୯ ଜିଲ୍ଲାରେ ୩ ଘଣ୍ଟା ଯାଏଁ ପ୍ରବଳ ବର୍ଷିବ, ଜାରି ହେଲା ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର: ଭୁବନେଶ୍ୱର ଏବଂ କଟକ ସହର ସମେତ ଓଡିଶାର ୯ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବା ନେଇ ଶୁକ୍ରବାର ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)।
ପାଣିପାଗ ବିଭାଗ ପକ୍ଷରୁ ଜାରି ବୁଲେଟିନ୍ ଅନୁଯାୟୀ, ଏହିସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଜିଲ୍ଲା ଗୁଡିକ…