ଆସନ୍ତା ତିନି ଦିନ ଧରି ଭିଜେଇବ ବର୍ଷା
ଭୁବନେଶ୍ୱର: ଆସନ୍ତା ୩ ଦିନ ଧରି ରାଜ୍ୟର କେତେକ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ଆଗାମୀ ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ, ଢେଙ୍କାନାଳ, ନୟାଗଡ଼, ଗଜପତି, କଟକ, ଗଞ୍ଜାମ ଜିଲ୍ଲାର କେତେକ ସ୍ଥାନରେ ହାଲୁକା ବର୍ଷା…