ବଜ୍ରପାତରେ ଜଳିଗଲା ଦୁଇ ବଖରା ଘର,୨ ଆହତ
କୁଜଙ୍ଗ: ବରିହାଡିହା ଗାଁରେ ଅଘଟଣ । ବଜ୍ରପାତରେ ଜଳିଗଲା ଦୁଇ ବଖରା ଘର । ଜଗତସିଂହପୁର ଜିଲ୍ଲା କୁଜଙ୍ଗ ଥାନା ଅନ୍ତର୍ଗତ ବରିହାଡିହା ଗାଁରେ ବଜ୍ରପାତରେ ଦୁଇ ବଖରା ଘର ଜଳିଯିବା ସହ ୨ ଜଣ ଆହତ ହୋଇଛନ୍ତି ।
ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ କାଳବୈଶାଖୀ ବର୍ଷା, ପବନ ସହ…