Latest Odisha News

BREAKING NEWS

Browsing Tag

Rain alert

ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଚାରିଆଡ଼େ ବର୍ଷାର ତାଣ୍ଡବ। ଆଜି ସକାଳଠାରୁ ରାଜଧାନୀରେ ସମେତ ଉପକୂଳ ଓଡିଶା ତଥା ପାର୍ଶ୍ୟବର୍ତ୍ତୀ ଅଞ୍ଚଳରେ ଝିପିଝିପି ବର୍ଷା ଲାଗିରହିଛି। ଆଗାମୀ ୩ ଘଣ୍ଟା ମଧ୍ୟରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।…

ରାଜ୍ୟରେ ପଶ୍ଚିମା ଝଡ଼ ସକ୍ରିୟ: ଆଜି କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଛି ପଶ୍ଚିମା ଝଡ଼ । ଏହାର ପ୍ରଭାବରେ ଆଜି କିଛି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । କିଛି ଜିଲ୍ଲାରେ କୁଆ-ପଥର ସହ ବର୍ଷା ମଧ୍ୟ ହୋଇପାରେ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨୪…

ଆଜିଠୁ ରାଜ୍ୟରେ ବର୍ଷା, ୭ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ବଦଳିବ ପାଗ । ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା ହେବ । ବଙ୍ଗୋପସାଗରରୁ ଉଷ୍ମ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ଓଡିଶା ମୁହାଁ ହେଉଛି । ଏହାର ପ୍ରଭାବରେ ଉତ୍ତର-ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ୭ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ନେଇ ୟେଲୋ…

ଆଜିଠୁ ରାଜ୍ୟରେ କମିବ ଶୀତ, ୩ ତାରିଖରୁ ବର୍ଷା

ଭୁବନେଶ୍ୱର: ଜାଡ଼ରୁ ମିଳିବ ଆଶ୍ୱସ୍ତି । ଉପରମୁହାଁ ହେବ ପାରଦ । ଆଜିଠୁ ରାଜ୍ୟରେ କମିବ ଶୀତ । ଏନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବଙ୍ଗୋପସାଗରରୁ ପ୍ରବାହିତ ଉଷ୍ମ ଜଳୀୟବାଷ୍ପ ପ୍ରଭାବରେ ତାପମାତ୍ରା ବଢ଼ିବ । ରାଜ୍ୟରେ ୩ରୁ ୫ ଡିଗ୍ରୀ ଯାଏ ରାତିର ତାପମାତ୍ରା…

ଉପକୂଳ ଓଡ଼ିଶାରେ ଆଜି ଓ କାଲି ପ୍ରବଳ ବର୍ଷା

ଭୁବନେଶ୍ୱର: ଓଡ଼ିଶା ଉପକୂଳରୁ ବାତ୍ୟା ଭୟ ଟଳିଗଲା । ଜଓ୍ୱାଦ ସ୍ଥଳଭାଗ ଛୁଇଁବା ଆଗରୁ ଦୁର୍ବଳ ହୋଇଗଲା । କିନ୍ତୁ ସାଙ୍ଗରେ ବର୍ଷା ପବନ ନେଇ ଆସିଛି । ଏହାର ପ୍ରଭାବରେ ଆଜି ଓ ଆସନ୍ତାକାଲି ରାଜ୍ୟରେ ପ୍ରବଳ ବର୍ଷା ହେବ । ଏନେଇ ବିଭିନ୍ନ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଭାରତୀୟ…

ଆଜି ଓଡ଼ିଶାର ୫ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ତଥା ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଥିବା ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ହେଉଛି । ଲଘୁଚାପ ବଳୟଟି ବର୍ତ୍ତମାନ ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ…

୯ ଜିଲ୍ଲାରେ ଘଡ଼ଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ବର: ୯ ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ବିପଦ । ରାଜ୍ୟର ୯ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ  କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ,…

ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ, ଆଜି ପ୍ରବଳ ବର୍ଷିବ

ଭୁବନେଶ୍ୱର: ଉତ୍ତର ପଶ୍ଚିମ ତଥା ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ଲଘୁଚାପ ଓ୍ୱେଲ୍ ମାର୍କଡ୍ ଲୋ ପ୍ରେସରରେ ପରିଣତ ହୋଇଛି । ଏହାର ପ୍ରଭାବରେ ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବିଶେଷ କରି ଉତ୍ତର ଓଡ଼ିଶା ଜିଲ୍ଲାରେ ବର୍ଷା ପରିମାଣ ଅଧିକ ରହିବ । ଆଜି ପାଇଁ…

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ, ୨୩ ତାରିଖ ପର୍ଯ୍ୟନ୍ତ ବର୍ଷିବ

ଭୁବନେଶ୍ବର : ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ । ଏବେ ପଶ୍ଚିମ ଉତ୍ତର ବଙ୍ଗୋପ ସାଗରରେ ରହିଛି ଲଘୁଚାପ ବଳୟ । ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା । ଏହାସହ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ମହାନଦୀର ଉପରମୁଣ୍ଡରେ ବର୍ଷା ଲାଗି ରହିବ ।…

ଆଗାମୀ ୩ ଘଣ୍ଟାରେ ଏସବୁ ସ୍ଥାନରେ ପ୍ରବଳ ବର୍ଷିବ, ପାଣିପାଗ ବିଭାଗ ଦେଇଛି ୟେଲୋ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର: ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ହେବ । ଆସନ୍ତା ୩ ଘଣ୍ଟା ମଧ୍ୟରେ ୧୫ ଜିଲ୍ଲାର କିଛି ସ୍ଥାନରେ ପ୍ରବଳର ବର୍ଷା ହେବ । ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୧୫ ଜିଲ୍ଲା ସମେତ କଟକ ଓ…