Latest Odisha News

BREAKING NEWS

Browsing Tag

Railway

ଏହିସବୁ ଦେଶରେ ଗଡ଼ିନାହିଁ ଟ୍ରେନ, ଭାରତର ପଡ଼ୋଶୀ ମଧ୍ୟ ଲିଷ୍ଟରେ ସାମିଲ

ନୂଆଦିଲ୍ଲୀ : ଦୂର ସ୍ଥାନକୁ ଯାତ୍ରା କରିବା ସମୟରେ ଆମେ ସାଧାରଣତଃ ଟ୍ରେନକୁ ଅଧିକ ପସନ୍ଦ କରିଥାଉ । କାରଣ ଦୂର ସ୍ଥାନକୁ ଯାତ୍ରା କରିବା ପାଇଁ ଫ୍ଳାଇଟ ପରେ ଲୋକେ ଟ୍ରେନ ଉପରେ ହିଁ ନିର୍ଭର କରିଥାନ୍ତି.. ସେମିତିରେ ଫ୍ଳାଇଟରେ ଯିବା ସମସ୍ତଙ୍କ ପାଇଁ ସମ୍ଭବ ହୋଇନଥାଏ । କାରଣ ଏଥିରେ ଅଧିକ…

ରେଲୱେ ଫୁଟ୍ ଓଭର ବ୍ରିଜ୍ ଭୁଶୁଡ଼ି ୨୦ ଯାତ୍ରୀ ଗୁରୁତର

ମୁମ୍ବାଇ: ମହାରାଷ୍ଟ୍ର ଚନ୍ଦ୍ରପୁର ରେଳ ଷ୍ଟେସନରେ ବଡ଼ ଅଘଟଣ ଘଟିଛି । ଭୁଶୁଡ଼ି ପଡ଼ିଛି ରେଲୱେ ଫୁଟ୍ ଓଭର୍ ବ୍ରିଜ୍ । ଫୁଟ୍ ଓଭର ବ୍ରିଜ୍ ଭୁଶୁଡ଼ିବା ଫଳରେ ୬୦ ଫୁଟ ଉଚ୍ଚରୁ ପ୍ରାୟ ୨୦ ଜଣ ଯାତ୍ରୀ ରେଳ ଟ୍ରାକ ଉପରକୁ ଖସି ପଡ଼ିଛନ୍ତି । ୮ ଜଣଙ୍କ ଅବସ୍ଥା ସଂକଟାପନ୍ନ ରହିଥିବା ବେଳେ…

ଦୁଲାଖ ପାଟଣା ରେଳ ଷ୍ଟେସନରେ ଯାତ୍ରୀଙ୍କ ଧାରଣା  

ଯାଜପୁର : ବିଭିନ୍ନ ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଲେ ଦୁଲାଖ ପାଟଣା ରେଳ ଷ୍ଟେସନରେ ପାସେଞ୍ଜର  । ବାଲେଶ୍ୱରରୁ ଭୁବନେଶ୍ୱର ଯାଉଥିବା ଡିଏମୟୁ ପାସେଞ୍ଜର ଟ୍ରେନକୁ ଅଟକାଇ ଧାରଣା ଦେଇଥିଲେ ଯାତ୍ରୀ । କରୋନା କଟକଣା ଉଠି ସରିବା ପରେ ମଧ୍ୟ ରେଳ ବିଭାଗ ଯାତ୍ରୀ ମାନଙ୍କ ଠାରୁ ପାସେଞ୍ଜର ଭଡା…

ପରୀକ୍ଷା ନଦେଇ ରେଲୱେରେ ନିଯୁକ୍ତି ସୁଯୋଗ, ଜାଣନ୍ତୁ କେମିତି କରିବେ ଆବେଦନ…

ନୂଆଦିଲ୍ଲୀ: ରେଲୱେରେ ଚାକିରି ସୁଯୋଗ । ଦଶମ ଓ ଆଇଟିଆଇ ପାସ୍ କରିଥିବା ଯୁବକ ଯୁବତୀଙ୍କ ପାଇଁ ରେଲୱେରେ ନିଯୁକ୍ତି ସୁଯୋଗ ରହିଛି । ଆଇଆରସିଟିସି (IRCTC), ନର୍ଥ ଜୋନ୍ ଅପ୍ରେଣ୍ଟିସ୍ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି । କମ୍ପ୍ୟୁଟର ଅପରେଟର ଓ ଆସିଷ୍ଟାଣ୍ଟ ଅପ୍ରେଣ୍ଟିସ୍ ପଦ ପାଇଁ…

ରେଳବାଇ ନିଯୁକ୍ତି ବୋର୍ଡ ପରୀକ୍ଷାରେ ଠକ ଓ ଦଲାଲଙ୍କ କବଳରୁ କେମିତି ପାଇବେ ରକ୍ଷା ?

ଭୁବନେଶ୍ୱର: ଆରଆରବି ପରୀକ୍ଷା ପୂର୍ବରୁ ଆଶାୟୀଙ୍କୁ ସତର୍କ କରିଛି ପୂର୍ବତଟ ରେଳବାଇ । ଠକ ଓ ଦଲାଲଙ୍କ ମିଥ୍ୟା ପ୍ରତିଶ୍ରୁତିରେ ଆକୃଷ୍ଟ ନହେବାକୁ ରେଳବାଇ କହିଛି । ଏନେଇ ପୂର୍ବତଟ ରେଳବାଇ ପକ୍ଷରୁ ପ୍ରେସ୍ ବିଜ୍ଞପ୍ତି ପ୍ରକାଶ ପାଇଛି । ଯେଉଁଥିରେ କୁହାଯାଇଛି- ରେଳବାଇ ଭର୍ତ୍ତି ବୋର୍ଡ…

ଆରଆରବି ପରୀକ୍ଷା ପାଇଁ ହଟିଆ-ପୁରୀ ସ୍ୱତନ୍ତ୍ର ଟ୍ରେନ୍

ଭୁବନେଶ୍ୱର: ରେଳପଥ ନିଯୁକ୍ତି ବୋର୍ଡ (ଆରଆରବି) ପରୀକ୍ଷା ପାଇଁ ଆଶାୟୀ ପରୀକ୍ଷାର୍ଥ ମାନଙ୍କ ସୁବିଧା ପାଇଁ ରେଳପଥ ପକ୍ଷରୁ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରାଇବାକୁ ନିଷ୍ପତ୍ତି ନିଆଯାଇଛି । ବିଭିନ୍ନ ସହରରେ କମ୍ପୁଟରୀକୃତ (ସିବିଟି) ପରୀକ୍ଷା ହେବାକୁ ଯାଉଥିବାରୁ ଆରଆରବି ପରୀକ୍ଷା…

‘ଅଗ୍ନିପଥ’ ହିଂସା ଆଶଙ୍କାରେ ବ୍ରହ୍ମପୁର ଷ୍ଟେସନରେ କଡ଼ା ସୁରକ୍ଷା

ବ୍ରହ୍ମପୁର: 'ଅଗ୍ନିପଥ' ବିରୋଧରେ ବିଭିନ୍ନ ସ୍ଥାନରେ ବ୍ୟାପକ ହିଂସାକାଣ୍ଡ ଦେଖିବାକୁ ମିଳିଛି। ବିଶେଷ କରି ପଡୋଶୀ ଆନ୍ଧ୍ରପ୍ରଦେଶର କେତେକ ସ୍ଥାନରେ ଟ୍ରେନରେ ନିଆଁ ଲଗାଇଦେବା ସହ ବ୍ୟାପକ ଭଙ୍ଗାରୁଜା ମଧ୍ୟ ହୋଇଛି। ଏହାକୁ ଦୃଷ୍ଟିରେ ରଖି ସତର୍କ ହୋଇଯାଇଛି ରେଳ ବିଭାଗ। ବ୍ରହ୍ମପୁର ରେଳ…

ଓଡ଼ିଶା ଗସ୍ତରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ; ବିଶାଖାପାଟଣା-କୋରାପୁଟର ସ୍ପେଶାଲ ପାସେଞ୍ଜର କରିବେ ଉଦଘାଟନ

ଭୁବନେଶ୍ୱର: ଶୁକ୍ରବାର ଓଡ଼ିଶା ଆସୁଛନ୍ତି ରେଳ, କମ୍ୟୁନିକେସନ ଓ ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ବିଭିନ୍ନ ପ୍ରକଳ୍ପ ଉଦଘାଟନ ସହ ସମୀକ୍ଷା କରିବେ ଅଶ୍ୱିନୀ । ବିଶାଖାପାଟଣା-କୋରାପୁଟ ଦୈନିକ ପାସେଞ୍ଜର ଉଦଘାଟନ କରିବେ । ଜୟପୁର-ମାଲକାନଗିରି ରେଳ ପ୍ରକଳ୍ପର ସମୀକ୍ଷା କରିବେ । ଏହା…

ରାତିରେ ଟ୍ରେନ୍ ଯାତ୍ରା କରୁଛନ୍ତି କି ?

ନୂଆଦିଲ୍ଲୀ: ଅଧିକାଂଶ ଲୋକ ଟ୍ରେନରେ ଦୂରକୁ ଯାତ୍ରା କରିଥାନ୍ତି । କାରଣ ଟ୍ରେନ୍ ଯାତ୍ରା ବସ୍ ଓ ବିମାନ ଭଡ଼ା ଠାରୁ ଢେର୍ କମ୍ । ପ୍ରାୟ ସମସ୍ତେ ଯାତ୍ରା ସମୟରେ ଟ୍ରେନରେ ମୋବାଇଲ୍ ଚାର୍ଜରେ ବସାଇଥାନ୍ତି । ସେଥିରୁ କେତେକ ରାତିସାରା ବି ମୋବାଇଲକୁ ଚାର୍ଜରେ ବସାଇ ଶୋଇ ପଡ଼ିଥାନ୍ତି ।…

ସାବଧାନ: ରିଫଣ୍ଡ ପାଉଣା ଫେରସ୍ତ ପାଇଁ ଡେବିଟ୍ କିମ୍ବା କ୍ରେଡିଟ୍ କାର୍ଡର ତଥ୍ୟ ରେଳବାଇ ମାଗେନାହିଁ

ଭୁବନେଶ୍ୱର: ରିଫଣ୍ଡ ପାଉଣା ଫେରସ୍ତ ପାଇଁ ଡେବିଟ୍ କିମ୍ବା କ୍ରେଡିଟ୍ କାର୍ଡର ତଥ୍ୟ ରେଳବାଇ ମାଗେନାହିଁ ବୋଲି ପ୍ରକାଶ କରିଛି। ସୂଚନା ଅନୁଯାୟୀ କିଛି ଅସାଧୁ ବ୍ୟକ୍ତି ଫୋନ କଲ ମାଧ୍ୟମରେ ରେଳବାଇ ରିଫଣ୍ଡ ପାଉଣା ଫେରସ୍ତ ପାଇଁ ରେଳ ବ୍ୟବହାରକାରୀ ମାନଙ୍କ ଡେବିଟ୍/କ୍ରେଡିଟ୍ କାର୍ଡର…