Latest Odisha News

BREAKING NEWS

Browsing Tag

Rain Forecast

୨୧ ଓ ୨୨ ରାଜ୍ୟରେ ବଜ୍ରପାତ ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଶୁକ୍ରବାର ଏବଂ ଶନିବାର ଅର୍ଥାତ୍‌ ଜାନୁୟାରୀ ୨୧ ଓ ୨୨ରେ ଓଡିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଏବଂ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ଏବଂ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ବୁଧବାର ଏବଂ ଗୁରୁବାର ଦିନ…

କାଳବୈଶାଖୀ ପ୍ରଭାବ: ଆସନ୍ତା ୧୨ ପର୍ଯ୍ୟନ୍ତ ବର୍ଷିବ !

ଭୁବନେଶ୍ୱର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ସ୍ଥିତିରେ ରହିଛି । ଏହା ସତ୍ତ୍ୱେ ଆସନ୍ତା ସେପ୍ଟେମ୍ବର ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର…

ଭୁୁବନେଶ୍ୱର ଓ କଟକରେ କାଲି ସକାଳ ଯାଏଁ ଛେଚିବ

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱର ଓ କଟକରେ ପ୍ରବଳ ବର୍ଷିବ । ଆଜି ଓ ଆସନ୍ତାକାଲି ଦୁଇ ଦିନ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ପୂର୍ବାନୁମାନ କରାଯାଇଛି । କଟକ ଓ ଭୁବନେଶ୍ୱର ପାଇଁ ୟେଲୋ ୱାର୍ଣ୍ଣିଂ…

ଆଜି ରାତିରେ କେଉଁସବୁ ଜିଲ୍ଲାରେ ହେବ ବର୍ଷା, ଜାଣନ୍ତୁ

ଭୁବନେଶ୍ୱର: ସୋମବାର ରାତିରେ ରାଜ୍ୟର କିଛି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବାର ସୂଚନା ଦେଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏନେଇ ରାଜ୍ୟ ସରକାରଙ୍କ ସ୍ୱତନ୍ତ୍ର ରିଲିଫ୍ କମିଶନ (ଏସଆରସି) ପକ୍ଷରୁ ଟ୍ୱିଟ୍ ମାଧ୍ୟମରେ ସତର୍କ ସୂଚନା ପ୍ରଦାନ…

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ରାଜ୍ୟର ପ୍ରାୟ ୫ଟି ସ୍ଥାନରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୋମବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ଦିନ ୧୨ଟା ୩୦ମି. ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ଏହି…

ଆଗାମୀ ୭୨ ଘଣ୍ଟା ମଧ୍ୟରେ ଓଡିଶାରେ ବର୍ଷା ଆଶଙ୍କା

ଭୁବନେଶ୍ୱର: ଓଡିଶାର ବିଭିନ୍ନ ସ୍ଥାନରେ ଆଗାମୀ ୭୨ ଘଣ୍ଟା ମଧ୍ୟରେ ଜଳବାୟୁରେ ପରିବର୍ତ୍ତନ ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) । ଆଇଏମଡିର ବୁଲେଟିନ୍ ଅନୁଯାୟୀ, ରାଜ୍ୟରେ ଆସନ୍ତା ଫେବୃଆରୀ ୨୨ ତାରିଖ ଯାଏଁ ପାଗ ମୁଖ୍ୟତଃ ଶୁଷ୍କ ରହିବ ।…

ସେପ୍ଟେମ୍ବର ୧ରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସେପ୍ଟେମର ୨ ତାରିଖରୁ ଉତରପୂର୍ବ ବଙ୍ଗୋପସାଗର ଏବଂ ଏହାର ସଂଲଗ୍ନ ବାଂଲାଦେଶ ଅଂଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବାରୁ ସେପ୍ଟେମ୍ବର ୧ ତାରିଖରୁ ୩ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆକଳନ କରିଛି ଶିକ୍ଷା ଓ ଅନୁସନ୍ଧାନ…