ଓଡ଼ିଶାରେ ଏଥର ଏକ ସପ୍ତାହ ବିଳମ୍ବରେ ପହଞ୍ଚିବ ମୌସୁମୀ ଜଳବାୟୁ
ଭୁବନେଶ୍ୱର: ଭାରତରେ ଚଳିତବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ଜଳବାୟୁ ଯଥା ସମୟରେ ଆସିବା ବେଳେ ପ୍ରାୟ ଏକ ସପ୍ତାହ ବିଳମ୍ବରେ ଓଡ଼ିଶା ଛୁଇଁବା ନେଇ ବୁଧବାର ଦିନ ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ସୂଚନା ପ୍ରଦାନ କରିଛି ।
ନୂଆଦିଲ୍ଲୀଠାରେ ଗଣମାଧ୍ୟମକୁ ସୂଚନା ପ୍ରଦାନକ ରି ଭାରତୀୟ ପାଣିପାଗ…