ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୧୪ଟି ଜିଲ୍ଲାକୁ ଆଲର୍ଟ ଜାରି
ଭୁବନେଶ୍ୱର : ରାଜ୍ୟର ପ୍ରାୟ ୧୪ଟି ଘଡଘଡି ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି ।
ଭାରତୀୟ ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ରାଜ୍ୟର ପ୍ରାୟ ୧୪ ଜିଲ୍ଲାରେ ଦ୍ୱିପ୍ରହର ୨ଟା ୩୦ମି.…