Latest Odisha News

BREAKING NEWS

Browsing Tag

Railway Budget

ବଢ଼ିଛି ରେଳ ବଜେଟ୍, ତଥାପି କାହିଁକି ଲୌହଦାନବ ନେଉଛି ଜୀବନ ?

ଭୁବନେଶ୍ୱର: ଆମେରିକା, ଋଷିଆ ଓ ଚୀନ ପରେ ବିଶ୍ୱର ସବୁଠୁ ବଡ଼ ରେଳ ନେଟୱର୍କ ଭାରତରେ ରହିଛି । ୧ ଲକ୍ଷ ୨୬ ହଜାର ୩୬୬ କିଲୋମିଟର ଯାଏ ଭାରତରେ ରେଳ ଟ୍ରାକ୍ ଲମ୍ବିଥିବା ବେଳେ ରହିଛି ୭ ହଜାର ୭୩୫ଟି ରେଲୱେ ଷ୍ଟେସନ୍ । ଭାରତରେ ଦୈନିକ ୧୩ ହଜାର ୫୨୩ ଯାତ୍ରୀବାହୀ ଟ୍ରେନ୍ ସହ ୯ ହଜାର ୧୪୬ଟି…

ରେଳ ବଜେଟରେ ଓଡ଼ିଶା ଦାବି ଠାରୁ ୧୯% ଅଧିକ ଅନୁଦାନ ଦିଆଯାଇଛି: ଅଶ୍ୱିନୀ

ଭୁବନେଶ୍ୱର: ଓଡ଼ିଶା ପାଇଁ ରେଳ ବଜେଟରୁ ଅନୁଦାନ ଘୋଷଣା ହୋଇଛି । ୨୦୨୩-୨୪ ଆର୍ଥିକ ବର୍ଷରେ ଓଡ଼ିଶାକୁ ୧୦ ହଜାର ୧୨ କୋଟି ଟଙ୍କା ଅନୁଦାନ ମିଳିଛି । ଶୁକ୍ରବାର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ଯୋଗେ ଏ ସୂଚନା ଦେଇଛନ୍ତି । ଅଶ୍ୱିନୀ ବୈଷ୍ଣବ…

ରେଳ ବଜେଟରେ ଓଡିଶାକୁ ଏଥର ସର୍ବାଧିକ ଅନୁଦାନ

ଭୁବନେଶ୍ୱର : ୨୦୧୯-୨୦ ଆର୍ଥୀକ ବର୍ଷ ବଜେଟରେ ବୁଧବାର ଦିନ କେନ୍ଦ୍ର ସରକାରଙ୍କ ପକ୍ଷରୁ ଓଡିଶାକୁ ସର୍ବାଧିକ ୫୯୯୩ କୋଟି ଟଙ୍କାର ରେଳ ଅନୁଦାନ ପ୍ରଦାନ କରାଯାଇଛି । ଅନ୍ତରୀଣ ବଜେଟରେ ପ୍ରାୟ ୫,୯୪୦ କୋଟି ଟଙ୍କା ଅନୁମୋଦନ କରାଯାଇଥିଲା । ସୂଚନାଯୋଗ୍ୟ, ଗତବର୍ଷ ଏହି ବଜେଟ୍ ୫୨୫୨ କୋଟି…