ ନକଲି ସସ୍ କାରଖାନା ଉପରେ ଚଢଉ

କଟକ : ନକଲି କାରଖାନାର ହବ ପାଲଟିଛି କଟକ ସହର । ଗତ କିଛି ଦିନ ହେଲା କେତେବେଳେ ହଦଳିଗୁଣ୍ଡ ତ ପୁଣି କେବେ ସୋୟା ବଡ଼ି, ନକଲି ଘିଅ ଆଉ ଟମାଟୋ ସସ୍ । ଏପରିକି ଆଜି ସକାଳେ ନକଲି ସିମେଣ୍ଟ କାରଖାନା ଠାବ ହୋଇଥିଲା । ଆଉ ସନ୍ଧ୍ୟାରେ ମଧୁପାଟଣା ଅଞ୍ଚଳରେ ନକଲି ସସ୍ ତିଆରି କାରଖାନା ଉପରେ ଚଢ଼ାଉ…

କୋଭିଡ-୧୯ ନିୟମ ଉଲ୍ଲଙ୍ଘନ: ବେସରକାରୀ ହସ୍ପିଟାଲରେ ଚଢ଼ାଉ

ଭୁବନେଶ୍ୱର: କୋଭିଡ ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ରାଜଧାନୀର ବ୍ଲୁ ହ୍ୱିଲ୍ ହସ୍ପିଟାଲ ସିଲ୍ ହେବା ପରେ ଅନ୍ୟ ବେସରକାରୀ ହସ୍ପିଟାଲ ଉପରେ ଚଢ଼ାଉ ଆରମ୍ଭ ହୋଇଛି । ଆଜି ଭୁବନେଶ୍ୱରର କିଛି ନର୍ସିଂ ହୋମ୍ ଓ ବେସରକାରୀ ହସ୍ପିଟାଲ ଉପରେ ରେଡ୍ କରାଯାଇଛି । ପୋଲିସ, ବିଏମ୍‌ସି ଅଧିକାରୀ ଏବଂ…

ଗ୍ୟାଙ୍ଗଷ୍ଟର୍ ଟିଟୋର ୨ ଭାଇ କ୍ରାଇମବ୍ରାଞ୍ଚ ଦ୍ୱାରା ଗିରଫ

କେନ୍ଦ୍ରାପଡା : କେନ୍ଦ୍ରାପଡା ଜିଲ୍ଲାର ଦିଲରପୁର ଅଞ୍ଚଳରେ ଥିବା ବହୁ ଚର୍ଚ୍ଚିତ ଗ୍ୟାଙ୍ଗଷ୍ଟାର ସୟଦ ଉସମାନ୍ ଅଲୀ ଓରଫ୍ ଟିଟୋ ଘରେ ବୁଧବାର ଦିନ ପୁଣି ଥରେ ଚଢାଉ କରିଛି କ୍ରାଇମବ୍ରାଞ୍ଚର ସ୍ପେଶାଲ୍ ଟାସ୍କ ଫୋର୍ସ । ଏହି ଚଢାଉ ବେଳେ କ୍ରାଇମବ୍ରାଞ୍ଚ ଟିଟୋର ଦୁଇ ଭାଇ ଅସପାକ୍ ଅଲୀ ଓ…