Latest Odisha News

BREAKING NEWS

Browsing Tag

Rain In Odisha

ରାଜ୍ୟରେ ଆଜିଠୁ ବଢିବ ବର୍ଷା; ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ  । ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାରି ପ୍ରଭାବରେ ରାଜ୍ୟରେ ଆଜିଠାରୁ ବର୍ଷା ପରିମାଣ ବଢ଼ିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ଅତି ପ୍ରବଳ ବର୍ଷା ପାଇଁ ୧୭ ଜିଲ୍ଲାକୁ…

ପଶ୍ଚିମାଝଡ଼ ପ୍ରଭାବରେ ରାଜ୍ୟରେ ବର୍ଷା, ଆଜି ୧୧ ଜିଲ୍ଲାକୁ ୱାର୍ଣ୍ଣିଂ

ଭୁବନେଶ୍ୱର: ଦିନରେ ଟାଇଁ ଟାଇଁ ଖରା ହେଉଛି । ସନ୍ଧ୍ୟା କିମ୍ବା ରାତିରେ କାଳବୈଶାଖୀ ଜନିତ ବର୍ଷା ହେଉଛି । ରାଜ୍ୟରେ ପଶ୍ଚିମାଝଡ଼ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି । ଗତକାଲି ରାତିରେ ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ପବନ ହୋଇଛି । ଆଜି ବି…

ଆସନ୍ତାକାଲିଠୁ ରାଜ୍ୟରେ ପୁଣି ବର୍ଷା ! ୩ରୁ ୪ ଡ଼ିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ତାପମାତ୍ରା

ଭୁବନେଶ୍ୱର: ଆସନ୍ତାକାଲିଠୁ ପୁଣି ରାଜ୍ୟକୁ ବର୍ଷା ହେବ । ୨୧,୨୨ ଓ ୨୩ ତାରିଖରେ ରାଜ୍ୟର କିଛି କିଛି ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ଆଜି ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଗତ କିଛି ଦିନ ହେଲା ରାଜ୍ୟରେ ପ୍ରବଳ ଶୀତ ସହ ଘନ କୁହୁଡ଼ି…

ବର୍ଷାରେ ଭିଜୁଛି ସାରା ଓଡ଼ିଶା, ଚାଷୀଙ୍କ ଉପରେ ଦାଉ ସାଧିଛି ଅଦିନିଆ ବର୍ଷା

ଭୁବନେଶ୍ୱର: ବର୍ଷାରେ ଭିଜୁଛି ସାରା ଓଡ଼ିଶା । କିଛି କିଛି ସ୍ଥାନରେ ବର୍ଷା ହେଉଥିବାବେଳେ ଆଉ କିଛି ସ୍ଥାନରେ ପାଗ କୋହଲା ରହିଛି । ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିବ । ଉପକୂଳ ଓଡ଼ିଶା ସମେତ ତତସଂଲଗ୍ନ ଅଞ୍ଚଳର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ…

୧୧ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା, ଚିନ୍ତାରେ ଚାଷୀ

ଭୁବନେଶ୍ୱର: ଆସନ୍ତାକାଲିଠୁ ରାଜ୍ୟରେ ବର୍ଷା ସମ୍ଭାବନା । ୧୧ରୁ ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଭିନ୍ନ ଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୧୦ତାରିଖରୁ ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ ।…

ଆସନ୍ତା ୧୦ରୁ ୧୧ଟି ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ମଧ୍ୟରେ ପୁଣି ବର୍ଷା ସମ୍ଭାବନା । ଆସନ୍ତା ୧୦ରେ ୧୧ଟି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ ହୋଇଛି । ଘୂର୍ଣ୍ଣିବଳୟ ପ୍ରଭାବରେ ଉପାନ୍ତରୁ ଉପକୂଳ ସବୁଠି ବର୍ଷା ହେବ । ଧୀରେ ଧୀରେ ରାତିର ତାପମାତ୍ରା ବଢ଼ିବ ଓ ଶୀତ…

ବଙ୍ଗୋପସାଗରରେ ଡିପ୍ ଡିପ୍ରେସନ୍, ଓଡ଼ିଶାର ଏସବୁ ଜିଲ୍ଲାରେ ବର୍ଷା

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତ ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ (ଡିପ୍ ଡିପ୍ରେସନ) ପରିଣତ ହୋଇଛି । ଆଜି ସକାଳୁ ଏହା ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳ ଅତିକ୍ରମ କରିଛି । ଗତ ୬ ଘଣ୍ଟା ହେବ ଡିପ୍ ଡିପ୍ରେସନ୍ ଘଣ୍ଟାପ୍ରତି ୧୭ କିଲୋମିଟର ବେଗରେ ପଶ୍ଚିମ-ଉତ୍ତର ପଶ୍ଚମି…

କାଲିଠୁ ୧୧ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତାକାଲି ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁ ଚାପ । ଏହାର ପ୍ରଭାବରେ କାଲିଠୁ ଆସନ୍ତା ୧୧ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଶନିବାର ୪ଟି ଜିଲ୍ଲା ପାଇଁ ଏଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ଜିଲ୍ଲାଗୁଡିକ ହେଲା…