Latest Odisha News

BREAKING NEWS

Browsing Tag

Rain

ଲଘୁଚାପ ସକ୍ରିୟ, ଆସନ୍ତା ୫ ଦିନ ଯାଏ ଲାଗି ରହିବ ବର୍ଷା

ଭୁବନେଶ୍ୱର: ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଉତ୍ତର ଓଡ଼ିଶା ଓ ତତସଂଲଗ୍ନ ଅଞ୍ଚଳରେ ଲଘୁଚାପ ଭାବେ ସକ୍ରିୟ ରହିଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ବିଜେପି । ଆସନ୍ତା ୫ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ…

କାନ୍ଥ ଭୁଶୁଡ଼ି ମାଆ ଓ ଝିଅ ମୃତ, ପୁଅ ଗୁରୁତର

ଫୁଲବାଣୀ: ରାଜ୍ୟର ବିଭିନ୍ନ ସ୍ଥାନରେ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିଛି । ଏହାରି ଭିତରେ କନ୍ଧମାଳ ଜିଲ୍ଲାରୁ ଆସିଛି ଦୁଃଖ ଦାୟକ ଖବର । ଫୁଲବାଣୀ ସହରରେ ଲଗାଣ ବର୍ଷାରେ କାନ୍ଥ ଭୁଶୁଡ଼ି ମାଆ ଓ ୫ ବର୍ଷର ଝିଅର ମୃତ୍ୟୁ ହୋଇଛି । ଗୁରୁତର ଆହତ ହୋଇଛି ପୁଅ । ମଧ୍ୟାହ୍ନରେ ପ୍ରବଳ ବର୍ଷା…

[ଦେଖନ୍ତୁ ଭିଡିଓ] ଛାତରୁ ଗଳୁଛି ପାଣି, ପିଲାଏ ପଢ଼ିବେ କେମିତି ?

କୋରାପୁଟ: ଛାତରୁ ଗଳୁଛି ପାଣି । ଚଟାଣ ବି ପୂରା ଓଦା । ବର୍ଷା ହେଲେ ପାଣି ପଢ଼ୁଛି ଶ୍ରେଣୀ ଗୃହରେ । ଏଭଳି ଅବସ୍ଥାରେ ପିଲାଏ କେମିତି ପଢ଼ିବେ ପାଠ ? ଉନ୍ନତ ଶିକ୍ଷାଦାନ ପାଇଁ ସରକାର ଯୋଜନା ପରେ ଯୋଜନା କରୁଥିବା ବେଳେ ଏଠି ସବୁକିଛି ପ୍ରହସନ ପାଲଟିଛି । ବିଚିତ୍ର ବିଦ୍ୟାଳୟ ଦେଖିବାକୁ…

ପ୍ରବଳ ବର୍ଷା ନେଇ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି । ସକାଳ ୮ଟା ୩୦ ସୁଦ୍ଧା ଗତ ୨୪ ଘଣ୍ଟାରେ ରାଜ୍ୟରେ ସବୁଠୁ ଅଧିକ ୯୪.୨ ମିଲିମିଟର ବର୍ଷା କେନ୍ଦ୍ରାପଡ଼ାରେ ରେକର୍ଡ କରାଯାଇଛି । ଆଗାମୀ ୫ ଦିନ ଯାଏ ବର୍ଷା…

୩୦ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆଗାମୀ ୫ ଦିନ ଯାଏ ମୌସୁମୀ ବର୍ଷାରେ ଭିଜିବ ଓଡ଼ିଶା । ୩୦ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିବା ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ବର୍ଷା ସହ କିଛି ଜିଲ୍ଲାରେ…

ମୌସୁମୀ ବର୍ଷା ଓ ଚାଷକୁ ନେଇ କ’ଣ କହିଲେ କୃଷି ମନ୍ତ୍ରୀ ?

ଭୁବନେଶ୍ୱର: ରାଜ୍ୟର ସବୁ ଅଞ୍ଚଳକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଛୁଇଁଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ମୌସୁମୀ ସକ୍ରିୟ ସହ ପାଖାପାଖି ୧୭.୩ ମିମି ବର୍ଷା ରେକର୍ଡ ହୋଇଛି । ଯାହା ଗତ ୨୪ ଘଣ୍ଟାର ସ୍ୱାଭାବିକ ବର୍ଷା ୯.୨ ମିମି ତୁଳନାରେ ୮୮% ଅଧିକ ରହିଛି । ଏବେ ବର୍ଷା ହେଉଥିବା ବେଳେ ଯଦି…

ଓଡ଼ିଶାର ଛତିଶଗଡ଼ ଟେନସନ୍; ପାଣି ଛାଡ଼ିବ ହେଲେ ଆଲୋଚନା ପାଇଁ ଦେଉନି ସମୟ

ଭୁବନେଶ୍ୱର: ଖରା ଦିନେ ପାଣି ରୋକୁଛି, ବର୍ଷା ହେଲେ ମନଇଚ୍ଛା ଛାଡ଼ି ଦେଉଛି । ମନମାନି ଚଳାଇଛି ଛତିଶଗଡ଼ । ଆଲୋଚନା ପାଇଁ ଚିଠି ଲେଖାଯାଇଥିଲେ ବି ଛତିଶଗଡ଼ ପକ୍ଷରୁ ଉତ୍ତର ମିଳୁନି । ମୌସୁମୀ ବର୍ଷା ଆରମ୍ଭ ପରେ ଗୋଟିଏ ଗୋଟିଏ ବ୍ୟାରେଜ୍ ଗେଟ୍ ଖୋଲିବାରେ ଲାଗିଛି ଛତିଶଗଡ଼ । ଆଉ ଛତିଶଗଡ଼ର…

[ଦେଖନ୍ତୁ ଭିଡିଓ] ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ବିଭିନ୍ନ ୱାର୍ଡରେ ପଶିଲା ବର୍ଷା ପାଣି, ରୋଗୀ ହନ୍ତସନ୍ତ

ସୋନପୁର: ମୌସୁମୀ ବର୍ଷା ଆରମ୍ଭରୁ ବେହାଲ୍ ସୁବର୍ଣ୍ଣପୁର । ବର୍ଷା ଆରମ୍ଭରୁ ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ବର୍ଷା ପାଣି ପଶିଛି । ଫଳରେ ରୋଗୀଙ୍କ ସହ ସମ୍ପର୍କୀୟ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଗତକାଲି ଠାରୁ ସୁବର୍ଣ୍ଣପୁର ଜିଲ୍ଲାକୁ ମୌସୁମୀ ଛୁଇଁଥିବା…

ପୂରା ରାଜ୍ୟକୁ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ, ୨୪ ଯାଏ ବର୍ଷିବ

ଭୁବନେଶ୍ୱର: ରାଜ୍ୟର ସବୁ ଅଞ୍ଚଳକୁ ଆଜି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଛୁଇଁଛି । ଏନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସାରା ରାଜ୍ୟକୁ ମୌସୁମୀ ଛୁଇଁଥିବା ବେଳେ ବିଭିନ୍ନ ଜିଲ୍ଲାରେ ଲାଗି ରହିଛି ବର୍ଷା । ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ କନ୍ଧମାଳ, ଗଞ୍ଜାମ,…

ବନ୍ୟା ଜଳରେ ଭାସୁଛି ଆସାମ, ୧୧ ଲକ୍ଷ ଲୋକ ପ୍ରଭାବିତ

ଗୌହାଟି: ଆସାମରେ ଜଳ ପ୍ରଳୟ । ବନ୍ୟା ଯୋଗୁଁ ଏକାଧିକ ନଦୀର ଜଳସ୍ତର ବୃଦ୍ଧି ପାଇଥିବା ବେଳେ ୪ ଜଣଙ୍କ ଜୀବନ ଯାଇଛି । ବର୍ଷା ଲାଗି ରହିଥିବାରୁ ବିଭିନ୍ନ ସ୍ଥାନରେ ଧସିବାରେ ଲାଗିଛି ମାଟି ଅତଡ଼ା । ବନ୍ୟାରେ ଆସାମର ୨୫ ଜିଲ୍ଲାର ୧୧ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି । ବଜଲି ଜିଲ୍ଲା…