Latest Odisha News

BREAKING NEWS

Browsing Tag

Rain Water

ରାଜ୍ୟରେ ଆବଶ୍ୟକ ଜଳ ଅମଳ ପ୍ରକଳ୍ପ; ଭୂତଳ ଜଳ ରିଚାର୍ଜ ପାଇଁ ୪୯.୨୩ କୋଟିର ଯୋଜନା

ଭୁବନେଶ୍ୱର : ଭୂତଳ ଜଳ ସ୍ତର ରିଚାର୍ଜ ପାଇଁ ରାଜ୍ୟ ସରକାର ଏକ ନୂତନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି । ଏଥିରେ ଆଗାମୀ ୫ବର୍ଷ ମଧ୍ୟରେ ପ୍ରାୟ ୫୦ କୋଟି ଟଙ୍କା ଖର୍ଚ୍ଚ ହେବ । ଏହି ନୂତନ ଯୋଜନାରେ କୃତ୍ରିମ ରିଚାର୍ଜ ଯୋଗୁଁ ଭୂତଳ ଜଳ ସ୍ତର ବୃଦ୍ଧି ସହିତ ଜଳର ଗୁଣାତ୍ମକ ମାନ ମଧ୍ୟ ବୃଦ୍ଧି…

ଓଡ଼ିଶାର ଛତିଶଗଡ଼ ଟେନସନ୍; ପାଣି ଛାଡ଼ିବ ହେଲେ ଆଲୋଚନା ପାଇଁ ଦେଉନି ସମୟ

ଭୁବନେଶ୍ୱର: ଖରା ଦିନେ ପାଣି ରୋକୁଛି, ବର୍ଷା ହେଲେ ମନଇଚ୍ଛା ଛାଡ଼ି ଦେଉଛି । ମନମାନି ଚଳାଇଛି ଛତିଶଗଡ଼ । ଆଲୋଚନା ପାଇଁ ଚିଠି ଲେଖାଯାଇଥିଲେ ବି ଛତିଶଗଡ଼ ପକ୍ଷରୁ ଉତ୍ତର ମିଳୁନି । ମୌସୁମୀ ବର୍ଷା ଆରମ୍ଭ ପରେ ଗୋଟିଏ ଗୋଟିଏ ବ୍ୟାରେଜ୍ ଗେଟ୍ ଖୋଲିବାରେ ଲାଗିଛି ଛତିଶଗଡ଼ । ଆଉ ଛତିଶଗଡ଼ର…

[ଦେଖନ୍ତୁ ଭିଡିଓ] ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ବିଭିନ୍ନ ୱାର୍ଡରେ ପଶିଲା ବର୍ଷା ପାଣି, ରୋଗୀ ହନ୍ତସନ୍ତ

ସୋନପୁର: ମୌସୁମୀ ବର୍ଷା ଆରମ୍ଭରୁ ବେହାଲ୍ ସୁବର୍ଣ୍ଣପୁର । ବର୍ଷା ଆରମ୍ଭରୁ ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ବର୍ଷା ପାଣି ପଶିଛି । ଫଳରେ ରୋଗୀଙ୍କ ସହ ସମ୍ପର୍କୀୟ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଗତକାଲି ଠାରୁ ସୁବର୍ଣ୍ଣପୁର ଜିଲ୍ଲାକୁ ମୌସୁମୀ ଛୁଇଁଥିବା…

ଆଖଣ୍ଡଳମଣି ମନ୍ଦିର ଗର୍ଭଗୃହରେ ଲହଡ଼ି ଭାଙ୍ଗୁଛି ବର୍ଷା ପାଣି

ଭଦ୍ରକ: ଲଗାଣ ବର୍ଷାରେ ଭଦ୍ରକ ଜିଲ୍ଲାରେ ବେହାଲ ସ୍ଥିତି। ଆରଡିପୀଠର ବାବା ଆଖଣ୍ଡଳମଣିଙ୍କ ଗର୍ଭଗୃହରେ ଲହଡି ଭାଙ୍ଗୁଛି ଆଣ୍ଠୁଏ ଉଚ୍ଚର ପାଣି । ଫଳରେ ମଣିବାବାଙ୍କ ବିଗ୍ରହ ଅର୍ଦ୍ଧାଧିକ ଭାଗ ବୁଡି ଯାଇଛି।  ଫଳରେ ମହାପ୍ରଭୁଙ୍କ ନୀତିକାନ୍ତୀରେ ବିଳମ୍ବ ହୋଇଛି। ମୋଟର ଚାଳିତ ପମ୍ପ ଦ୍ବାରା…