Latest Odisha News

BREAKING NEWS

Browsing Tag

Raimohan Parida

ଆସିଲା ରାଇମୋହନଙ୍କ ପୋଷ୍ଟମର୍ଟମ ରିପୋର୍ଟ, ଜାଣନ୍ତୁ ମୃତ୍ୟୁର କାରଣ

ଭୁବନେଶ୍ୱର: ଅଭିନେତା ରାଇମୋହନ ପରିଡ଼ାଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଛି । ଯେଉଁଥିରେ ରାଇମୋହନଙ୍କ ମୃତ୍ୟୁ ଶ୍ୱାସରୁଦ୍ଧ ଯୋଗୁଁ ହୋଇଥିବା କୁହାଯାଉଛି । ତେବେ ରାଇମୋହନ ଯଦି ଆତ୍ମହତ୍ୟା କରିଛନ୍ତି ତାହେଲେ ତାଙ୍କୁ ଏଥିପାଇଁ କିଏ ପ୍ରବର୍ତ୍ତାଇ ଥିଲା । କାହା ଚାପରେ ନା ବାଧ୍ୟ ବାଧକତାରେ…

[ଦେଖନ୍ତୁ ଭିଡିଓ] ରାଇଙ୍କ ମୃତ୍ୟୁ ଦୁଃଖରେ ଖାଦ୍ୟ ଛାଡ଼ି ଦେଲେଣି କୁନି ରାଇମୋହନ

ଯାଜପୁର: କୁନି ରାଇମୋହନ । ଭାବ ଭଙ୍ଗୀ ଆଉ ଡାଇଲଗ୍… ସବୁ ରାଇମୋହନଙ୍କ ଭଳି । ଚର୍ଚ୍ଚିତ ଖଳନାୟକ ରାଇମୋହନ ପରିଡ଼ା ଆଉ ନାହନ୍ତି, କିନ୍ତୁ ଛାଡ଼ି ଯାଇଛନ୍ତି ଛାପ । ଯାଜପୁର ଜିଲ୍ଲା ବିଞ୍ଝାରପୁର ଚାଉଁତରା ଗାଁର ଗୌରାଙ୍ଗ ବାରିକ । ନିଜ ପ୍ରିୟ କଳାକାରଙ୍କ ବିୟୋଗରେ ଭାଙ୍ଗି ପଡ଼ିଛନ୍ତି…

ରାଇମୋହନଙ୍କ ଚକ୍ଷୁଦାନ କଲେ ପରିବାର ଲୋକ, ସ୍ୱର୍ଗଦ୍ୱାରରେ ହେବ ଶେଷକୃତ୍ୟ

ଭୁବନେଶ୍ୱର: ସେ ନିରବି ଯାଇଛନ୍ତି । ନିଶ୍ଚଳ ହୋଇଯାଇଛି ବିରାଟକାୟ ଶରୀର । ଛାତିରେ ଛାତିଏ ଦୁଃଖକୁ ଜାବୁଡ଼ି ଧରି ରଖିଥିବା ରାଇମୋହନ କାହାରିକୁ ଦେଖିଲେ ମୁରୁକି ହସି ଦିଅନ୍ତି । ଆଜି ସମସ୍ତଙ୍କୁ କନ୍ଦାଇ ସେ ଆରପାରିକୁ ଚାଲି ଯାଇଛନ୍ତି । ସେ ସିନା ଚାଲି ଯାଇଛନ୍ତି ହେଲେ ତାଙ୍କ ଆଖିରେ ଆଉ…

[ଦେଖନ୍ତୁ ଭିଡିଓ] ଓଡ଼ିଆ ଅଭିନେତା ରାଇମୋହନ ପରିଡ଼ାଙ୍କ ଆତ୍ମହତ୍ୟା !

ଭୁବନେଶ୍ୱର: ଆଉ ନାହାନ୍ତି ରାଇମୋହନ ପରିଡ଼ା । ଓଡ଼ିଆ ଅଭିନେତା ରାଇମୋହନ ପରିଡ଼ାଙ୍କ ମୃତଦେହ ମିଳିଛି । ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ତେବେ କିଭଳି ପରିସ୍ଥିତିରେ କାହିଁକି ରାଇମୋହନ ଆତ୍ମହତ୍ୟା କଲେ ତାହା ଜଣାପଡ଼ି ନାହିଁ । ୯୦ରୁ ଅଧିକ ଓଡ଼ିଆ ସିନେମାରେ ଖଳନାୟକ…