ରାଜ୍ୟରେ ଆଜିଠୁ ବଢିବ ବର୍ଷା; ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର : ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ । ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାରି ପ୍ରଭାବରେ ରାଜ୍ୟରେ ଆଜିଠାରୁ ବର୍ଷା ପରିମାଣ ବଢ଼ିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ଅତି ପ୍ରବଳ ବର୍ଷା ପାଇଁ ୧୭ ଜିଲ୍ଲାକୁ…