୪୮ ଘଣ୍ଟାରେ ଲଘୁଚାପ ! ୨୩ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା
ଭୁବନେଶ୍ୱର: ପ୍ରବଳ ବର୍ଷାରେ ଭିଜିବ ଓଡ଼ିଶା । ଆଗାମୀ ୫ ଦିନ ଯାଏ ରାଜ୍ୟରେ ବର୍ଷା ଜାରି ରହିବ । ଉତ୍ତରପଶ୍ଚିମ ବଙ୍ଗୋପାସଗର ଓ ସଂଲଗ୍ନ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପ୍ରଭାବରେ ଆଗାମୀ ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି ।…