Latest Odisha News

BREAKING NEWS

Browsing Tag

Rain

ଗୋଟିଏ ପଟେ ବର୍ଷାର ତାଣ୍ଡବ, ଅନ୍ୟପଟେ ବର୍ଷା ପାଇଁ ମୁଣ୍ଡ ପିଟୁଛି ଚାଷୀ

ନୁଆଦିଲ୍ଲୀ : ଦେଶକୁ ବିଳମ୍ବରେ ପ୍ରବେଶ କରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ୭ଦିନ ବିଳମ୍ବରେ କେରଳ ଛୁଇଁଥିଲା ମୌସୁମୀ । ବିଳମ୍ବ ସତ୍ତ୍ୱେ ମଧ୍ୟ ଦେଶରେ ମୌସୁମୀ ତାର କରାଳ ରୁପ ଦେଖାଇବା ଆରମ୍ଭ କରିଛି । ଦେଶର ସମସ୍ତ ଭାଗକୁ ମୌସୁମୀ କବଳିତ କରିଥିଲେ ମଧ୍ୟ ଏବେବି ଦେଶର କେତେକାଂଶରେ…

ଆସନ୍ତାକାଲି ଏହି ୧୧ ଜିଲ୍ଲାରେ ହେବ ପ୍ରବଳ ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ଲଘୁଚାପ ସକ୍ରିୟ ରହିଛି । ପ୍ରଭାବରେ ଆଜି ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଥିବା ବେଳେ ୨୯ ତାରିଖ ଯାଏ ଏଭଳି ପାଗ ଲାଗି ରହିବ । ଆସନ୍ତାକାଲି ୧୧ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ମଙ୍ଗଳବାର ୨୭ ତାରିଖରେ…

ଲଗାଣ ବର୍ଷାରେ ଧୋଇଗଲା ଆପ୍ରୋଚ୍ ରୋଡ୍, ଚିନ୍ତାରେ ୧୦ ପଞ୍ଚାୟତବାସୀ

କାମାକ୍ଷାନଗର: ରାଜ୍ୟରେ ମୌସୁମୀ ଓ ଲଘୁଚାପ ପ୍ରଭାବରେ ଲଗାଣ ବର୍ଷା ହେଉଥି । ଲଗାଣ ବର୍ଷା ଫଳରେ ତଳିଆ ଅଞ୍ଚଳରେ ପାଣି ଜମୁଥିବା ବେଳେ ଢେଙ୍କାନାଳ ଜିଲ୍ଲାରେ ଧୋଇ ଯାଇଛି ଆପ୍ରୋଚ୍ ରୋଡ୍ । ଜିଲ୍ଲାର ପରଜଙ୍ଗ ବ୍ଲକ ଚାନ୍ଦପୁର ପଞ୍ଚାୟତ ବତାସିଂହ ନାଳ ଉପର ଆପ୍ରୋଚ ରୋଡଟି ବର୍ଷା ଜଳରେ ଧୋଇ…

୨ ଦିନ ପ୍ରବଳ ବର୍ଷା, ୨୭ ସକାଳ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁ ସାରିଥିବା ବେଳେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି । ଆଜି ଓ ଆସନ୍ତାକାଲି ବିକ୍ଷୀପ୍ତ ବର୍ଷା ହେବାକୁ ଥିବା ବେଳେ ୨୭ରୁ ବର୍ଷାର ପରିମାଣ କମିବ ବୋଲି…

ସାରା ଓଡ଼ିଶାକୁ ଅଗ୍ରସର ହେଲା ମୌସୁମୀ, ୨ ଦିନ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସମ୍ପୂର୍ଣ୍ଣ ଓଡ଼ିଶାକୁ ଅଗ୍ରସର ହୋଇଛି । ଏଥିସହ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଗତ ୨୪ ଘଣ୍ଟା ରେ ରାଜ୍ୟରେ ୨୧.୩ ମିମି ବର୍ଷା ରେକର୍ଡ କରାଯାଇଛି ଯାହା କି ସ୍ୱାଭାବିକ ବର୍ଷା ୮.୯ ମିମି ତୁଳନାରେ ୧୩୯ ପ୍ରତିଶତ ଅଧିକ ।…

ରାଜ୍ୟର କିଛି ଜିଲ୍ଲାରେ ପ୍ରାକ୍ ମୌସୁମୀ ବର୍ଷା ଆରମ୍ଭ, ୨୩ରୁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର କିଛି ଜିଲ୍ଲାରେ ଆରମ୍ଭ ହୋଇଛି ପ୍ରାକ୍ ମୌସୁମୀ ବର୍ଷା । ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ଆରମ୍ଭ ହୋଇଥିବା ବେଳେ ଆଉ ୨ରୁ ୩ ଦିନ ପରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼଼ିଶା ଛୁଇଁପାରେ ବୋଲି ଆକଳନ କରାଯାଉଛି । ଆଜି କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର,…

୨୦ରୁ କମିବ ତାତି, ଆଜି ଦିନ ସାଢ଼େ ୨ଟା ସୁଦ୍ଧା ୪୫ ଟପିଲା ସମ୍ବଲପୁର

ଭୁବନେଶ୍ୱର: ତାତିରେ ଲାଗିବ ବ୍ରେକ୍, ଗରମ ଓ ଗୁଳୁଗୁଳିରୁ ମିଳିବ ଆଶ୍ୱସ୍ତି । ପାଣିପାଗ ବିଭାଗର ସୂଚନା ଅନୁସାରେ, ଆଉ ୩ ଦିନ ପରେ ପାରଦ ୩ରୁ ୫ ଡିଗ୍ରୀ ହ୍ରାସ ପାଇବା ସହ ତାତି କମିବ । ୩ ଦିନ ଯାଏ କେତେକ ସ୍ଥାନରେ ଦିନ ତାପମାତ୍ରା ସ୍ୱାଭାବିକ ଠାରୁ ୪ରୁ ୭ ଡିଗ୍ରୀ ଯାଏ ଅଧିକ ରହିବା ସହ…

କଟକ, ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାକୁ ଆଲର୍ଟ, ୩ ଘଣ୍ଟା ଧରି ଜାରି ରହିବ କାଳବୈଶାଖୀ

ଭୁବନେଶ୍ୱର: ଅସହ୍ୟ ଗରମ ଓ ଗୁଳୁଗୁଳି ଲାଗି ରହିଥିବା ବେଳେ କାଳବୈଶାଖୀ ନେଇ ପାଣିପାଗ ବିଭାଗ କଟକ, ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଆଗାମୀ ୩ ଘଣ୍ଟା ଯାଏ ଉପକୂଳ ଓଡ଼ିଶାର ଏହି ୩ ଜିଲ୍ଲାରେ କାଳବୈଶାଖୀ ସହ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ…

ଭୁବନେଶ୍ୱର, କଟକରେ କାଳବୈଶାଖୀ ବର୍ଷା

ଭୁବନେଶ୍ୱର: ଦିନ ବେଳା ଅସହ୍ୟ ଗରମ ଓ ଗୁଳୁଗୁଳିରେ ସନ୍ତୁଳି ହୋଇଥିବା ରାଜଧାନୀ ବାସୀଙ୍କୁ ଅପରାହ୍ଣରେ ଆଶ୍ୱସ୍ତି ମିଳିଛି । ଅପରାହ୍ଣରେ ରାଜଧାନୀ ଭୁବନେଶ୍ୱର ସହ ଖୋର୍ଦ୍ଧା, କଟକ ଏବଂ ଜଗତସିଂହପୁର ଜିଲ୍ଲାରେ କାଳବୈଶାଖୀ ବର୍ଷା ଅନୁଭୂତ ହୋଇଛି । ଘଡ଼ଘଡ଼ି ବର୍ଷା ସହ ୩ ଜିଲ୍ଲାରେ…

ଦିନ ସାଢ଼େ ୨ଟା ସୁଦ୍ଧା ସମ୍ବଲପୁରରେ ପାରଦ ୪୪ ପାର୍, ୩ ଦିନ ଯାଏ ହିଟୱେଭ୍ ଆଲର୍ଟ

ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀ ପ୍ରଭାବ କମିଥିବା ବେଳେ ତାତି ପୁଣି ଫେରିଛି । ଆଜି ଆଜି ଦିନ ୨ଟା ୩୦ ସୁଦ୍ଧା ସମ୍ବଲପୁରରେ ପାରଦ ୪୪ ଡିଗ୍ରୀ ଅତିକ୍ରମ କରିଛି । ସମ୍ବଲପୁରରେ ତାପମାତ୍ରା ୪୪.୨  ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ଝାରସୁଗୁଡ଼ାରେ ୪୩.୪ ଡିଗ୍ରୀ, ହୀରାକୁଦରେ ୪୩ ଡିଗ୍ରୀ,…